• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବସୁଧା ଯୋଜନା ର ଗୋଳିଆ ପାଣି ପିଉଛନ୍ତି ବାଞ୍ଜିପାଲି ଗ୍ରାମ ବାସି

Proprietor Abhimanyu Maharana by Proprietor Abhimanyu Maharana
July 4, 2024
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ବସୁଧା ଯୋଜନା ର ଗୋଳିଆ ପାଣି ପିଉଛନ୍ତି ବାଞ୍ଜିପାଲି ଗ୍ରାମ ବାସି
Share on FacebookShare on TwitterWhatsapp

୦୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଂଚାୟତ ବାଞ୍ଜିପାଲି ଗାଁ ରେ ବସୁଧା ଯୋଜନା ଅନ୍ତର୍ଗତ ଜଳ ଯୋଗାଣ ପାଇଁ ଗାଁ ର ସମସ୍ତ ଘର କୁ ଘର ଷ୍ଟାଣ୍ଡ ପୋଷ୍ଟ ମାଧ୍ୟମ ଜଳ ଯୋଗାଇ ଦିଆ ଯାଉଛି I ଉଦ୍ଦେଶ୍ୟ ଲୋକ ଙ୍କୁ ଶୁଦ୍ଧ ପିଇବା ପାଣି ଟିକେ ମିଳିବ I ଜଳ ଯୋଗାଣ ପାଇଁ ଉଦ୍ଦିଷ୍ଟ ଉତ୍ସ ରୁ ବର୍ଷା ଦିନେ ଗୋଳିଆ ପାଣି ବାହାରୁ ଥିବା ଓ ତାହା ବାଞ୍ଜିପାଲି ଗାଁ କୁ ଜଳ ଯୋଗାଣ ହେଉ ଥିବା ରୁ ଲୋକେ ବାଧ୍ୟ ହୋଇ ଗୋଳିଆ ପାଣି ବ୍ୟବହାର କରୁଛନ୍ତି I

ବର୍ଷା ଦିନ ରେ ଦୂଷିତ ଜଳ ବ୍ୟବହାର କରି ଅନେକ ସମୟ ରେ ଏଠିକାର ଲୋକେ କିଡ଼ନି, ଜଣ୍ଡିସ ଭଳି ଅନେକ ଜଳ ଜନିତ ରୋଗ ରେ ପଡୁଥିବା ଦେଖିବାକୁ ମିଳୁଛି I ଯେ ହେତୁ 13ସହ ଜନ ବସତି ବିଶିଷ୍ଟ ବଡ଼ ଗାଁ ଏବଂ ପ୍ରାୟତଃ ପରିବାର ଏହି ବସୁଧା ପ୍ରକଳ୍ପ ର ପାଣି ଉପରେ ନିର୍ଭର ସିଲ ତେଣୁ ତୁରନ୍ତ ପାଣି ସମସ୍ୟା କୁ ଦୂର କରିବାକୁ ଅଞ୍ଚଳ ବାସି ଦାବି କରିଛନ୍ତି I ଏ ବିଷୟରେ ବିଭାଗୀୟ କନିଷ୍ଟ ଯନ୍ତ୍ରୀ ଚିନ୍ମୟ ପଧାନ ଙ୍କୁ ପଚାରି ରୁ ତଦନ୍ତ କରି ସମସ୍ୟା ର ସମାଧାନ କରାଯିବ ବୋଲି କହିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version