• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ସମ୍ପର୍କିତ ଆଲୋଚନା ଚକ୍ର

Proprietor Abhimanyu Maharana by Proprietor Abhimanyu Maharana
July 2, 2024
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ସମ୍ପର୍କିତ ଆଲୋଚନା ଚକ୍ର
Share on FacebookShare on TwitterWhatsapp

0୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :->  ହିଞ୍ଜିଳି ଥାନା ପକ୍ଷରୁ ମଙ୍ଗଳବାର ଭାରତରେ ପ୍ରଚଳିତ ହୋଇଥିବା ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ସମ୍ପର୍କିତ ଏକ ଆଲୋଚନା ଚକ୍ର ଥାନା ପରିସରରେ ଅନୁଷ୍ଠିତ ହୋଇଛି। ଭାରପ୍ରାପ୍ତ ଥାନା ଅଧିକାରୀ ଶ୍ରୀନିବାସ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆସିକା ଉପଖଣ୍ଡ ପୋଲିସ ଅଧିକାରୀ ସଞ୍ଜୟ କୁମାର ମହାପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ବେଲଗାଁ ଭାରପ୍ରାପ୍ତ ଥାନା ଅଧିକାରୀ ସ୍ମିତାଞ୍ଜଳି ପ୍ରଧାନ ଯୋଗ ଦେଇଥିଲେ। ଏହି ଅବସରରେ ଆସିକା ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ମହାପାତ୍ର ଜୁଲାଇ ପହିଲାରୁ ଦେଶରେ ଲାଗୁ ହୋଇଥିବା ୩ଗୋଟି ନୂତନ ଅପରାଧିକ ଆଇନ ଓ ଏହାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିବା ସହ କିଭଳି ସାଧାରଣ ଲୋକ ନୂଆଁ ଆଇନ ବିଷୟରେ ଜାଣି ପାରିବେ, ବୁଝି ପାରିବେ ଏବଂ ତାର କାର୍ଯ୍ୟକାରିତା ଉପରେ ସଚେତନ ହେବେ ସେ ସଂପର୍କରେ ସୂଚନା ଦେଇଥିଲେ ।

ଏହି ନୂତନ ଆଇନରେ ବିଶେଷ କରି ପ୍ରତ୍ୟକ ପିଡୀତଙ୍କ ସୁନିଶ୍ଚିତ ନ୍ୟାୟ, ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ପ୍ରାଧାନ୍ୟ, ତ୍ୱରିତ ନ୍ୟାୟ ପାଇଁ ସଠିକ ସମୟରେ ମାମଲାର ବିଚାର, ଇ-ଏଫଆଇଆର ସୁବିଧା, ଡିଜିଟାଲ ପ୍ରମାଣର ବ୍ୟବହାର ଏବଂ ସଙ୍ଗଠିତ ଅପରାଧ ଇତ୍ୟାଦି ଅପରାଧିକ ଆଇନରେ ଅନ୍ତର୍ଭୁକ୍ତ, ସ୍ପଷ୍ଟ ଓ ସ୍ୱଚ୍ଛ ଅନୁସନ୍ଧାନ ପାଇଁ ସ୍ବାକ୍ଷର ବିବୃତି ଏବଂ ଯାଞ୍ଚର ଅଡିଓ, ଭିଡ଼ିଓ ରେକର୍ଡ଼ିଂ ଭଳି ବହୁ ସୁବିଧା ଉପଲବ୍ଧ ଥିବା ସେ ପ୍ରକାଶ କରିଥିଲେ।୧୬୦ ବର୍ଷ ଧରି ପ୍ରଚଳିତ ଥିବା ପୁରୁଣା ଇଂରେଜ ଅମଳର ଫୌଜଦାରୀ ଆଇନକୁ ହଟା ଯାଇଥିଲା। ତ୍ୱରିତ ନ୍ୟାୟ ପାଇବା ପାଇଁ ଆରମ୍ଭ ହେଲା ହେଲା ୩ ନୂତନ ଆଇନ- ଭାରତୀୟ ନ୍ୟାୟ ସଂହିତା, ନାଗରିକ ସୁରକ୍ଷା ସଂହିତା ଓ ସାକ୍ଷ୍ୟ ଅଧିନିୟମ ।ନୂଆ ଆଇନରେ କେତେକ ଧାରାକୁ ଏକତ୍ର ଏବଂ ସରଳ କରାଯାଇ ମୋଟ ଧାରା ସଂଖ୍ୟା ୩୫୮ରେ ସୀମିତ କରାଯାଇଛି। ୩ ଆଇନ ନ୍ୟାୟ, ସ୍ବଚ୍ଛତା ଓ ନିରପେକ୍ଷତା ଆଧାରରେ ହୋଇଛି। ଜିରୋ ଏଫ୍‌ଆଇଆର୍‌ ବ୍ୟବସ୍ଥାରେ ଜଣେ ଅଭିଯୋଗକାରୀ ଯେକୌଣସି ଥାନାରେ ଏତଲା ଦାଏର କରିପାରିବେ।

