• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏମଏସ୍‌ଏମ୍‌ଇ ଦିବସ : ଆର୍ଥିକ ଅନୁଷ୍ଠାନ କିଭଳି କ୍ଷୁଦ୍ର ବ୍ୟବସାୟର ସାମଗ୍ରିକ ଅଭିବୃଦ୍ଧି

Proprietor Abhimanyu Maharana by Proprietor Abhimanyu Maharana
June 29, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ହୋମ୍
0
ଏମଏସ୍‌ଏମ୍‌ଇ ଦିବସ : ଆର୍ଥିକ ଅନୁଷ୍ଠାନ କିଭଳି କ୍ଷୁଦ୍ର ବ୍ୟବସାୟର ସାମଗ୍ରିକ ଅଭିବୃଦ୍ଧି
Share on FacebookShare on TwitterWhatsapp

୨୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଆମ ଅର୍ଥନୀତିର ମେରୁଦଣ୍ଡ ଯାହା ବିଭିନ୍ନ କ୍ଷେତ୍ରରେ ଅଭିବୃଦ୍ଧି ଓ ଅଭିନବତାକୁ ପ୍ରୋତ୍ସାହିତ କରୁଛି । ଅନ୍ତର୍ଭୁକ୍ତୀକରଣ ଏବଂ ସ୍ଥିର ଅର୍ଥନୀତି ସୁନିଶ୍ଚିତ କରିବା ଓ ନିଯୁକ୍ତି ଏବଂ ପରିବର୍ତନ ଲାଗି ଏହି ଲକ୍ଷ ଲକ୍ଷ ଉଦ୍ୟୋଗଗୁଡିକ ଶକ୍ତିଶାଳୀ ଇଞ୍ଜିନ ସଦୃଶ ଅଟେ । ଜୁନ୍ ୨୭ରେ ପାଳନ କରାଯାଉଥିବା ବିଶ୍ୱ ଏମ୍‌ଏସ୍‌ଏମ୍‌ଇ ଦିବସରେ ନିରନ୍ତର ବିକାଶ ଲକ୍ଷ୍ୟ ହାସଲ, ଉଦ୍ଭାବନକୁ ପ୍ରୋତ୍ସାହିତ କରିବା ଏବଂ ବିଶ୍ୱସ୍ତରରେ ନିଯୁକ୍ତି ସୁଯୋଗ ଯୋଗାଇବାରେ ଏମ୍‌ଏସ୍‌ଏମ୍‌ଇଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ୱୀକୃତି ଦିଆଯାଇଛି । ପିରାମଲ ଫାଇନାନ୍ସର ପରିଚାଳନା ନିର୍ଦ୍ଦେଶକ ଜୟରାମ ଶ୍ରୀଧରନ ଏମଏସଏମଇର ସାମଗ୍ରିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବାରେ ଆର୍ôଥକ ଅନୁଷ୍ଠାନଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୁରୁତ୍ୱାରୋପ କରିଛନ୍ତି ।

ସେ କହିଛନ୍ତି ଯେ ଏକ ଏନବିଏଫସି ଭାବରେ ଆମେ ଏମଏସଏମଇର ସାମଗ୍ରିକ ଅଭିବୃଦ୍ଧିରେ ଆର୍ôଥକ ଅନୁଷ୍ଠାନଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ୱୀକାର କରୁଛୁ । ସେମାନଙ୍କ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଆର୍ôଥକ ଅନୁଷ୍ଠାନଗୁଡିକ ଏକ ବହୁମୁଖୀ ଆଭିମୁଖ୍ୟ ଗ୍ରହଣ କରିବା ଆବଶ୍ୟକ । ପ୍ରଥମତଃ, ଅର୍ଥର ନିରବଚ୍ଛିନ୍ନ ଉପଲବ୍ଧତା ଏବଂ ଦ୍ୱିତୀୟଃ ଋଣ ବ୍ୟତୀତ ଅନ୍ୟାନ୍ୟ ସେବାଅତ୍ୟନ୍ତ ଜରୁରୀ ଅଟେ । କ୍ଷୁଦ୍ର ଋଣ ଏବଂ ନମନୀୟ କ୍ରେଡିଟ୍ ଲାଇନ୍ ସମେତ ଉପଯୁକ୍ତ ଋଣ ସମାଧାନ, ଏମଏସଏମଇର ଅନନ୍ୟ ଆବଶ୍ୟକତା ପୂରଣ କରିଥାଏ । ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଋଣ ଅନୁମୋଦନ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା ଦ୍ୱାରା ପ୍ରତିବନ୍ଧକ ଯଥେଷ୍ଟ ହ୍ରାସ ପାଇଥାଏ, ଯାହା ପୁଞ୍ଜିକୁ ଦ୍ରୁତ ହାସଲ କରିବାରେ ସକ୍ଷମ କରିଥାଏ । ବ୍ୟାପକ ସହାୟତା ବ୍ୟବସ୍ଥା ସୃଷ୍ଟି କରିବା ପାଇଁ ଆର୍ôଥକ ଅନୁଷ୍ଠାନଗୁଡ଼ିକ ସରକାର ଏବଂ ଶିଳ୍ପ ସଂସ୍ଥା ସହିତ ଭାଗିଦାରୀ କରିବା ଉଚିତ ।

