• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମିଶନ ଶକ୍ତି ଓ ମହିଳା ଶିଶୁ ବିକାଶ କାର୍ଯ୍ୟର ସମୀକ୍ଷା କଲେ ଉପ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
July 3, 2024
in ଓଡ଼ିଶା, ପୁରୀ, ହୋମ୍
0
ମିଶନ ଶକ୍ତି ଓ ମହିଳା ଶିଶୁ ବିକାଶ କାର୍ଯ୍ୟର ସମୀକ୍ଷା କଲେ ଉପ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

0୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :->  ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଆଜି ଅପରାହ୍ନ ୩ ଘଟିକା ସମୟରେ ପୁରୀ ଜିଲ୍ଲାର ଓଡ଼ିଶା ଜୀବିକା ମିଶନ,ମିଶନ ଶକ୍ତି ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର କାର୍ଯ୍ୟକ୍ରମକୁ ଜିଲ୍ଲା ପରିଷଦ , ପୁରୀ ସଭା ଗୃହରେ ସମୀକ୍ଷା କରିଥିଲେ ꘡ ଉକ୍ତ ବୈଠକରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଏବଂ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର ଯୋଗ ଦେଇଥିଲେ ꘡ ଏଥିରେ ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ, ମହିଳା ଓ ଶିଶୁ ବିକାଶ ବିଭାଗ ପୁରୀ ଶ୍ରୀମତୀ ଶର୍ମିଷ୍ଠା ହୋତା ,

ଜିଲ୍ଲା ପ୍ରକଳ୍ପ ପରିଚାଳକ,ଓଡ଼ିଶା ଜୀବିକା ମିଶନ ପୁରୀ ଶ୍ରୀଯୁକ୍ତ ବନଜାକାନ୍ତ ମାହାରୀ, ଜିଲ୍ଲା ପ୍ରକଳ୍ପ ସଂଯୋଜିକା, ମିଶନ ଶକ୍ତି ,ପୁରୀ ଆରତୀ ସାହୁ, ପୁରୀ ଜିଲ୍ଲାର ସମସ୍ତ ବ୍ଲକ ପ୍ରକଳ୍ପ ପରିଚାଳକ (ଓଡ଼ିଶା ଜୀବିକା ମିଶନ), ବ୍ଲକ ପ୍ରକଳ୍ପ ସଂଯୋଜକ (ମିଶନ ଶକ୍ତି) ଓ ସମସ୍ତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଯୋଗ ଦେଇଥିଲେ ꘡ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ , ପୁରୀ, ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ଅଧକ୍ଷତାରେ ଜିଲ୍ଲା ପ୍ରକଳ୍ପ ପରିଚାଳକ ଶ୍ରୀ ମାହାରୀ ଜିଲ୍ଲା ଜୀବିକା ମିଶନର କାର୍ଯ୍ୟକଳାପ ସମ୍ବନ୍ଧରେ ବିଷଦ ବିବରଣୀ ପ୍ରଦାନ କରିଥିଲେ ꘡

ଏହାପରେ ଜିଲ୍ଲା ପ୍ରକଳ୍ପ ସଂଯୋଜିକା, ଆରତୀ ସାହୁ ପୁରୀ ଜିଲ୍ଲାର ମିଶନ ଶକ୍ତି କାର୍ଯ୍ୟକଳାପର ବିବରଣୀ ପ୍ରଦାନ କରିଥିଲେ ꘡ ପରିଶେଷରେ ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ, ଶ୍ରୀମତୀ ହୋତା ପୁରୀ ଜିଲ୍ଲା ମହିଳା ଓ ଶିଶୁ ବିକାଶ କାର୍ଯ୍ୟ ସମ୍ବନ୍ଧରେ ବିବରଣୀ ପ୍ରଦାନ କରିଥିଲେ  ꘡ ସମସ୍ତ ବିଭାଗର କାର୍ଯ୍ୟ ସମୀକ୍ଷା କରିବାପରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ପରିଶେଷରେ ସମସ୍ତ ଅଧିକାରୀଙ୍କୁ ଲୋକମାନଙ୍କ ପାଇଁ ସଠିକ ଭାବରେ କାର୍ଯ୍ୟ କରିବାକୁ ନିର୍ଦେଶ ଦେଇଥିଲେ ꘡

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ରାୟଗଡ ବ୍ଲକରେ ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶର ଧାରା ଓଡିଶା ସାରା”ଆଡମ୍ବର ସହ ପାଳନ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version