• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନି ରଥର ମଣ୍ଡଣିବତା ଲାଗି ଶେଷ

Proprietor Abhimanyu Maharana by Proprietor Abhimanyu Maharana
July 3, 2024
in ଓଡ଼ିଶା, ପୁରୀ, ମନୋରଞ୍ଜନ, ମହାନଗର, ହୋମ୍
0
ତିନି ରଥର ମଣ୍ଡଣିବତା ଲାଗି ଶେଷ
Share on FacebookShare on TwitterWhatsapp

0୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :->  ସବୁଦିନ ପରି ଆଜି ସକାଳ ଘ.୮.୦୦ ଟିକା ସମୟରେ ରଥ ନିର୍ମାଣକାରୀ ସେବକ ମାନେ ରଥ ଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ ।

ରଥ ନିର୍ମାଣ ଅଗ୍ରଗତି

(ଗତକାଲି ଅନୁକୂଳ ପୂଜା ପୂର୍ବକ ରୂପକାର ସେବକ ମାନେ ତିନି ରଥ ପ୍ରଭା ରେ ରୂପ ଖୋଦେଇ କାର୍ଯ୍ୟ ଆରମ୍ଭ ସହ ତିନିରଥ ୪ ଗୋଟି ଲେଖାଏଁ ଦୁଆର ବେଢ଼ା ରଥ ଉପରକୁ ଉଠିଥିଲା…)

ଚନ୍ଦ୍ର ଶାଳୀ ରେ ଲାଗିଲା ଧ୍ଵଜବତା

ଆଜି ତିନି ରଥ ଦୁଆର ବେଢ଼ା କୁ ମଜବୁତ କରି ରଖିବା ପାଇଁ ଦୁଆର ବେଢ଼ା ଗୁଡ଼ିକର ଉପରଭାଗ ଚନ୍ଦ୍ର ଶାଳୀ ରେ ଧ୍ଵଜବତା ସଂଯୋଗ କରାଯାଇ ମଝି ଭୂଇଁ ଶେଣୀ ରେ କଣ୍ଟା ବସି ସେଟିଂ କରାଯାଇଛି। ଏଥିସହ ତିନି ରଥର ଦୁଆର ବେଢ଼ା କୁ ବାନ୍ଧି ରଖିବାପାଇଁ ପ୍ରତି ଦୁଆର ବେଢ଼ା ର ନାଟ ଗୋଡ ସହ ଚଉଦ ନାହାକା ରେ ଦୁଇଟି ଲେଖାଏଁ ସପୋର୍ଟ ବଟନ୍ ବା ଦୁଆର ବାଣିଆ ପ୍ରତି ରଥ ରେ ୧୬ ଟି ଲେଖାଏଁ ଫିଟିଂ କରାଯାଇଛି ।

ତିନି ରଥର ମଣ୍ଡଣିବତା ଲାଗି ଶେଷ

ଆଜି ମହାରଣା ସେବକ ମାନେ ତିନି ରଥ ଭୋଇ ସେବକ ମାନଙ୍କ ସହିଯୋଗ ରେ ତିନି ରଥର ପ୍ରତି କୋଣ ଗୁଡିକରେ ଦୁଇଟି ଲେଖାଏଁ କଣି ଫାଉଡ଼ି ବସାଇବା ପରେ, ତିନି ରଥରେ ‘ହାତିଆଳ ମାଳ’ ବା କାଠ ବଟନ୍ ଆଠ ଟି ଲେଖାଏଁ ବଡଧରା ପୋଟଳ ଠାରୁ ଦୁଆର ବେଢ଼ା ପର୍ଯ୍ୟନ୍ତ ଫିଟିଙ୍ଗ କରାଯିବା ସହ ତିନି ରଥର ଚାରି ପାର୍ଶ୍ୱରେ ଦୁଇଟି ଲେଖାଏଁ ମଣ୍ଡଣୀ ବତା ପଡ଼ି ବଡଧରା ପୋଟଳ ଠାରୁ ଚନ୍ଦ୍ର ଶାଳୀ ପର୍ଯ୍ୟନ୍ତ ଲାଗିଛି, ଫଳରେ ରଥରେ କନା ପଡ଼ିବା ସୁବିଧା ଜନକ ହେବାସକ, ରଥ ର କନା ଆବରଣ ଏକ ଗୋଲାକାର ଆକୃତି ବହନ କରୁ ରଥର ଗଠନ ଶୈଳୀ ସୁନ୍ଦର ଦେଖାଯିବା ସହ, କନା ସୁରକ୍ଷିତ ରୁହେ ।

