୦୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଛତିଆ :-> ସାପ କାମୁଡ଼ାରେ ପେଟ୍ରୋଲ ପମ୍ପ ର ଜଣେ କର୍ମଚାରୀ ମୃତ୍ୟୁ ବରଣ କରିଥିବା ଜଣାପଡିଛି। ଜଗତସିଂହପୁର ଜିଲ୍ଲା ତ୍ରିତୋଲ ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ସଂଗ୍ରାମ ବେହେରା( ୩୪ ବର୍ଷ) ଦୀର୍ଘ ଦିନ ହେବ ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ନିକଟସ୍ଥ ନେଳିଆ ଠାରେ ଥିବା ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପରେ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ।

© 2023 Odisha Taza News.