• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ବୈଠକରେ ପ୍ଲାଷ୍ଟିକ ସାମଗ୍ରୀ ବ୍ୟବହାର ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
July 20, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ସରକାରୀ ବୈଠକରେ ପ୍ଲାଷ୍ଟିକ ସାମଗ୍ରୀ ବ୍ୟବହାର ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
Share on FacebookShare on TwitterWhatsapp

୨୦ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡିକୁ ପ୍ଲାଷ୍ଟିକ ମୁକ୍ତ କରିବାପାଇଁ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଏକ ଦୃଢ ପଦକ୍ଷେପ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ କାର୍ଯ୍ୟାଳୟ ଗୁଡିକୁ ନିର୍ଦ୍ଦେଶ ଦିଆଯାଇଛିଯେ କୌଣସି ସରକାରୀ ବୈଠକ କିମ୍ବା ସମ୍ମିଳନୀରେ ପ୍ଲାଷ୍ଟିକ କପ, ପ୍ଲେଟ ଆଦିର ବ୍ୟବହାର କରାଯିବ ନାହିଁ । ଏଥି ନେଇ ଜିଲ୍ଲାପାଳ ଏକ ପତ୍ର ମାଧ୍ୟମରେ କହିଛନ୍ତି ଯେ “ପ୍ଲାଷ୍ଟିକରେ ଥିବା କେମିକାଲ ପରିବେଶ ପାଇଁ ସମସ୍ୟା ।

ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ଯଥା ଚା କପ, ଗ୍ଲାସ, ଫୁଲ, ଷ୍ଟ୍ର,ପାଣି ବୋତଲ ଇତ୍ୟାଦିରେ ପ୍ଲାଷ୍ଟିକର ବ୍ୟବହାରକୁ ହ୍ରାସ କରିବା ଜରୁରୀ ଅଟେ। ତେଣୁ ସମସ୍ତ ସରକାରୀ ବୈଠକରେ ହସ୍ତତନ୍ତ ସାମଗ୍ରୀ ବ୍ୟବହାର ଏବଂ ଏହାକୁ ପ୍ରୋତ୍ସାହିତ କରିବା ଆବଶ୍ୟକଯାହା ଜୈବ ଅବକ୍ଷୟ ମଧ୍ୟ ଅଟେ । ଯାହାଫଳରେ ଆମେ ସିଧାସଳଖ ଓଡିଶାର ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କର ଲାଭଦାୟକତା ବୃଦ୍ଧି କରିପାରିବା” ସୂଚନା ଥାଉକି, ଏହି ନିର୍ଦ୍ଦେଶକୁ ଜିଲ୍ଲାପାଳ ସମସ୍ତ ସରକାରୀ ବୈଠକରେ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ କହିଛନ୍ତି ।

ମୟୂରଭଞ୍ଜ,, ବାରିପଦାରୁ -ଗୌର ଦାସ ଗିରିଙ୍କ ରିପୋଟ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

Vedanta Aluminium Coal Mines showcases next-generation mining technologies at 6th CLI Expo 2026

September 10, 2026

Corrosion-resistant steel solution designed for construction, infrastructure, manufacturing and engineering applications

ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

Actress Ms. Sreeleela Unveils Kalyan Jewellers’ First Showroom in Rayagada

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

Vedanta Aluminium Coal Mines showcases next-generation mining technologies at 6th CLI Expo 2026

September 10, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version