• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧାନମଣ୍ଡିରେ ଲାଗିବ ସିସିଟିଭି : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

Proprietor Abhimanyu Maharana by Proprietor Abhimanyu Maharana
June 30, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ରାଜନୀତି, ହୋମ୍
0
ଧାନମଣ୍ଡିରେ ଲାଗିବ ସିସିଟିଭି : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
Share on FacebookShare on TwitterWhatsapp

୨୯ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ରାଜ୍ୟରେ ସବୁ ଧାନମଣ୍ଡିରେ ଲାଗିବ ସିସିଟିଭି । ଏମିତିକି ମଣ୍ଡିରୁ ଧାନ ନେଇ ମିଲର ପାଖକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍ । ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଦୁର୍ନୀତି ରୋକିବାକୁ ଟେକ୍ନୋଲୋଜିର ବ୍ୟବହାର କରାଯିବ । ମଣ୍ଡିରୁ ଧାନ ଯେତେବେଳେ ମିଲର ପାଖକୁ ଯାଉଛି ସେହି ସମୟରେ ଗାଡ଼ିରେ ଆମେ ଜିପିଏସ୍ ଲଗାଇବୁ । ଫଳରେ ଆମେ ଜାଣିପାରିବୁ ଯେ ପ୍ରକୃତରେ ଧାନ ମଣ୍ଡିରୁ ସିଧାସଳଖ ମିଲର ପାଖକୁ ଯାଉଛି ନା ନାହିଁ । ସେହିପରି ମିଲର ପାଖରୁ ଯେତେବେଳେ ଚାଉଳ ଗୋଦାମକୁ ଆସୁଛି ସେତେବେଳେ ମଧ୍ୟ ଗାଡ଼ିରେ ଜିପିଏସ୍ ଲାଗିବ । ଗତ ୨୪ ବର୍ଷ ଭିତରେ ଦୁର୍ନୀତି ବଢ଼ିଯାଇଛି । ତାକୁ ରୋକିବାକୁ ପଡ଼ିବ ।

ସେଥିପାଇଁ ଟେକ୍ନୋଲୋଜିର ବ୍ୟବହାର କରିବାକୁ ପଡ଼ିବ । ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି, ନିକଟରେ ମୁଁ କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଗସ୍ତରେ ଯାଇଥିଲି । ସେଠାରେ ବିଭିନ୍ନ ପ୍ରକାର ବିଶୃଙ୍ଖଳା ଓ ବହୁତ କେଳେଙ୍କାରୀ ଅଛି । ଭବିଷ୍ୟତରେ ଯେପରି ଏଭଳି ଆଉ ନଘଟେ ସେଥିପାଇଁ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି । ସବୁ ମଣ୍ଡିରେ ସିସିଟିଭି ଲାଗିବ । ମାସେ ଦୁଇ ମାସ ଭିତରେ ଏହାକୁ କାର୍ଯ୍ୟକାରୀ କରାଯିବ । ମଣ୍ଡିରେ ଦିନ ଦିନ ବା ମାସ ମାସ ଧରି କୃଷକମାନେଯେପରି ବସିବେ ନାହିଁ, ସେଥିନେଇ ନିର୍ଦ୍ଦେଶ ଦେଇଛି । କଟନୀ ଛଟନୀ ଅଦୌ ହେବ ନାହିଁ । କାଁ ଭାଁ କେଉଁଠି ଧାନର ଗୁଣାତ୍ମକମାନରେ ଯେଉଁଠି ଗଡ଼ବଡ଼ ଥିବ, ସେଠାରେ କିଛି କଟନୀ ଛଟନୀ ହୋଇପାରେ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କହିଛନ୍ତି, ଦରଦାମକୁ ଆମେ ନିୟନ୍ତ୍ରଣକୁ ଆଣିଛୁ ।

ପିଆଜ ଦର ୪୦ରୁ ଉପରକୁ ଯାଉ ନାହିଁ । ଆଳୁ ଦର ମଧ୍ୟ ୩୦/୩୫ ଟଙ୍କା ଭିତରେ ରହିଛି । ନାସିକ ଓ ଆନ୍ଧ୍ରରୁ ଆମ ରାଜ୍ୟକୁ ପିଆଜ ଆସୁଛି । ସେହିପରି ପଶ୍ଚିମବଙ୍ଗରୁ ଆଳୁ ଆସୁଛି । ସେଠାରେ ରେଟ୍ ଅଧିକ ଅଛି । ଏନେଇ ଆମେ ତଥ୍ୟ ସଂଗ୍ରହ କରିଛୁ । ଯଦି ଖୁଚୁରା ବେପାରୀମାନେ ବହୁତ ଲାଭ ଆଶାରେ ଉଚ୍ଚ ଦରରେ ବିକ୍ରି କରିବେ, ତା’ହେଲେ ରେଡ୍ ହେବ । ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି, ଆମ ସରକାର ଶୀତ ଭଣ୍ଡାର ନିର୍ମାଣ କରିବା ପାଇଁ ବଦ୍ଧପରିକର । ଆମେ ନିର୍ବାଚନୀ ଇସ୍ତାହାରରେ କହିଥିଲୁ ଯେ ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର କରାଯିବ । ସେ ଦିଗରେ ଆମର ଆଲୋଚନା ଚାଲିଛି । ଶୀତଳ ଭଣ୍ଡାର କୃଷି ବିଭାଗ ଅଧୀନରେ ଆସୁଛି । ଆମେ ଏନେଇ ବୈଠକ କରିବୁ । ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି ଶୀତ ଭଣ୍ଡାର ନିର୍ମାଣ ହେଉ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version