• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
July 14, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ପାଳିତ
Share on FacebookShare on TwitterWhatsapp

୧୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :-> ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ ସମାରୋହର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ । ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାର୍ବଜନୀନ ଉଦ୍ୟୋଗ ବିଭାଗର କ୍ୟାବିନେଟ୍‌ ମନ୍ତ୍ରୀ ମାନ୍ୟବର ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ, ମୟୂରଭଞ୍ଜ ସାଂସଦ ଶ୍ରୀଯୁକ୍ତ ନବଚରଣ ମାଝୀ, ବାରିପଦା ବିଧାୟକ ଶ୍ରୀଯୁକ୍ତ ପ୍ରକାଶ ସୋରେନ୍‌ ଓ ସାରସକଣା ବିଧାୟକ ଶ୍ରୀଯୁକ୍ତ ଭାଦବ ହାଁସଦା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।

କୁଳପତି ପ୍ରଫେସର ତ୍ରିପାଠୀ ନିଜ ବକ୍ତବ୍ୟରେ ଜାତୀୟ ଶିକ୍ଷାନୀତି ୨୦୨୦କୁ ଆପଣେଇବା ସହ ପାରମ୍ପାରିକ ଜ୍ଞାନ କୌଶଳର ସୁରକ୍ଷା, ନୃତ୍ୟ, ସଙ୍ଗୀତ, ଯୋଗ, କଳା ଓ ବିଜ୍ଞାନ ଦିଗରେ ଅନୁସନ୍ଧାନ ନିମନ୍ତେ ବିଶ୍ୱବିଦ୍ୟାଳୟ ବଦ୍ଧପରିକର ବୋଲି କହିବା ସହ ଶିମିଳିପାଳକୁ ନେଇ ଏକ ଉତ୍କର୍ଷ କେନ୍ଦ୍ର, ଜନଜାତି ଅଧ୍ୟୟନ କେନ୍ଦ୍ର, ଓଡ଼ିଆ ଅସ୍ମିତାର ପୁନରୁଦ୍ଧାର ପାଇଁ ଲୁଇପାଙ୍କ ନାମରେ ଏକ ଓଡ଼ିଆ ଚେୟାର ପ୍ରତିଷ୍ଠା, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ସୂଚନା ପ୍ରଯୁକ୍ତିବିଦ୍ୟା ଚେୟାର ପାଇଁ ପ୍ରସ୍ତାବ ଉପସ୍ଥାପନ କରିଥିଲେ । ମୁଖ୍ୟ ଅତିଥି ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ମୟୂରଭଞ୍ଜ ଏକ ପଛୁଆ ଜିଲ୍ଲା ନୁହେଁ ବରଂ ପଣ୍ଡିତ ରଘୁନାଥ ମୁର୍ମୁ, ଲୁଇପା, ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ବିଭିନ୍ନ ବିଶିଷ୍ଟବ୍ୟକ୍ତିଙ୍କ ନାମରେ ଆଜି ସମଗ୍ର ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି ବୋଲି ମତପ୍ରକାଶ କରିଥିଲେ ।

ବିଶ୍ୱବିଦ୍ୟାଳୟକୁ ଏକ ମଣିଷ ତିଆରି କାରଖାନା ରୂପେ ଅଭିହିତ କରି ଆଗାମୀ ଦିନରେ ଶିମିଳିପାଳ ଓ ଓଡ଼ିଆ ଗବେଷଣାରେ ବ୍ରତୀ ହେବାକୁ ନିବେଦନ କରିଥିଲେ । ସରକାରଙ୍କ ତରଫରୁ ବିଶ୍ୱବିଦ୍ୟାଳୟକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶୃତି ଦେଇଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥିଗଣ ପୂଣ୍ୟଶ୍ଲୋକ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କ୍ୟାମ୍ପସରେ ବୃକ୍ଷରୋପଣ କରିଥିଲେ । ବିଶ୍ୱବିଦ୍ୟାଳୟ ସମ୍ମେଳନ କକ୍ଷରେ ଆୟୋଜିତ ଏକ ସଭାରେ ପ୍ରଥମେ ବିଶ୍ୱବିଦ୍ୟାଳୟ ସଙ୍ଗୀତ ଗାନ କରାଯାଇଥିଲା । ମୟୂରଭଞ୍ଜ ଜିଲ୍ଲାର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ବିଭିନ୍ନ କ୍ଷେତ୍ରରେ ଅବଦାନ ପାଇଁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସରେ “ଭୁମି ଗୌରବ” ସମ୍ମାନରେ ସମ୍ମାନିତ କରାଯାଇଥିଲା ।

ସେମାନେ ହେଲେ ମହାରାଜା ପୂର୍ଣ୍ଣଚନ୍ଦ୍ର ସ୍ୱୟଂଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ପ୍ରାଧ୍ୟାପିକା ଓଡ଼ିଆ ଭାଷାର ସୁନାମଧନ୍ୟ ଲେଖିକା ଡ. କବିତା ବାରିକ, ବିଶିଷ୍ଟ କ୍ରୀଡ଼ାବିତ୍‌ ଓ ସୁଦକ୍ଷ ସିନେ ଅଭିନେତା ଶ୍ରୀ ଅସିତ ବରଣ ପତି ଓ କାର୍ଯ୍ୟଦକ୍ଷ ପ୍ରଶାସକ ଓ ପ୍ରବୀଣ ଶିକ୍ଷାବିତ୍‌ ଡ. ରଜନୀକାନ୍ତ ବିଶ୍ୱାଳ, ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି ସମାରୋହରେ ମୟୂରଭଞ୍ଜର ବିଶିଷ୍ଟ ବ୍ୟକ୍ତିଗଣ, ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀବୃନ୍ଦ, ବିଶ୍ୱବିଦ୍ୟାଳୟର ବର୍ତ୍ତମାନର ଓ ପୁରାତନ ଛାତ୍ରଛାତ୍ରୀ, ନିମନ୍ତ୍ରିତ ଅତିଥି ଗଣ, ଗଣମାଧ୍ୟମ ପ୍ରତିନିଧିଗଣ ଯୋଗଦେଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version