• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଯାତ୍ରା ରେ ସ୍ୱଛତାକୁ ଗୁରୁତର ସହ ନେବ ନଗର ଉନ୍ନୟନ ବିଭାଗ:ମନ୍ତ୍ରୀ ଡା ମହାପାତ୍ର

Proprietor Abhimanyu Maharana by Proprietor Abhimanyu Maharana
June 28, 2024
in ଓଡ଼ିଶା, ପୁରୀ, ହୋମ୍
0
ରଥଯାତ୍ରା ରେ ସ୍ୱଛତାକୁ ଗୁରୁତର ସହ ନେବ ନଗର ଉନ୍ନୟନ ବିଭାଗ:ମନ୍ତ୍ରୀ ଡା ମହାପାତ୍ର
Share on FacebookShare on TwitterWhatsapp

୨୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :-> ମହାପ୍ରଭୁଙ୍କ ରଥଯାତ୍ରା କୁ ଶୃଙ୍ଖଳିତ ପରିଚାଳନାରେ ନଗର ଉନ୍ନୟନ ବିଭାଗ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ରହିଛି।ସ୍ୱଛତାକୁ ସେବା ଭାବେ ଆମେ ଗ୍ରହଣ କରିଛୁ।ଯାହା ଚଳିତ ରଥଯାତ୍ରା ରେ ପ୍ରତିଫଳିତ ହେବ ବୋଲି ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣ ଚନ୍ଦ୍ର ମହାପାତ୍ର । ରଥଯାତ୍ରା ପରିଚାଳନା ସମ୍ପର୍କରେ ଆଜି ଅପରାହ୍ନ ରେ ପୁରୀ ସର୍କିଟ ହାଉସ ଠାରେ ମନ୍ତ୍ରୀ ଡା ମହାପାତ୍ର ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥଯାତ୍ରା ପୂର୍ବରୁ ପୁରୀ ସହରର ସମସ୍ତ ନାଳ ନର୍ଦମା ସଫା ସହ ସମସ୍ତ ମୁକୁଳା ଡ୍ରେନ ଉପରେ ସ୍ଲାବ ର ବ୍ୟବସ୍ଥା କରାଯିବ ବୋଲି କହିଥିଲେ।

ସମସ୍ତ ଷ୍ଟ୍ରିଟ ଲାଇଟ ଗୁଡିକ ମରାମତି କରାଯାଇ ଚଳନକ୍ଷମ କରାଯିବ।ଡ୍ରିଙ୍କ ଫ୍ରମ ଟ୍ୟାପର ସମସ୍ତ ବ୍ୟବସ୍ଥା କୁ ଅନୁଧ୍ୟାନ କରି ଚଳନ ଉପଯୋଗୀ କରାଯିବା ସହ ଯଦି କେଉଁଠାରେ ଅବରୋଧ ହୋଇଥାଏ ତାହାକୁ ଉଛେଦ କରାଯିବ।ସମସ୍ତ ଜଳ ଉତ୍ସର ଚତୁର୍ପାଶ୍ୱ କୁ ପରିଷ୍କାର ପରିଛନ୍ନ ରଖାଯିବ।ସମସ୍ତ ଜଳ ଉତ୍ସକୁ ବିଶୋଧନ କରାଯିବ।ଜଳ ଜମୁଥିବା ସ୍ଥାନ ମାନ ଚିହ୍ନଟ କରାଯାଇ ତାହାର ଅପସାରଣ କରାଯିବ।

ଜଳ ନିଷ୍କାସନ ପାଇଁ ପମ୍ପ ଉପଲବ୍ଧ ରଖାଯିବ।ବୁଲା ଗୋରୁଗାଈ ଙ୍କୁ ରାସ୍ତା ରୁ ହଟେଇ କାଞ୍ଜିଆ ହୁଦା କୁ ନିଆଯିବ। ଡ୍ରେନ ମାନଙ୍କ ରେ ମଶା ମରା ତେଲ ସିଞ୍ଚନ ସହ ରଥଯାତ୍ରା ସମୟରେ ଖରା ହେଲେ ଭକ୍ତଙ୍କ ସୁବିଧା ପାଇଁ ଜଳ ସିଞ୍ଚନ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ଡା ମହାପାତ୍ର ସୂଚନା ଦେଇଥିଲେ।

ସହରକୁ ପରିଷ୍କାର ପରିଛନ୍ନ ରଖିବା ଆମ ସମସ୍ତଙ୍କ ଦାୟିତ୍ୱ।ତେଣୁ ସମସ୍ତେ ସ୍ୱଛତା ପ୍ରତି ଉତ୍ତରଦାୟୀ ହୋଇ କାର୍ଯ୍ୟ କରିବାକୁ ସେ ଅନୁରୋଧ କରିଥିଲେ।ପରେ ମନ୍ତ୍ରୀ ବଡଦାଣ୍ଡ ରେ ଚାଲି ଚାଲି ବିଭିନ୍ନ ସ୍ଥିତି ଅନୁଧ୍ୟାନ କରି ଥିଲେ।ଡ୍ରିଙ୍କ ଫ୍ରମ ଟ୍ୟାପରୁ ମଧ୍ୟ ପାଣି ପିଇଥିଲେ।ସମୀକ୍ଷା ବୈଠକରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ,

ନଗର ଉନ୍ନୟନ ବିଭାଗ ର ଅତିରିକ୍ତ ସଚିବ ବିନୟ କୁମାର ଦାଶ,ଅତିରିକ୍ତ ସଚିବ ଶାରଦା ପ୍ରସାଦ ପଣ୍ଡା ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ପର୍ଯ୍ୟଟନ ବିଭାଗ ର ଯୁଗ୍ମ ସଚିବ ସରୋଜ କୁମାର ସ୍ୱାଇଁ, ପୁରୀ ପୌରପାଳିକା ର ନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା ,ୱାଟକୋ ର ଜିଏମ ବିକ୍ରମ ରାଉତ ପ୍ରମୁଖ ଯୋଗ ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ରାୟଗଡ ବ୍ଲକରେ ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶର ଧାରା ଓଡିଶା ସାରା”ଆଡମ୍ବର ସହ ପାଳନ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version