• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳାହାଣ୍ଡି ଜିଲ୍ଲା ଦକ୍ଷତା ପରିଷଦ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
July 4, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
କଳାହାଣ୍ଡି ଜିଲ୍ଲାରେ ନୀତି ଆୟୋଗର ଆକାଂକ୍ଷି ଜିଲ୍ଲା ଅନ୍ତର୍ଗତ ” ସମ୍ପୂର୍ଣତା ଅଭିଯାନ” ର ଶୁଭାରମ୍ଭ
Share on FacebookShare on TwitterWhatsapp

୦୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  କଳାହାଣ୍ଡି :-> ୨୦୦୦ ଯୁବକ ଯୁବତୀଙ୍କୁ ଦକ୍ଷ ତଥା ନିଯୁକ୍ତି ପ୍ରଦାନ ପାଇଁ ଜିଲ୍ଲାପାଳ ଙ୍କ ନିର୍ଦେଶ କ୍ରମେ ସପ୍ତମ ଜିଲ୍ଲା ଦକ୍ଷତା ପରିଷଦ ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ପି ଅନ୍ଵେଷା ରେଡଡି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ସମସ୍ତ ଆଇଟିଆଇ, ସରକାରୀ ପଲିଟେକନିକ, ତାଲିମ କେନ୍ଦ୍ର ଯଥା ଶାହୀ ଏକ୍ସପୋର୍ଟସ, ବେଦାନ୍ତ ଟ୍ରେନିଂ କେନ୍ଦ୍ର, ଜନ ଶିକ୍ଷଣ ସଂସ୍ଥାନ, ଡାଟା ପିଆରଓ , ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ତାଲିମ କେନ୍ଦ୍ରର ବିଗତ ଆର୍ଥିକ ବର୍ଷର ସମୀକ୍ଷା କରିଥିଲେ ଓ ଚଳିତ ବର୍ଷ ପାଇଁ ୨୦୦୦ ଯୁବକ ଯୁବତୀଙ୍କୁ ଦକ୍ଷ ତଥା ନିଯୁକ୍ତି ପ୍ରଦାନ ପାଇଁ ନିର୍ଦେଶ ଦେଇଥିଲେ l

ଜେଲ ଅନ୍ତେବାସି, ଦିବ୍ୟାଙ୍ଗ ଓ କୁଟିଆ କନ୍ଧ ମାନଙ୍କ ପାଇଁ ସ୍ୱତନ୍ତ୍ର ତାଲିମ ବ୍ୟବସ୍ଥା କରିବା ପାଇଁ ଜିଲ୍ଲା ଦକ୍ଷତା ବିକାଶ ଅଧିକାରୀ ଙ୍କୁ ପରାମର୍ଶ ଦେଇଥିଲେ । ଜିଲ୍ଲାପାଳ ସମସ୍ତ ଅଧିକାରୀ ମାନଙ୍କୁ ସମନ୍ୟୂତ ଭାବରେ କାର୍ଯ୍ୟ କରି ଜିଲ୍ଲାକୁ ଦକ୍ଷତା ବିକାଶରେ ଏକ ଅଗ୍ରଣୀ ଜିଲ୍ଲା ରୂପେ ଗଢିତୋଳିବାକୁ ନିର୍ଦେଶ ଦେଇଥିଲେ। ଏହି ବୈଠକକୁ ଜିଲ୍ଲା ଦକ୍ଷତା ବିକାଶ ଅଧିକାରୀ ଅଜିତ କୁମାର ଉତ୍ତରାୟ ପରିଚାଳନା କରିଥିବା ବେଳେ ସରକାରୀ ପଲିଟେକ୍ନିକର ଅଧ୍ୟକ୍ଷ ଅମୁଲ୍ୟ ପଣ୍ଡା ଆଇଟିଆଇ ଭବାନୀପାଟଣାର ଅଧ୍ୟକ୍ଷ ଶିବ ପ୍ରସାଦ ସାମନ୍ତରାୟ,

ଆଇଟିଆଇ ଜୁନାଗଡ଼ର ଅଧ୍ୟକ୍ଷ ସ୍ନେହାଶିଷ ମୁଦୁଲି, ପି ଏ ଆଇ ଟି ଡି ଏ ରାମକୃଷ୍ଣ ଗୋଂଡ଼ , ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ମହାପ୍ରସାଦ ଦାସ ,ବେଦାନ୍ତରୁ ଅଭିନୟ ପ୍ରତାପ, ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ର ଡିନ ମଧୁଲିକା ସାହୁ ଆଦି ଯୋଗ ଦେଇ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।ଏଥିରେ ଜିଲ୍ଲା ନିୟୋଜନ କାର୍ଯ୍ୟାଳୟର ଦକ୍ଷତା ବିକାଶ ଅଧିକାରୀ ସୁବିଦିତ ସାମନ୍ତରାୟ, ଲୋକନାଥ ପଟେଲ, ସୁବ୍ରତ ମେହେର ଆଦି ସହାୟତା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

ReNew signs MoU for 1,500 MW pumped hydro storage project in Odisha, with an investment of INR 9,000 crore

November 3, 2026
ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

November 3, 2026
ସିଡିଏମ୍‌ଙ୍କ ଅଗୋଚରରେ ଡାକ୍ତରଖାନା ପରିସରରେ ସର୍ବସାଧାରଣ ଶୌଚାଳୟ ନିର୍ମାଣ : ଉଦ୍ଦେଶ୍ୟକୁ ନେଇ ଉଠିଲା ପ୍ରଶ୍ନ

ସିଡିଏମ୍‌ଙ୍କ ଅଗୋଚରରେ ଡାକ୍ତରଖାନା ପରିସରରେ ସର୍ବସାଧାରଣ ଶୌଚାଳୟ ନିର୍ମାଣ : ଉଦ୍ଦେଶ୍ୟକୁ ନେଇ ଉଠିଲା ପ୍ରଶ୍ନ

November 3, 2026
ରଣପୁରରେ ବିଜେପିର ‘ଲୋକତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ନାଗରିକ ସଂଗୋଷ୍ଠୀ : ଦେଖିବାକୁ ମିଳିଲେନି ସାଂସଦ

ରଣପୁରରେ ବିଜେପିର ‘ଲୋକତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ନାଗରିକ ସଂଗୋଷ୍ଠୀ : ଦେଖିବାକୁ ମିଳିଲେନି ସାଂସଦ

November 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

ReNew signs MoU for 1,500 MW pumped hydro storage project in Odisha, with an investment of INR 9,000 crore

November 3, 2026
ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

November 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version