୦୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚାନ୍ଦପୁର :-> 16 ନମ୍ବର ଜାତୀୟ ରାଜପଥ ବେଣ୍ଟ ଛକରେ ବୁଲେଟ ଦୁର୍ଘଟଣା । ବୁଲେଟ ଦୁର୍ଘଟଣାରେ ଜଣେ ମୃତ ଓ ଅନ୍ୟ ଜଣେ ଗୁରୁତର । ଗୁରୁତର ଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି ରେ ଭର୍ତ୍ତି କରିଛନ୍ତି । ପରେ ଅବସ୍ଥା ସଂକ୍ତାପନ୍ନ ହେବାରୁ ତାଙ୍କୁ ଟାଙ୍ଗୀ ରୁ ଭୁବନେଶ୍ୱର କୁ ସ୍ଥାନାନ୍ତର କରାଯାଇଛି ।