ଏହା ନ୍ୟାୟିକ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ସହ ଅପରାଧର ତୁରନ୍ତ ରିପୋର୍ଟିଂ ହୋଇପାରିବ। ଜଣେ ବ୍ୟକ୍ତି ଗିରଫ ହେବା ପରେ ସେ ତାଙ୍କ ସ୍ଥିତି ସମ୍ପର୍କରେ ନିଜର କାହାକୁ ମଧ୍ୟ ଜଣାଇ ପାରିବାର ଅଧିକା ନୂଆ ଆଇନରେ ରହିଛି। ଫଳରେ ଗିରଫ ବ୍ୟକ୍ତିଙ୍କୁ ତୁରନ୍ତ ସହାୟତା ମିଳିପାରିବ। ଗିରଫ ସମ୍ପର୍କିତ ବିବରଣୀ ଥାନା ଏବଂ ଜିଲା ମୁଖ୍ୟାଳୟ ଗୁଡ଼ିକରେ ସ୍ପଷ୍ଟ ଭାବେ ପ୍ରଦର୍ଶିତ ହେବ।ଗମ୍ଭୀର ଅପରାଧ ମାମଲାରେ ଫୋରେନ୍‌ସିକ ବିଶେଷଜ୍ଞ ଅପରାଧ ସ୍ଥଳକୁ ଯାଇ ତଥ୍ୟପ୍ରମାଣ ସଂଗ୍ରହ କରିବା ବାଧ୍ୟତାମୂଳକ କରାଯାଇଛି।ନୂଆ ଆଇନ ଅନୁଯାୟୀ ସାକ୍ଷୀଙ୍କ ସୁରକ୍ଷା ଓ ସହଯୋଗକୁ ସୁନିଶ୍ଚିତ କରିବା ଏବଂ ନ୍ୟାୟିକ ବିଚାର ପ୍ରକ୍ରିୟାର ବିଶ୍ୱସନୀୟତା ଏବଂ ପ୍ରଭାବଶାଳୀତାକୁ ବଢ଼ାଇବା ପାଇଁ ସମସ୍ତ ରାଜ୍ୟ ସରକାର ସାକ୍ଷୀ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରିବେ। ସମାବେଶୀ ଏବଂ ସମାନତା ବଢ଼ାଇବା ପାଇଁ ‘ଲିଙ୍ଗ’ ସଂଜ୍ଞାରେ କିନ୍ନରଙ୍କୁ ସାମିଲ କରାଯାଇଛି। ମହିଳା, ୧୫ ବର୍ଷରୁ କମ୍‌ ବୟସର ନାବାଳକ, ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି, ଭିନ୍ନକ୍ଷମ କିମ୍ବା ଅତ୍ୟଧିକ ରୋଗାକ୍ରାନ୍ତ ବ୍ୟକ୍ତିଙ୍କୁ ଥାନାରେ ହାଜର ହେବାରୁ ବାଦ୍‌ ଦିଆଯାଇଥିବାବେଳେ ସେମାନେ ନିଜ ଘରେ ରହି ପୋଲିସ ସହାୟତା ପାଇ ପାରିବେ ବୋଲି ଆଲୋଚନା ଚକ୍ରରେ ଅଧିକାରୀ ମାନେ ଅଭିମତ ପ୍ରକାଶ କରିଥିଲେ। ଆଲୋଚନା ଚକ୍ରରେ ଜନ ପ୍ରତିନିଧିଙ୍କ ସମେତ ବହୁ ବୁଦ୍ଧିଜୀବି ଏବଂ ରାଜନୈତିକ ବ୍ୟକ୍ତି ବିଶେଷ ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ପୋଲିସ କର୍ମଚାରୀ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

Raipur’s Jagannath Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

July 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version