• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଭିଜିଲାନ୍ସ ଜାଲରେ ଫସିଲେ ଯୋଗାଣ ବିଭାଗର ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
July 13, 2024
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭିଜିଲାନ୍ସ ଜାଲରେ ଫସିଲେ ଯୋଗାଣ ବିଭାଗର ଅଧିକାରୀ
Share on FacebookShare on TwitterWhatsapp

୧୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବଲାଙ୍ଗୀର ଯୋଗାଣ ବିଭାଗର ଚିଫ ସି.ଏସ.ଓ ଜି.ପ୍ରଭାକର ପାତ୍ର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଜଣେ ମିଲରଙ୍କ ବିଲ ଟଙ୍କା କରେଇ ଦେବା ପାଇଁ କହି ୧ ଲକ୍ଷ ୩୦ ହଜାର ଟଙ୍କା ନେଉଥିଲେ । ଆଜି ନୂଆ ଅଡର କରାଇଦେବା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ସେହି ସମୟରେ ଭିଜିଲାନ୍ସ ହାତରେ ଧରା ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ ପଡ଼ିଥିଲେ ।

ସୂଚନା ଅନୁଯାୟୀ ଆଗରୁ ମଧ୍ୟ ସେ ମିର୍ଲସଙ୍କଠୁ ପ୍ରତି ବସ୍ତା ପିଛା ୨୦ଟଙ୍କା ଦାବି କରି କୋଟି କୋଟି ଟଙ୍କା ନେବା ଅଭିଯୋଗ ରହିଥିଲା । ଏ ନେଇ ସ୍ଥାନୀୟ ଲୋକ ମଧ୍ୟ ଅସନ୍ତୁଷ୍ଟ ରହିଥିଲେ । ଆଜି ଏ ନେଇ ତୁଷୁରାର ଗଜାନନ ରାଇସ ମିଲର ମାଲିକ ଆଶିଷ ଶର୍ମା ସମ୍ବଲପୁର ଭିଜିଲାନ୍ସ ବିଭାଗରେ କରିଥିବା ଅଭିଯୋଗ ଅନୁସାରେ ସେ ଏଠୁ ଧରା ପଡ଼ିଥିଲେ । ଏକା ସାଙ୍ଗରେ ବଲାଙ୍ଗୀରର ଅଫିସ, ଭଡାଘର, ବ୍ରହ୍ମହପୁର ବୁଗୁଡ଼ାର ଘର ସହ ଭୁବନେଶ୍ୱରରେ ଥିବା ଦୁଇଟି ଆପଟାମେଣ୍ଟରେ ଚଢ଼ାଉ କରାଯାଇ ଥିଲା ।

Today i.e on 12.07.2024, a short while ago, Sri G. Prabhakara Patro, Chief Civil Supplies Officer(CCSO), Bolangir has been apprehended by Odisha Vigilance while demanding and accepting bribe of Rs.50,000/-( Rupees Fifty Thousand) from a Complainant for clearing his pending bills as well as in lieu of placement of new order. The entire bribe money has been recovered from the possession of accused Sri Patro, CCSO and seized. Earlier, Sri Patro, had demanded and taken bribe of Rs.1, 30, 000/- from the complainant few days back. Today, Sri Patro, while accepting the rest amount of bribe (Rs.50,000/-) was nabbed by the team of Odisha Vigilance.

Following the successful trap, simultaneous searches are going on at properties linked to Sri Patro, CCSO, namely at 1) Flat No 22 &23 , Surya Enclave, Suryanagar, Bhubaneswar 2) Market Complex at Balipadar, Buguda, Ganjam and 3) rented residential house at Flat No-2/14, Silicon Valley, Bolangir from DA angle. In this connection, Sambalpur Vigilance PS Case No.16 dt.11.07.2024 U/s-7PC (Amendment) Act, 2018 has been registered. Investigation is in progress against accused Sri Patro, CCSO. Detailed report follows.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version