• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅପରାଧିକ ମାମଲାରେ ଜବତ ହେଉଥିବା ଯାନବାହାନ ଦୀର୍ଘଦିନ ଧରି ଖରା,ବର୍ଷାରେ ପଡ଼ି ନଷ୍ଟ ହେଉଛି : ଅସନ୍ତୋଷ ବ୍ୟକ୍ତ କରିଛନ୍ତି ହାଇକୋର୍ଟ ।

Proprietor Abhimanyu Maharana by Proprietor Abhimanyu Maharana
August 8, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଅପରାଧିକ ମାମଲାରେ ଜବତ ହେଉଥିବା ଯାନବାହାନ ଦୀର୍ଘଦିନ ଧରି ଖରା,ବର୍ଷାରେ ପଡ଼ି ନଷ୍ଟ ହେଉଛି : ଅସନ୍ତୋଷ ବ୍ୟକ୍ତ କରିଛନ୍ତି ହାଇକୋର୍ଟ  ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୮ ଅଗଷ୍ଟ ଶନିବାର) କଟକ : ଅପରାଧିକ ମାମଲାରେ ଜବତ ହେଉଥିବା ଯାନବାହାନ ଦୀର୍ଘଦିନ ଧରି ଖରା,ବର୍ଷାରେ ପଡ଼ି ନଷ୍ଟ ହେଉଛି । ଥରେ ପୁଲିସ୍‌ କବଜାକୁ ଗଲେ ସୁରକ୍ଷିତ ଭାବେ ଗାଡ଼ି ମାଲିକ ଗାଡ଼ି ଫେରିପାଇବା ଆଶା ହରାଇ ଦେଉଛନ୍ତି । ଫଳରେ ଲକ୍ଷାଧିକ ମୂଲ୍ୟର ଗାଡ଼ି ଖତ ଖାଉଛି । ଏହି ପ୍ରସଙ୍ଗକୁ ଗୁରୁତର ସହ ଗ୍ରହଣ କରି ଗାଡ଼ିଗୁଡ଼ିକ ସୁରକ୍ଷା ପ୍ରସଙ୍ଗରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଓଡ଼ିଶା ହାଇକୋର୍ଟ । ଦୀର୍ଘଦିନ ଧରି ଖରା,ବର୍ଷାରେ ଗାଡ଼ି ଗୁଡ଼ିକୁ ନ ପକାଇ ଆବଶ୍ୟକ ପଦକ୍ଷେପ ପରେ ତାହାକୁ ଗାଡ଼ି ମାଲିକଙ୍କ ଜିମା ଦେବାରେ କୌଣସି ଅସୁବିଧା ନାହିଁ ବୋଲି କହିଛନ୍ତି କୋର୍ଟ ।

ଅବକାରୀ ବିଭାଗ ଦ୍ୱାରା ଜବତ ଏକ ଗାଡ଼ିର ଜିମା ପାଇବା ପ୍ରସଙ୍ଗକୁ ନେଇ ମାଲିକଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ଜଷ୍ଟିସ୍ ସଂଜୀବ କୁମାର ପାଣିଗ୍ରାହୀ ଏପରି ରାୟ ପ୍ରଦାନ କରିଛନ୍ତି । ଜବତ ଗାଡ଼ିକୁ ତା’ର ମାଲିକଙ୍କୁ ଦେବା ପାଇଁ ଅନୁମତି ଦେବା ସହିତ ତଦନ୍ତ ସମୟରେ ଅଥବା ଅଦାଲତରେ ଆବଶ୍ୟକ ସ୍ଥଳେ ମାଲିକ ଗାଡ଼ି ହାଜର କରାଇବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । (କଟକ ରିପୋର୍ଟ /ରଶ୍ମିତା ମହାପାତ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version