• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳିଙ୍ଗନଗରରେ ଆରମ୍ଭ ହେଲା ଓଡ଼ିଶା ନାଭାଲ ଟାଟା ହକି ଏଚ୍‌ପିସି ନୂଆ ଗ୍ରାସରୁଟ୍

Proprietor Abhimanyu Maharana by Proprietor Abhimanyu Maharana
July 3, 2024
in ଓଡ଼ିଶା, ରାଜନୀତି, ହୋମ୍
0
କଳିଙ୍ଗନଗରରେ ଆରମ୍ଭ ହେଲା ଓଡ଼ିଶା ନାଭାଲ ଟାଟା ହକି ଏଚ୍‌ପିସି ନୂଆ ଗ୍ରାସରୁଟ୍
Share on FacebookShare on TwitterWhatsapp

– ଗୋବରଘାଟି ଏସଏସଡି ହାଇସ୍କୁଲରେ ଉଦ୍‌ଘାଟିତ

– ୧୩ଟି ଜିଲ୍ଲାର ୩୧ଟି ଗ୍ରାସରୁଟ୍ସ  ହିତ ୩୫୦୦ରୁ ଅଧିକ ଖେଳାଳି ଜଡିତ

0୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳିଙ୍ଗନଗର :->  ଯାଜପୁର ଜିଲ୍ଲା ଡୁବୁରି ନିକଟସ୍ଥ ଗୋବରଘାଟି ଏସଏସଡି ହାଇସ୍କୁଲରେ ମଙ୍ଗଳବାର ଓଡ଼ିଶା ନାଭାଲ ଟାଟା ହକି ହାଇପରଫର୍ମାନ୍ସ ସେଌକ୍ଷଗ୍ଧ;ରର ୩୧ତମ ଗ୍ରାସରୁଟ୍ ସେଌକ୍ଷଗ୍ଧ;ର ଉଦଘାଟିତ ହୋଇଯାଇଛି । ତୃଣମୂଳ ସ୍ତରରେ ହକି ପ୍ରତିଭା ସୃଷ୍ଟି ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଏହି ଉଦ୍‌ଘାଟନୀ ଉତ୍ସବରେ ଟାଟା ଷ୍ଟିଲ୍‌ କଳିଙ୍ଗନଗର(ଟିଏସକେ)ର ଉପାଧ୍ୟକ୍ଷ ରାଜୀବ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍ (ଏନ୍‌ଆଇଏନ୍‌ଏଲ୍‌)ର ଏମ୍‌ଡି ଓ ସିଇଓ ସୁଧୀର କୁମାର ମେହେତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଉଦଘାଟନୀ କାର୍ଯ୍ୟକ୍ରମ ରେ ଟିଏସକେର ଉପାଧ୍ୟକ୍ଷ (ଅପରେସନ୍‌) ରାଜୀବ କୁମାର କହିଛନ୍ତି ଯେ ଗ୍ରାମାଞ୍ଚଳରେ ହକିକୁ ପ୍ରୋତ୍ସାହିତ କରିବା ପାଇଁ ଏହି ପଦକ୍ଷେପର ଅଂଶ ହୋଇ ଆମେ ଗର୍ବିତ । ଓଡ଼ିଶାର ଯୁବପିଢ଼ିଙ୍କ ମଧ୍ୟରେ ହକି ପ୍ରତି ଯେଉଁ ଉତ୍ସାହ ରହିଛି, ତାହା ଅତୁଳନୀୟ । ଖେଳାଳିମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ପ୍ରଦାନ କରି ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବାରେ ଏହି ଗ୍ରାସରୁଟ୍ ସେର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ଅଧିକରୁ ଅଧିକ ଖେଳାଳି ଏହି ସେ;ରରୁ ଉପକୃତ ହୋଇପାରିବେ । ଅନ୍ୟତମ ଅତିଥି ଭାବେ ଭୁବନେଶ୍ୱରର ପ୍ରକଳ୍ପ ନିର୍ଦେଶକ ତଥା ଟାଟା ଷ୍ଟିଲର କ୍ରୀଡ଼ା (ଓଡ଼ିଶା) ମୁଖ୍ୟ ରାଜୀବ ସେଠ ତାଙ୍କ ଅଭିଭାଷଣରେ କହିଲେ, ଆଗାମୀ ଦିନରେ ଅଧିକ ଖେଳାଳିଙ୍କୁ ରାଜ୍ୟ ସରକାର ଏବଂ ହକି ଏଚ୍‌ପିସିର କ୍ରୀଡ଼ା ହଷ୍ଟେଲ କୁ ଆଣିବା ଆମର ଲକ୍ଷ୍ୟ । ଏହି ଗ୍ରାସରୁଟ୍ ସେଌକ୍ଷଗ୍ଧ;ରରୁ ଖେଳାଳିମାନେ ସିଧାସଳଖ ହକି ହାଇପରଫର୍ମାନ୍ସ ସେଌକ୍ଷଗ୍ଧ;ରକୁ ପ୍ରବେଶ କରିପାରିବେ । ଆଗାମୀ ଦିନରେ ଏହି ଗ୍ରାସରୁଟ୍ ସେଌକ୍ଷଗ୍ଧ;ରରୁ ଭବିଷ୍ୟତର ଅନେକ ହକି ଖେଳାଳି ବାହାରିବେ ବୋଲି କହିଥିଲେ । ଅନ୍ୟ ପ୍ରମୁଖ ଅତିଥିଙ୍କ ମଧ୍ୟରେ ଟିଏସକେର କର୍ପୋରେଟ୍ ସର୍ଭିସେସ୍ ମୁଖ୍ୟ ଦେବଦୂତ ମହାନ୍ତି, ଟାଟା ଷ୍ଟିଲର କ୍ରୀଡ଼ା ମୁଖ୍ୟ ମୁକୁଲ ଚୌଧୁରୀ, ଟାଟା ଷ୍ଟିଲ କଳିଙ୍ଗନଗର ୱାର୍କର୍ସ ୟୁନିୟନ ସଭାପତି, ରବୀନ୍ଦ୍ର ଜାମୁଡା ଓ ଉପାଧ୍ୟକ୍ଷ ଜୟରାମ ମହାନ୍ତ, ଓଡ଼ିଶା ନାଭାଲ ଟାଟା ହକି ହାଇପରଫର୍ମାନ୍ସ ସେଌକ୍ଷଗ୍ଧ;ର (ଏଚ୍‌ପିସ) ସମେତ ଟାଟା ଷ୍ଟିଲ କଳିଙ୍ଗନଗର, ଟାଟା ଷ୍ଟିଲ ଫାଉଣ୍ଡେସସନର ଅନ୍ୟ ବରିଷ୍ଠ ଅଧିକାରୀ, ଏନ୍‌ଆଇଏନ୍‌ଏଲ୍‌ର ବରିଷ୍ଠ ଅଧିକାରୀ ଓ ଟାଟା ଷ୍ଟିଲ୍ କଳିଙ୍ଗନଗର ଶ୍ରମିକ ସଂଘର ଅଧିକାରୀମାନେ ଉପସ୍ଥିତ ଥିଲେ ।

