• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଇ-ବିଧାନ ତାଲିମ ଶିବିର ଉଦ୍‌ଘାଟିତ ‘ବିଧାନସଭାର ସମସ୍ତ କାର୍ଯ୍ୟ କାଗଜମୁକ୍ତ ହେବ’ ‘ଜୀବନ୍ତ ସଦନ, ଜୀବନ୍ତ ପ୍ରଜାତନ୍ତ୍ର’ : ବାଚସ୍ପତି

Proprietor Abhimanyu Maharana by Proprietor Abhimanyu Maharana
June 29, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜ୍ୟସ୍ତରୀୟ ଇ-ବିଧାନ ତାଲିମ ଶିବିର ଉଦ୍‌ଘାଟିତ ‘ବିଧାନସଭାର ସମସ୍ତ କାର୍ଯ୍ୟ କାଗଜମୁକ୍ତ ହେବ’  ‘ଜୀବନ୍ତ ସଦନ, ଜୀବନ୍ତ ପ୍ରଜାତନ୍ତ୍ର’ : ବାଚସ୍ପତି
Share on FacebookShare on TwitterWhatsapp

୨୯ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡ଼ିଶା ବିଧାନସଭା ସ୍ୱରୂପ ବଦଳିଛି ଓ କାର୍ଯ୍ୟଧାରାରେ ବ୍ୟାପକ ପରିବର୍ତ୍ତନ ସମ୍ଭବ ହୋଇପାରିଛି । ସମସ୍ତ କାର୍ଯ୍ୟର ଡିଜିଟାଇଜେସନ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଧାନସଭାର କାର୍ଯ୍ୟକୁ କାଗଜବିହୀନ କରିବା ଉପରେ ଗୁରୁତ୍ୱାରୋପ କରାଯାଉଛି । ଏହା ଫଳ ସ୍ୱରୂପ ଜାତୀୟ ଇନ୍‌ଫର୍‌ମେଟିକ୍‌ ସେଣ୍ଟର (ଏନ୍‌ଆଇସି) ପକ୍ଷରୁ ରାଜ୍ୟ ବିଧାନସଭାରେ ନେଭା ନାମରେ ଇ-ବିଧାନ ପ୍ରକଳ୍ପ ଆରମ୍ଭ ହୋଇଛି । ଓଡ଼ିଶା ବିଧାନସଭା ସିଏସ୍‌୍‌ଆଇ-ଇ-ଗଭର୍ଣ୍ଣାନ୍ସ ଉତ୍କର୍ଷ ସମ୍ମାନରେ ସମ୍ମାନିତ ହୋଇଛି ବୋଲି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ପ୍ରକାଶ କରିଛନ୍ତି ।

ଓଡ଼ିଶା ବିଧାନସଭା ପରିସରରେ ରାଜ୍ୟସ୍ତରୀୟ ଇ-ବିଧାନ ତାଲିମ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଲେ ଯେ ବିଧାନସଭାର ସମସ୍ତ କାର୍ଯ୍ୟ କାଗଜମୁକ୍ତ ହେବା ଦ୍ୱାରା ପରିବେଶ ସନ୍ତୁଳନ ରକ୍ଷାରେ ଏହା ସହାୟକ ହେବ । ପୂର୍ବ ବିଧାନସଭାରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ଚଳିତ ବିଧାନସଭାରେ ଏହା ସଂପୂର୍ଣ୍ଣ ହେବ । ବିଧାନସଭାର ସମସ୍ତ କାର୍ଯ୍ୟଧାରା, ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମଠାରୁ ଆରମ୍ଭ କରି ସମସ୍ତ ବିଲ୍‌ ଓ ଆନୁଷଙ୍ଗିକ କାର୍ଯ୍ୟକଳାପ ନେଭା ମାଧ୍ୟମରେ ସହଜ ଓ ସରଳ ହୋଇପାରିବ । କୃତି୍ରମ ବୁଦ୍ଧିମତ୍ତାର ପରିସର ଯେପରି ବ୍ୟାପକ ହେବାରେ ଲାଗିଛି । ଏହି ପ୍ରକଳ୍ପକୁ ଆମକୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସାରିବାକୁ ପଡ଼ିବ, ନହେଲେ ବୈଷୟିକ ଦୃଷ୍ଟିରୁ ଆମେ ପଛରେ ପଡ଼ିଯିବା ।

