• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କଳାହାଣ୍ଡି ଅନଲାଇନ ବ୍ୟବସାୟ ଆଳରେ ଲକ୍ଷ ଲକ୍ଷ ଟଙ୍କା ର ଠକେଇ

Proprietor Abhimanyu Maharana by Proprietor Abhimanyu Maharana
August 7, 2020
in Uncategorized, ଅପରାଧ, ଓଡ଼ିଶା, ହୋମ୍
0
କଳାହାଣ୍ଡି  ଅନଲାଇନ ବ୍ୟବସାୟ ଆଳରେ ଲକ୍ଷ ଲକ୍ଷ ଟଙ୍କା ର ଠକେଇ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୭ ଅଗଷ୍ଟ ଶୁକ୍ରବାର) କଳାହାଣ୍ଡି :- କରୋନା ସୁରକ୍ଷା ଦୃଷ୍ଟି କୁ ନେଇ ଲକଡାଉନ ଜାରିଥିବା ସୁଯୋଗ ରେ ଅନେକ ଠକାମୀ ମାଫିଆ ବ୍ୟବସାୟ ଆଳ ଦେଖାଇ ଲୋକଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଲୁଟି ନେଇଥିବା ଖବର ବର୍ତ୍ତମାନ ଅଞ୍ଚଳରେ ଚର୍ଚ୍ଚା ର ବିଷୟ ପାଲଟିଛି । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଞ୍ଚଳ ଲୋକ ଏଭଳି ଠକାମୀର ଶିକାର ହୋଇଛନ୍ତି । ସରଳ ସାଧାସିଧା ନିରୀହ ଲୋକଙ୍କୁ ଲୋଭନୀୟତା ଦେଖାଇ ଲକ୍ଷ ଲକ୍ଷ ଟଙ୍କା ନେଇଥିବା ଜଣାପଡିଛି । ସୂଚନା ମତେ ଗଣପତି ସ୍ପନ୍ଦନା ଅନଲାଇନ ଗ୍ରୁପ ନାମକ ସଂସ୍ଥା ଛନ୍ଚାଣବାହାଳି ପଞ୍ଚାୟତ ଅଧିନସ୍ତ ରାବନଗୁଡା ଗ୍ରାମରେ ଏକ କାର୍ଯ୍ୟାଳୟ ଖୋଲାଯାଇ ଥିଲା । ଏଥିରେ ଗ୍ରାମର ୧୨ଜଣ କୁ ନେଇ ଏକ କମିଟି ଗଠନ କରାଯାଇ ସବୁ ପ୍ରକାର ଲେଣ ଦେଣ ଦାୟିତ୍ୱ ବହନ କରିଥିଲେ । ପ୍ରଥମେ ଲୋକଙ୍କ ଠାରୁ ୧୦୦ଟଙ୍କା ନେଇ ତାଙ୍କ ନାମରେ ପାସବୁକ ଖୋଲାଯାଇଥିଲା ।

ଏହା ବଦଳରେ ୨୦ଟଙ୍କାରେ ଏକ କିଲୋ ଚିନି ,୬୦ଟଙ୍କା ଦର ରେ ଏକ ଲିଟର ତେଲ ୧୫ଦିନକୁ ଥରେ ବିତରଣ କରାଯାଉଥିଲା । ଏହାପରେ ଲୋକଙ୍କୁ ଟଙ୍କା ଜମା କରିବାକୁ କହିଥିବା ବେଳେ ଜମାରାଶି ଦ୍ୱିଗୁଣିତ ହେବା ପ୍ରଲୋଭନ ଦେଖାଇଥିଲେ । ଅଞ୍ଚଳ ର ଅନେକ ଗ୍ରାମରୁ ଶତାଧିକ ଲୋକଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ନେଇଥିବା ଅଭିଯୋଗ ହୁଏ । ଏପରିକି ଗାଡି ମଟର ଫାଇନାସ କମ୍ପାନୀ ଠାରୁ ଦିଆଯିବା ଲୋଭ ଲୋକଙ୍କୁ ଦେଖାଇଥିଲେ । ତେବେ ଗ୍ରୁପ ର ସଦସ୍ୟ ମାନଙ୍କ କହିବା ମତେ ଏହି ଟଙ୍କା କାରବାର ଦାୟିତ୍ୱ ନିଜେ କମ୍ପାନୀ ଏଜେଣ୍ଟ ବୋଲାଉ ଥିବା ଛତିଶଗଡ଼ ,ଦେଭୋଗ ର ଚିଚିଆ ଗ୍ରାମର ପ୍ରେମ ଲାଲ ୟାଦବ କରୁଥିଲେ । ବର୍ତ୍ତମାନ ଲୋକେ ନିଜ ଟଙ୍କା ଫେରସ୍ତ ପାଇଁ ଗ୍ରୁପ କମିଟି ଉପରେ ଚାପ ପକାଉଥିବା ବେଳେ ଏଜେଣ୍ଟ ଜଣକ ଦେଖା ଦର୍ଶନ ମିଲୁନଥିବା ପ୍ରକାଶ କରନ୍ତି ଗ୍ରୁପ୍ ସଦସ୍ୟ । ତୁରନ୍ତ ପୋଲିସ ପ୍ରଶାସନ ଏହି ଠକେଇ ମାମଲା ଉପରେ ହସ୍ତକ୍ଷେପ କରିବାକୁ ଅଞ୍ଚଳବାସୀ ଙ୍କ ଦାବି ହେଉଛି । (ରିପୋର୍ଟ-ଛାୟାକାନ୍ତ ନାଏକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version