• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆକାଂକ୍ଷା ମହିଳା ସଙ୍ଗଠନ ତରଫରୁ ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ ର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
July 11, 2024
in ଓଡ଼ିଶା, ଗଜପତି, ହୋମ୍
0
ଆକାଂକ୍ଷା ମହିଳା ସଙ୍ଗଠନ ତରଫରୁ ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ ର ଶୁଭାରମ୍ଭ
Share on FacebookShare on TwitterWhatsapp

୧୦ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ସଙ୍ଗଠନ ତରଫରୁ ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଥଲା। ଏହି କାର୍ଯ୍ୟକ୍ରମ ରେ ଗ୍ରାମ ର ପ୍ରତ୍ୟେକ ମହିଳା ଙ୍କୁ ସଚେତନ କରିବା ପାଇଁ ସଭା ଓ ରାଲିର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଉଦ୍ଦେଶ୍ୟ ହେଲା ମାଆ ପାଇଁ ଗଛଟିଏ। ସରକାର ଙ୍କ ର ଏହି ସ୍ବାଗତ ଯୋଗ୍ୟ ପଦକ୍ଷେପ କୁ ସ୍ଵାଗତ ଜଣାଇ ସମସ୍ତ ଙ୍କୁ ଗୋଟିଏ ଗୋଟିଏ ଉପହାର ସ୍ୱରୂପ ଗଛ ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଗ୍ରାମବାସୀ ବୃନ୍ଦ ସପଥ ନେଇଥିଲେ ଯେ ନେଇଥିବା ଗଛଟିକୁ ଯତ୍ନ ର ସହିତ ବଢ଼ାଇ ବେ ଓ ତାହାର ସୁରକ୍ଷା କରିବେ।

ଏହି କାର୍ଯ୍ୟକ୍ରମ ରେ ଗଛ ଗୁଡ଼ିକ ସଠିକ୍ ଭାବରେ ବଢ଼ିଛି କି ନାହଁ ତାହାର ତଦାରଖ କରିବାପାଇଁ ଗ୍ରାମର କେତେ ଜଣ ମୁଖିଆ ଙ୍କୁ ଦାୟିତ୍ଵ ପ୍ରଦାନ କରାଯାଇଥିଲା । ମହିଳା ସଙ୍ଗଠନ ମଧ୍ୟ ଏହି କାର୍ଯ୍ୟକ୍ରମ ରେ ସେମାନଙ୍କୁ ସାହାଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ସେହି ଗ୍ରାମରେ ଥିବା ପଡିଆ ସ୍ଥାନରେ ବୃକ୍ଷ ରୋପଣ ମଧ୍ୟ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ସଙ୍ଗଠନ ର ସଭାନେତ୍ରୀ ଶ୍ରୀମତୀ ଆଶା ଲତା ପାଣିଗ୍ରାହୀ ଙ୍କ ତତ୍ତ୍ଵାବଧାନରେ କାର୍ଯ୍ୟ କାରି ହୋଇଥିଲା । ସଙ୍ଗଠନ ର ସଂପାଦିକା ଶ୍ରୀମତୀ ମିନା କୁମାରୀ ଟହଲ, ଉପଦେଷ୍ଟା ଶ୍ରୀମତି ସ୍ଵର୍ଣ୍ଣ ପ୍ରଭା ପାଠୀ, ଶ୍ରୀମତୀ ଭାଗ୍ୟ ଲକ୍ଷ୍ମୀ ନାୟକ, ଶ୍ରୀମତୀ ଅନୀତା ମିଶ୍ର, ସଭ୍ୟା ସ୍ଵାଗତୀକା ଦାସ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ ଓ ଗାନ୍ଧୀ ଜୟନ୍ତୀ ପାଳିତ

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ ଓ ଗାନ୍ଧୀ ଜୟନ୍ତୀ ପାଳିତ

October 4, 2026
ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

October 4, 2026
ଗାନ୍ଧୀ ଜୟନ୍ତୀ ରେ ବରିଷ୍ଠ ନାଗରିକ ସଙ୍ଘ ର ରାସ୍ତା ସଫେଇ ଅଭିଯାନ

ଗାନ୍ଧୀ ଜୟନ୍ତୀ ରେ ବରିଷ୍ଠ ନାଗରିକ ସଙ୍ଘ ର ରାସ୍ତା ସଫେଇ ଅଭିଯାନ

October 4, 2026
ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱତନ୍ତ୍ର ଗ୍ରାମସଭା ଉଦଘାଟନ

ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱତନ୍ତ୍ର ଗ୍ରାମସଭା ଉଦଘାଟନ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ ଓ ଗାନ୍ଧୀ ଜୟନ୍ତୀ ପାଳିତ

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ ଓ ଗାନ୍ଧୀ ଜୟନ୍ତୀ ପାଳିତ

October 4, 2026
ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version