• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ବାହୁଡ଼ା ଯାତ୍ରାସମ୍ପନ୍ନ

Proprietor Abhimanyu Maharana by Proprietor Abhimanyu Maharana
July 16, 2024
in ଓଡ଼ିଶା, ଦେଶ, ହୋମ୍
0
ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ବାହୁଡ଼ା ଯାତ୍ରାସମ୍ପନ୍ନ
Share on FacebookShare on TwitterWhatsapp

୧୫ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ରାୟପୁର :-> ରାୟପୁରର ଗାୟତ୍ରୀ ନଗରରେ ଥିବା ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ପବିତ୍ର ବାହୁଡ଼ା ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ କରୁଥିବା ମନ୍ଦିରର ବେସମେଣ୍ଟସ୍ଥିତ ମାଉସୀ ମା’ ଘରର ଆଡ଼ପ ମଣ୍ଡପ ସାମ୍ନାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅପରାହ୍ନ ସୁଦ୍ଧା ସମ୍ପନ୍ନ କରାଯାଇଥିଲା। ପାଞ୍ଚଟା ବେଳେ ଚାରି ଠାକୁରଙ୍କୁ ବାଦ୍ୟ, କୀର୍ତ୍ତନର ତାଳେ ତାଳେ ଧାଡ଼ି ପହଣ୍ଡି କରାଯାଇ ମନ୍ଦିର ସମ୍ମୁଖରେ ଦଣ୍ଡାୟମାନ ସୁନ୍ଦର, ସୁଶୋଭିତ ଓ ରଙ୍ଗବେରଙ୍ଗ କପଡ଼ାରେ ସୁସଜ୍ଜିତ ତିନି ରଥ ଉପରକୁ ନିଆଯାଇଥିଲା।

ଏହାପରେ ମୁଖ୍ୟଅତିଥି ଛତିଶଗଡ ବିଧାନ ସଭାର ବଚ୍ଚସ୍ପତି ରମଣ ସିଂହ ଏବଂ ସମ୍ମାନିତ ଅତିଥି ବିରୋଧୀ ଦଳର ନେତା ଚରଣ ଦାସ ମହନ୍ତ ପାରମ୍ପରିକ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ମନ୍ଦିରର ପ୍ରତିଷ୍ଠାତା ପୁରନ୍ଦର ମିଶ୍ର ସେମାନଙ୍କୁ ଏହି କାର୍ଯ୍ୟରେ ସହଯୋଗ କରିଥିଲେ। ଅପରାହ୍ନରୁ ଏଠାରେ ହେଉଥିବା ମୁଷଳ ଧାରାରେ ବର୍ଷା ସତେ ଯେପରି ଆକାଶରୁ ମହାପ୍ରଭୁଙ୍କର ଆଶିଷ ବର୍ଷଣ ସଦୃଶ ପ୍ରତୀୟମାନ ହେଉଥିଲା I

ସନ୍ଧ୍ୟା ସାଢେ ପାଞ୍ଚଟା ସମୟରେ ରଥ ଟଣାର ଶୁଭାରମ୍ଭ କରଯାଇଥିଲା। ଉପସ୍ଥିତ ଭକ୍ତମାନଙ୍କର ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନି ଏବଂ ଶଙ୍ଖ, ଘଣ୍ଟ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ ତଥା ଭଜନ, କୀର୍ତ୍ତନର ମୃଦ୍ୟୁମନ୍ଦ ଆବାଜ ମଧ୍ୟରେ ମନ୍ଦିର ବେଢା ସାମନାରେ ରାଜକୀୟଠାଣିରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କର ବଡ଼ ଭାଇ ଶ୍ରୀ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କର ରଥ ଗୁଡ଼ିକ ଗଡି ଗଡି ଚାଲିବାର ଦୃଶ୍ୟ ଅନନ୍ୟ ଓ ଅଭୁଲା ଥିଲା। ସନ୍ଧ୍ୟା ୬ଟା ସୁଦ୍ଧା ବେଢ଼ା ଚତୁଃପାର୍ଶ୍ୱ ଭ୍ରମଣ କରି ରଥ ଗୁଡ଼ିକ ମୁଖ୍ୟ ମନ୍ଦିର ସାମ୍ନାକୁ ଆସିଯାଇଥିଲା।

ଏଠାରେ ଋଷି ଥିବା ମହାଲକ୍ଷ୍ମୀ ପୂର୍ବରୁ ପ୍ରସ୍ତୁତ ଥାଇ ବଡ଼ ଠାକୁରଙ୍କ ମନ୍ଦିର ପ୍ରବେଶକୁ ରୋକି ଥିଲେ। କାରଣ ତାଙ୍କୁ ରଥଯାତ୍ରାରେ ସାମିଲ କରାଯାଇନଥିଲା। ଶ୍ରୀ ଜଗନ୍ନାଥ ଅବିଳମ୍ବେ ସୁସ୍ୱାଦୁ ରସଗୋଲା ପ୍ରଦାନ କରି ମାଆଙ୍କର ମାନଭଞ୍ଜନ କରିଥିଲେ। ମନ୍ଦିର ପ୍ରାଙ୍ଗଣରେ ଏହି ଉପାଖ୍ୟାନର ନାଟକୀୟ ରୂପକରଣ ମଞ୍ଚସ୍ଥ କରଯାଇଥିଲା। ସନ୍ଧ୍ୟା ୭ଟା ବେଳେ ସାହି ରୋଷଣୀ କରାଯାଇ ଶ୍ରୀ ଜୀଉ ମାନଙ୍କୁ ମନ୍ଦିର ମଧ୍ୟକୁ ନିଆଯାଇ ରତ୍ନ ସିଂହାସନରେ ଆସୀନ କରାଯାଇଥିଲା।

ବାହୁଡ଼ା ଯାତ୍ରାର ସମଗ୍ର ଅୟୋଜନକୁ ସୂଚାରୁ ରୂପେ ସମ୍ପନ୍ନ କରିବାରେ ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ମନ୍ଦିର ସେବା ସମିତିର ସଂରକ୍ଷକ ଯଥା ସଭାପତି ପୁରନ୍ଦର ମିଶ୍ର ସଦସ୍ୟ ବୃନ୍ଦ ଯଥା ମନ୍ମଥ କୁମାର ରାଉତ, ସୁବ୍ରତ ସାହୁ, ସୁବାସ ଅଗ୍ରୱାଲ, ଗୋପାଳ ଅଗ୍ରୱାଲ, ଦ୍ବାରିକାଧୀଶ ମିଶ୍ର,ଗୁଣନିଧି ମିଶ୍ର ଓ ପ୍ରକାଶ ଦାସ ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

July 29, 2026
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version