*ଏଥିସହ ଆଜି ତିନି ରଥର ସିଂହାସନ ବେଦୀ ନିର୍ମାଣ କାର୍ଯ୍ୟ ଶେଷ ହେବାସହ, ରଥର କୋଣ ମାନଙ୍କରେ ପଟା ବାଡିଆ କାର୍ଯ୍ୟ ଶେଷ ହୋଇଛି ।

*ରୂପକାର ସେବକ ମାନେ ତିନି ଏଥର ପ୍ରଭା ରେ ରୂପ ଖୋଦେଇ କାର୍ଯ୍ୟର ଶେଷ ସ୍ପର୍ଶ ଦେଉଛନ୍ତି ।

*ଦରଜୀ ସେବକ ମାନେ ତିନି ରଥର ପୋଟଳ ର କନା କାର୍ଯ୍ୟ ଶେଷ କରି ଚନ୍ଦ୍ର ଶାଳୀ, ଅଁଳା ଶ୍ରୀ ରେ ସିଲଭର ଜରୀ ଲେସ କାର୍ଯ୍ୟ ସହ, ଚନ୍ଦ୍ର ଶାଳୀ ଏବଂ ଦୁଆର ବେଢ଼ାରେ ଲାଗିବା ପାଇଁ ଛୋଟ ପତାକା ତିଆରି କାର୍ଯ୍ୟ ଜାରିଆଖିଛନ୍ତି ।

*ଦୋଳ ବେଦୀ ଅସ୍ଥାୟୀ କମାର ଶାଳରେ ଓଝା ସେବକ ମାନେ ତିନି ରଥର ଧ୍ଵଜ ବତା କଣ୍ଟା ଯୋଗାଇବା ସହ ତିନି ରଥ ପାଇଁ ପ୍ରଭା ବିଡିଆ କଣ୍ଟା, କପୁରି ପାଇଁ ବାଗିଆ କଣ୍ଟା, ଶୁଆ ଫିଟିଙ୍ଗ ପାଇଁ ନାରାଜ କଣ୍ଟା ଏବଂ କଳସ ପାଇଁ ଫାନ୍ଦ କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି ।

*ଚିତ୍ରକାର ସେବକ ମାନେ ରଥର ବାହ୍ୟ ଅଂଶ ଗୁଡିକରେ ରଙ୍ଗ କାର୍ଯ୍ୟ ସହ, ସାରଥି, ଘୋଡ଼ା, କଳସ, ସାକ୍ଷୀ, ପାର୍ଶ୍ଵ ଦେବଦେବୀ ମୂର୍ତ୍ତି ଗୁଡିକରେ ଚିତ୍ର ରଙ୍ଗ କାର୍ଯ୍ୟ ଜାରି ରଖିଛନ୍ତି ।

ତା୦୨.୦୭.୨୦୨୪,ମଙ୍ଗଳବାର ରଥଖଳା:ରଥ ନିର୍ମାଣ କାର୍ଯ୍ୟ ୫୩ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନି ରଥ ମହାରଣା ସେବକ – ୭୭ *ତିନି ରଥ ଭୋଇ ସେବକ – ୭୭ *ତିନି ରଥ କରତୀ ସେବକ – ୪ *ତିନି ରଥ କମାର ସେବକ – ୧୭ *ତିନି ରଥ ରୂପକାର ସେବକ – ୨୧ *ତିନି ରଥ ଚିତ୍ରକାର ସେବକ – ୪୦ *ତୁମ୍ବ ବିନ୍ଧ କାରୀଗର – ୨ *ପାହି ମହାରଣା – ୨ *ରଥଖଳା ସହାୟକ – ୧ ମୋଟ – ୨୪୧ ଜଣ

Dt.02.07.2024
HUNDI COLLECTION
CASH:-1,40,108/-
Gold Ornaments:- 0gm 200mg
Silver Ornaments :- NIL

 (ଦେବୀ ପ୍ରସନ୍ନ ଗାଙ୍ଗୁଲି, ଫଟୋ ସାମ୍ବାଦିକ, ପୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version