• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜନେତା ଙ୍କ ସହିତ ଭାବ ପୀରତି ରଖି ଆସର ଜମାଇଛନ୍ତି ଦୁର୍ନୀତିଗ୍ରସ୍ତ ଅଧିକାରୀ – ସଂଗ୍ରାମ 

Proprietor Abhimanyu Maharana by Proprietor Abhimanyu Maharana
July 11, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରାଜନେତା ଙ୍କ ସହିତ ଭାବ ପୀରତି ରଖି ଆସର ଜମାଇଛନ୍ତି ଦୁର୍ନୀତିଗ୍ରସ୍ତ ଅଧିକାରୀ – ସଂଗ୍ରାମ 
Share on FacebookShare on TwitterWhatsapp

କୃଷକ ମାନଙ୍କ ପେଟରେ ଲାତ ମାରି ଅର୍ଥ ଏକତ୍ରିତ କରୁଛନ୍ତି : କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅଧିକାରୀ

୧୦ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର  :->  ରଣପୁର କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅଧିକାରୀ ସଂଗ୍ରାମ କୁମାର ସେନାପତି ଦୀର୍ଘ ୬ ବର୍ଷ ଧରି କୋଳି ଖାଇ ମଞ୍ଜି ପୋତିଲା ଭଳି ସରକାରୀ ପଦପଦବୀକୁ ଜବରଦଖଲ କରିଥିବା ଅଭିଯୋଗ ହେଉଥିବା ଶୁଣାଯାଉଛି । ତେବେ ରଣପୁରର କୃଷି ବିଭାଗ ଅଧିକାରୀ ଙ୍କ ଜବରଦଖଲ କୁ ନେଇ କୃଷକ ଓ ଜନସାଧରଣ ଚିନ୍ତାରେ । ଗତ କିଛି ମାସ ତଳେ ଜୁନ୍ ୭ ତାରିଖ ଓ ଚିଠି ସଂଖ୍ୟା ୧୧୮୦୫ ଅନୁସାରେ ଦୁର୍ନୀତିଗ୍ରସ୍ତ ଅଫିସରଙ୍କର ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ କୁ ବଦଳି ହୋଇଯାଇଥିଲେ ହେଁ ଆଜି ସୁଦ୍ଧା ରଣପୁର ରେ ନିଜର ଆଧିପତ୍ୟ ବିସ୍ତାର କରିଥିବା ଜଣା ପଡ଼ିଛି ।

ସୂଚନାନୁସାରେ ଉକ୍ତ ଅଧିକାରୀ ଙ୍କ ଘର ଖୋଦ୍ ରଣପୁର ବ୍ଲକ୍ ହୋଇଥିବା କାରଣ ଓ କିଛି କୁଜି ନେତାମାନଙ୍କ ବଳରେ ନିଜକୁ ଜଣେ ସୁଶକ୍ତ ଅଧିକାରୀ ବୋଲି ପ୍ରତିକ୍ରିୟା ମଧ୍ୟ ଦେଉଥିବା ଅଭିଯୋଗ ହେଉଛି । ଅଭିଯୋଗଅନୁସାରେ ରାଜ୍ୟ ସରକାର ଅବା କେନ୍ଦ୍ର ସରକାରଙ୍କ ଅନ୍ତର୍ଗତ ଛୋଟ ବଡ ଯୋଜନା ଗୁଡିକ କୃଷକଙ୍କ ହସ୍ତକ୍ଷେପ ହେଉନଥିବା ବେଳେ କୃଷି ଉପଯୋଗୀ ସାମଗ୍ରୀ କୁ ବେଆଇନ ଭାବେ ବେପାର ରେ ଲଗାଇ ଆୟ ବର୍ହିଭୁତ ଅର୍ଥ ଜମା କରିବାରେ ଲାଗିଛନ୍ତି । କୃଷି ଉପଯୁକ୍ତ ଯୋଜନା ଅବା ଅର୍ଥ ହିତାଧିକାରୀ ଙ୍କ ପର୍ଯ୍ୟନ୍ତ ପହଞ୍ଚି ପାରୁନଥିବା ବେଳେ କୃଷକ ମାନଙ୍କୁ ବହୁଳ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ।

କୃଷକ ମାନଙ୍କ ମତରେ ଦୀର୍ଘ ବର୍ଷ ଧରି ଅଧିକାରୀ ଙ୍କ ଜରିଆରେ ସରକାରୀ ସାହାଯ୍ୟ ପାଇବାରୁ ବଞ୍ଚିତ ହୋଇଆସୁଛନ୍ତି । ସାରା ଦେଶରେ କୃଷି ଓ କୃଷକ ଆମ ଭଳି ମନୁଷ୍ୟ ମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଥିବା ବେଳେ ତାଙ୍କ ପ୍ରତି ହେଉଥିବା ଅବହେଳା ଏକ ନିନ୍ଦନୀୟ ଘଟଣା ବୋଲି ଚର୍ଚ୍ଚା ଜୋର ଧରିଛି । ବଦଳି ନିର୍ଦ୍ଦେଶନାମା ପରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ରଣପୁରରୁ ହଟାଇବା ପାଇଁ ଅଣ୍ଟା ଭିଡିଛନ୍ତି କୃଷକ ସଂଘ । ରଣପୁରରେ ଦୁର୍ନୀତିମୁକ୍ତ କୃଷି ଓ କୃଷକ ସଶକ୍ତକରଣ ବିଭାଗ କରାଇବା ପାଇଁ ଆନ୍ଦୋଳନ ଜାରି ରଖିଛନ୍ତି ଓ ଉକ୍ତ ଅଧିକାରୀ ଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ନେଇ ଦାବି ରଖିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version