ଏହି ସହଯୋଗ ଏମ୍‌ଏସ୍‌ଏମ୍‌ଇଗୁଡ଼ିକୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଏବଂ ଷ୍ଟାର୍ଟଅପ୍ ଇଣ୍ଡିଆ ଅଭିଯାନ ପରି ଅନୁଦାନ, ସବସିଡି ଏବଂ ପରାମର୍ଶ କାର୍ଯ୍ୟକ୍ରମରେ ସୁବିଧା ପ୍ରଦାନ କରିପାରିବ, ଯାହା ସେମାନଙ୍କୁ ସେମାନଙ୍କ କାର୍ଯ୍ୟକୁ ବ୍ୟାପକ କରିବା ପାଇଁ ଆବଶ୍ୟକ ସମ୍ବଳ ଏବଂ ମାର୍ଗଦର୍ଶନ ପ୍ରଦାନ କରିପାରିବ ବୋଲି ଜୟରାମ କହିଛନ୍ତି । ଋଣ ବ୍ୟତୀତ, ଆର୍ôଥକ ସାକ୍ଷରତା କାର୍ଯ୍ୟକ୍ରମଗୁଡିକ ଗୁରୁତ୍ୱପୂର୍ଣ୍ଣ ମୂଲ୍ୟ ଯୋଡିଥାଏ । ଏମଏସଏମଇ ମାଲିକମାନଙ୍କୁ ଆର୍ôଥକ ପରିଚାଳନା, ନିବେଶ ରଣନୀତି ଏବଂ ବିପଦ ପ୍ରଶମନ ବିଷୟରେ ଶିକ୍ଷିତ କରିବା ସେମାନଙ୍କୁ ସଚେତନ ନିଷ୍ପତି ନେବାକୁ ସଶକ୍ତ କରୁଛି ଯାହା ଦ୍ୱାରା ସେମାନଙ୍କ ବ୍ୟବସାୟ ସ୍ଥାୟୀତ୍ୱ ଏବଂ ଅଭିବୃଦ୍ଧି ସମ୍ଭାବନା ବୃଦ୍ଧି ପାଇଥାଏ । ଟେକ୍ନୋଲୋଜି ଏବଂ ଡାଟା ଆନାଲିଟିକ୍ସ ଏମଏସଏମଇ ଆର୍ôଥକ ସହାୟତାକୁ ପରିବର୍ତନ କରୁଛି ।

ବିକଳ୍ପ କ୍ରେଡିଟ୍ ସ୍କୋରିଂ ମଡେଲ୍ ଏବଂ ବିଗ୍ ଡାଟା ଗ୍ରହଣ କରିବା ଦ୍ୱାରା ଆର୍ôଥକ ଅନୁଷ୍ଠାନଗୁଡ଼ିକ ଏମଏସଏମଇର ଋଣ ଯୋଗ୍ୟତାକୁ ଅଧିକ ସଠିକ ଭାବରେ ମୂଲ୍ୟାଙ୍କନ କରିପାରିବେ । ବିଶେଷକରି ପାରମ୍ପରିକ କ୍ରେଡିଟ୍ ଇତିହାସ ନଥିବା ସଂସ୍ଥାଗୁଡିକର ସହଜରେ ମୂଲ୍ୟାଙ୍କନ କରିପାରିବେ । ଶେଷରେ, ଆର୍ôଥକ ଅନୁଷ୍ଠାନଗୁଡ଼ିକ ସୁଲଭ ଅର୍ଥ ପ୍ରଦାନ, ଆର୍ôଥକ ସାକ୍ଷରତା ବୃଦ୍ଧି, ସହଯୋଗୀ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା ଏବଂ ପ୍ରଯୁକ୍ତିବିଦ୍ୟାର ଉପଯୋଗ କରି ଏମଏସଏମଇ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି । ଏହି ସାମଗ୍ରିକ ଆଭିମୁଖ୍ୟ କେବଳ ବ୍ୟକ୍ତିଗତ ଉଦ୍ୟୋଗର ଅଭିବୃଦ୍ଧିକୁ ସମର୍ଥନ କରେ ନାହିଁ ବରଂ ବ୍ୟାପକ ଅର୍ଥନୈତିକ ଢାଂଚାକୁ ମଧ୍ୟ ସୁଦୃଢ଼ କରିଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version