ଆଗାମୀ ଦିନରେ ନେଭା କାର୍ଯ୍ୟକ୍ରମକୁ କାଗଜମୁକ୍ତ କରାଯିବା ଫଳରେ ଜୀବନ୍ତ ସଦନ, ଜୀବନ୍ତ ପ୍ରଜାତନ୍ତ୍ରର ଆଭିମୁଖ୍ୟ ହାସଲ ହୋଇପାରିବ ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଥିଲେ । ଏହି ଅବସରରେ ବିଧାନସଭାର ସଚିବ ଶ୍ରୀ ଦାଶରଥି ଶତପଥୀ କହିଲେ ଯେ ଗଣତାନ୍ତ୍ରିକ ପଦ୍ଧତିରେ ଚାଲୁଥିବା ବିଧାନସଭାର କାର୍ଯ୍ୟଧାରା କାଗଜମୁକ୍ତ ହୋଇପାରିବା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ । ଏହା ଫଳରେ ସମସ୍ତ କାର୍ଯ୍ୟ ସମୟସାପେକ୍ଷ ଓ ସ୍ୱଚ୍ଛ ହୋଇପାରିବ । ନେଭା ପ୍ରକଳ୍ପର ମୂଳ ଲକ୍ଷ୍ୟ ହେଉଛି କାଗଜମୁକ୍ତ ଯୋଜନାକୁ କାର୍ଯ୍ୟକାରୀ କରିବା । ଆମର ଜିଲ୍ଲାସ୍ତରରେ ଜିଲ୍ଲା ସୂଚନା ବିଜ୍ଞାନ ଅଧିକାରୀମାନଙ୍କର ଭୂମିକା ଏ କ୍ଷେତ୍ରରେ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ।

କାର୍ଯ୍ୟକ୍ରମ ଆରମ୍ଭରେ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରି ରାଜ୍ୟ ଉନ୍‌ଫର୍‌ମେଟିକ୍‌ ଅଫିସର ଡ. ଅଶୋକ କୁମାର ହୋତା କହିଲେ ଯେ ନେଭା ଆପ୍ଲିକେସନ୍‌ ହେଉଛି ବିଧାନସଭାରେ କାଗଜମୁକ୍ତ କାର୍ଯ୍ୟକ୍ରମର ଏକ ଅଭିଯାନ । ଏହି ଯୋଜନା ମାଧ୍ୟମରେ ଜିଲ୍ଲାସ୍ତରଠାରୁ ଆରମ୍ଭ କରି ସମସ୍ତ ବିଧାୟକମାନଙ୍କୁ ଆବଶ୍ୟକ ସୂଚନା ଯୋଗାଇ ଦିଆଯାଇପାରିବ । ଏହି ଅବସରରେ ମାନ୍ୟବର ବାଚସ୍ପତି ସମାପ୍ତ ହୋଇଥିବା ନିର୍ବାଚନ କାର୍ଯ୍ୟରେ ସଫଳତାର ସହ ଦାୟିତ୍ୱ ତୁଲାଇଥିବା ଜିଲ୍ଲା ସୂଚନା ବିଜ୍ଞାନ ଅଧିକାରୀମାନଙ୍କ ସମ୍ବର୍ଦ୍ଧିତ କରିଥିଲେ । ବିଧାନସଭା ଦାୟିତ୍ୱରେ ଥିବା ଏନ୍‌ଆଇସିର ବରିଷ୍ଠ ବୈଷୟିକ ନିର୍ଦ୍ଦେଶିକା ସରିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

August 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version