0୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ପରିସରରେ ଆଜି ନୂତନ ଅପରାଧୀ ଆଇନର କାର୍ଯ୍ୟକାରିତା କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ରେ ନୂଆଗାଁ ତହସିଲଦାର ହେମନ୍ତ କୁମାର ନାୟକ, ନୂଆଗାଁ ଥାନା ଅଧିକାରୀ ଶରତ ଚନ୍ଦ୍ର ସେଠୀ,ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ବରିଷ୍ଠ ନାଗରିକ ଦେବରାଜ ଖଣ୍ଡୁଆଳ,















