• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନି ରଥରେ ଖପୁରୀ ସମେତ ପାରାଭାଡ଼ି କୁ ମିଶାଇ ୧୩ ପରସ୍ତ ପୋଟଳ ସେଟିଙ୍ଗ ଶେଷ

Proprietor Abhimanyu Maharana by Proprietor Abhimanyu Maharana
June 29, 2024
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ତିନି ରଥରେ ଖପୁରୀ ସମେତ ପାରାଭାଡ଼ି କୁ ମିଶାଇ ୧୩ ପରସ୍ତ ପୋଟଳ ସେଟିଙ୍ଗ ଶେଷ
Share on FacebookShare on TwitterWhatsapp

୨୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->  ଆଜି ସକାଳ ଘ.୮.୦୦ ଟିକା ସମୟରେ ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।

ରଥ ନିର୍ମାଣ ଅଗ୍ରଗତି

(ଗତକାଲି ତିନି ରଥରେ ଖପୁରୀ ସମେତ ପାରାଭାଡ଼ି କୁ ମିଶାଇ ୧୩ ପରସ୍ତ ପୋଟଳ ସେଟିଙ୍ଗ ସମ୍ପୂର୍ଣ୍ଣ ହୋଇଥିଲା…)

ପ୍ରଭାଫ୍ରେମ ପ୍ରସ୍ତୁତି ଆରମ୍ଭ ବେଦୀରେ ପଡ଼ିଲା ଜଗତପୃଷ୍ଠ ସେଣୀ

ଆଜି ମହାରଣା ସେବକ ମାନେ ତିନି ରଥର ପ୍ରଭାପ୍ରେମ ପ୍ରସ୍ତୁତ ପୂର୍ବକ ଫ୍ରେମ ରେ ପଟା ପକାଇ ଖିଲଣ କଟିଙ୍ଗ ଶେଷ କରିଛନ୍ତି। ପ୍ରଭାରେ ବାଙ୍କ ପଡ଼ି ରୂପ ଖୋଦେଇ ପଟା ସେଟିଙ୍ଗ ବାକି ରହିଚି।

*ଆଜି ତିନି ରଥର ବେଦୀ ସିଂହାସନ ପ୍ରସ୍ତୁତି ପାଇଁ ରଥ ଚାରି ନାହାକା ଆଗ ଏବଂ ପଛ ଢମକ ରେ ପାଞ୍ଚୋ ଗୋଟି ଲେଖାଏଁ ୨୦ ଫୁଟିଆ ଜଗତପୃଷ୍ଠ ସେଣୀ ପଡ଼ି କଣ୍ଟା ବସିବା ଶେଷ ହୋଇଚି। (ବେଦୀ ଚାରି ପାର୍ଶ୍ୱରେ ପଟା ପଡ଼ିବା ଶେଷ ହେବା ପରେ, ବେଦୀ ପରିସରକୁ ବଢ଼ାଇବା ପାଇଁ ସେଣୀ ପତନ ରେ ବେଦୀ ଉଭୟ ପାର୍ଶ୍ବରେ ତିନୋଟି ଲେଖାଏଁ ୬ ଗୋଟି ବାହୁଟ ଫାଳିଆ ପଡ଼ି ପଟା ପକାଯାଏ ବେଦୀ ପ୍ରସ୍ତୁତ କରାଯିବ)

*ଆଜି ତିନି ରଥର ଚାରି କୋଣ ମାନଙ୍କୁ ଛାଡି ବେଦୀ ଚାରି ପଟେ ପଟା ଵାଡିଆ କାର୍ଯ୍ୟ ଜାରୀ ରହିଛି, ତିନି ରଥକୁ ଦୁଆର ବେଢ଼ା ଉଠିବା ପରେ ଖାଲି ଥିବା ଏହି କୋଣ ଗୁଡିକରେ ପଟା ପକା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥାଏ।

*ରୂପକାର ସେବକ ମାନେ ତିନି ରଥର ଶେଷ ଦୁଇଟି ଲେଖାଏଁ ନାଟ ଗୋଡ଼ରେ ରାହୁ ରୂପ ଖୋଦେଇ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି, *ଚିତ୍ରକାର ସେବକ ମାନେ ତିନି ରଥର ହଂସ ପଟା, ଶିଖର ଡମ୍ବରୁ, ଅଁଳା, କନ୍ୟା ପଟା, ଥେକେରା ବାଡ, ୧୫ ରୁ ଉର୍ଦ୍ଧ ପାର୍ଶ୍ଵ ଦେବ ଦେବୀ ମୂର୍ତ୍ତି ରେ ରଙ୍ଗ କାର୍ଯ୍ୟ ଶେଷ କରି, ରଥ ଚକ, କୋଣ ଗୁଜ, ପଟା ଗୁଜ ରେ ରଙ୍ଗ କାର୍ଯ୍ୟ ଜାରୀ ରଖିଛନ୍ତି।

*ଦୋଳ ବେଦୀ ଅସ୍ଥାୟୀ କମାର ଶାଳରେ ଓଝା ସେବକ ମାନେ ତିନି ରଥର ୧୦ ଟି ଲେଖାଏଁ ସିଂହାସନ ଗୁଣ୍ଠି କଣ୍ଟା, ଧୂଳି ଦଣ୍ଡା କଣ୍ଟା ଏବଂ ପ୍ରଭା କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି ।

*ଦରଜୀ ସେବକ ମାନେ ତିନି ରଥର ବତା କନାରେ ଲେସ ଫିଟିଙ୍ଗି ସହ ଦୁଆର ବେଢ଼ା ଏବଂ ଚନ୍ଦ୍ର ଶାଳୀ ରେ ଜରି ଲେସ ସହ ଫୁଲ ପକା ଷ୍ଟିଚିଙ୍ଗ କାର୍ଯ୍ୟ ଜାରୀ ରଖିଛନ୍ତି।

ତା୨୮.୬.୨୦୨୪,ଶୁକ୍ରବାର ରଥଖଳା :

ରଥ ନିର୍ମାଣ କାର୍ଯ୍ୟ ୪୯ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନି ରଥ ମହାରଣା ସେବକ – ୭୮ *ତିନି ରଥ ଭୋଇ ସେବକ – ୭୭ *ତିନି ରଥ କରତୀ ସେବକ – ୪ *ତିନି ରଥ କମାର ସେବକ – ୧୭ *ତିନି ରଥ ରୂପକାର ସେବକ – ୨୧ *ତିନି ରଥ ଚିତ୍ରକାର ସେବକ – ୩୫ *ତୁମ୍ବ ବିନ୍ଧ କାରୀଗର – ୨ *ପାହି ମହାରଣା – ୨ *ରଥଖଳା ସହାୟକ(ପାଣିବାଲା) ୧ ମୋଟ – ୨୩୭ ଜଣ

Dt.28.06.2024
HUNDI COLLECTION
CASH:RS 88,323/-
Gold Ornaments:- 06 gm 050 mg
Silver Ornaments :- 05 gm 850 mg

 (ଦେବୀ ପ୍ରସନ୍ନ ଗାଙ୍ଗୁଲି, ଫଟୋ ସାମ୍ବାଦିକ, ପୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version