ଓଡ଼ିଶା ନାଭାଲ ଟାଟା ହକି ଏଚପିସି ଟାଟା ଷ୍ଟିଲ ଏବଂ ଟାଟା ଟ୍ରଷ୍ଟ, ଓଡ଼ିଶା ସରକାରଙ୍କ ସହଭାଗିତାରେ ୨୦୧୯ରେ ଆରମ୍ଭ ହୋଇଥିବା ଏକ ଭଲ ପଦକ୍ଷେପ । ଏହା ଓଡ଼ିଶାର ୧୩ଟି ଜିଲ୍ଲାର ୩୧ଟି ଗ୍ରାସରୁଟ୍ ସେରରୁ ୬୧ ଜଣ ଅଭିଜ୍ଞ ପ୍ରଶିକ୍ଷକଙ୍କ ସହାୟତାରେ ବାଳିକା ଓ ବାଳକ ବର୍ଗରେ ୧୭ ବର୍ଷରୁ କମ୍ ବୟସ ବର୍ଗର ୩୫୦୦ରୁ ଅଧିକ ଯୁବ ଖେଳାଳିଙ୍କ ସହିତ ଯୋଡି ହୋଇ ରହିଛି । ତୃଣମୂଳ ସ୍ତରର ଏହି କାର୍ଯ୍ୟକ୍ରମ ୬୦:୪୦ ଲିଙ୍ଗ ଅନୁପାତ ବଜାୟ ରଖି ଅନେକ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ରାଜ୍ୟ ତଥା ଓଡ଼ିଶା ନାଭାଲ ଟାଟା ହକି ଏଚପିସି ପାଇଁ ଗୌରବ ଆଣିପାରିଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଓଡ଼ିଶା ନାଭାଲ ଟାଟା ହକି ଏଚ୍‌ପିସି ଦ୍ୱାରା ପ୍ରଶିକ୍ଷିତ ୬୦ ଜଣ ବୈଷୟିକ ଅଧିକାରୀ ଏବେ ରାଜ୍ୟସ୍ତରୀୟ ହକି ଟୁର୍ଣ୍ଣାମେଌକ୍ଷଗ୍ଧ; ଆୟୋଜନ କରୁଥିବା ବେଳେ ସେମାନଙ୍କ ମଧ୍ୟରୁ କେତେକ ଜାତୀୟସ୍ତରୀୟ ହକି ଟୁର୍ଣ୍ଣାମେଌକ୍ଷଗ୍ଧ; ମଧ୍ୟ ଆୟୋଜନ କରୁଛନ୍ତି । ଓଡ଼ିଶା ଟାଟା ହକି ଅଭିଯାନର ଲକ୍ଷ୍ୟ ହେଉଛି ଗ୍ରାମାଞ୍ଚଳରୁ ନୂତନ ପ୍ରତିଭାମାନଙ୍କୁ ଚିହ୍ନଟ କରିବା ଏବଂ ସେମାନଙ୍କୁ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ଉପଯୁକ୍ତ ପ୍ରଶିକ୍ଷଣ ଦେବା । କଳିଙ୍ଗନଗରରେ ଏହି ନୂତନ ଗ୍ରାସରୁଟ୍ ସେଌକ୍ଷଗ୍ଧ;ର ଏକ ସମୃଦ୍ଧ ହକି ଇକୋସିଷ୍ଟମ ସୃଷ୍ଟି କରିବା ଏବଂ ଆଗାମୀ ପିଢ଼ିର ଖେଳାଳିଙ୍କୁ ପ୍ରେରଣା ଦେବା ପାଇଁ ଓଡ଼ିଶାର ଲକ୍ଷ୍ୟରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version