• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇଗ୍‌ନାଇଟିଙ୍ଗ ମାଇଣ୍ଡସ୍‌, ପ୍ରେରଣା ଗ୍ରୀନ ଆର୍ମି ଓ ଆଲାଟିକ୍ ପକ୍ଷରୁ ଓଡ଼ିଶାରେ ୧କୋଟି ଗଛ ଲାଗିବ

Proprietor Abhimanyu Maharana by Proprietor Abhimanyu Maharana
July 22, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଇଗ୍‌ନାଇଟିଙ୍ଗ ମାଇଣ୍ଡସ୍‌, ପ୍ରେରଣା ଗ୍ରୀନ ଆର୍ମି ଓ ଆଲାଟିକ୍ ପକ୍ଷରୁ ଓଡ଼ିଶାରେ ୧କୋଟି ଗଛ ଲାଗିବ
Share on FacebookShare on TwitterWhatsapp

୨୨  ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଭୁବନେଶ୍ୱର :->  ଓଡ଼ିଶାରେ ସବୁଜ ବଳୟ ସୃଷ୍ଟି, ଶୀତଳତା ପ୍ରଦାନ ମାଧ୍ୟମରେ ପୃଥିବୀକୁ ସୁରକ୍ଷିତ ରଖିବା ସହ ଜୀବଜଗତକୁ ସୁରକ୍ଷା ଦେବା ପାଇଁ ଇଗ୍‌ନାଇଟିଙ୍ଗ ମାଇଣ୍ଡସ୍‌, ପ୍ରେରଣା ଗ୍ରୀନ୍ ଆର୍ମି ଓ ଆଲାଟିକ୍ ଅନୁଷ୍ଠାନ ପକ୍ଷରୁ ଚଳିତବର୍ଷ ୧କୋଟି ବୃକ୍ଷ ବିଭିନ୍ନ ସ୍ଥାନରେ ରୋପଣ କରାଯିବ । ରବିବାର ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଲେ ଯେ, ପ୍ରଧାନମନ୍ତ୍ରୀ ମା’ ପାଇଁ ଗଛଟିଏ ଲଗାଇବା ପାଇଁ ଆହ୍ୱାନ ଦେଇଛନ୍ତି । ଏହାଦ୍ୱାରା ନିଜ ମା’ ସୁରକ୍ଷିତ ରହିବା ସହିତ ପୃଥିବୀ ମା’ ମଧ୍ୟ ସୁରକ୍ଷିତ ରହିବ ।

ଯାହଦ୍ୱାରା ପୃଥିବୀପୃଷ୍ଠରେ ଥିବା ସମସ୍ତ ଜୀବଜଗତ ସୁରକ୍ଷିତ ରହିବେ । ଶ୍ରୀମତୀ ପାଢୀ ବୃକ୍ଷରୋପଣ କରିବା ପରେ ପ୍ରେରଣା ଗ୍ରୀନ୍ ଆର୍ମିର କମାଣ୍ଡାଣ୍ଟ ଇନ୍ ଚିଫ୍ ଡକ୍ଟର ଦିଲ୍ଲୀପ ଶ୍ରୀଚନ୍ଦନଙ୍କ ସଭାପତିରେ ସ୍ଥାନୀୟ ଆଇଆରସି ଭିଲେଜ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସଭାପତିତ୍ୱ କରି ଡକ୍ଟର ଶ୍ରୀଚନ୍ଦନ କହିଲେ, ସ୍କୁଲ୍‌, କଲେଜ ଆଦି ସ୍ଥାନରେ ଛାତ୍ରଛାତ୍ରୀମାନଙ୍କ ମାଧ୍ୟମରେ ଓଡ଼ିଶାରେ ସବୁଜ ବଳୟ ସୃଷ୍ଟି କରି ପରିବେଶରେ ସନ୍ତୁଳନ ରକ୍ଷା କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।

କାର୍ଯ୍ୟକ୍ରମ ଆରମ୍ଭରେ ଇଗ୍‌ନାଇଟିଙ୍ଗ ମାଇଣ୍ଡସ୍ ସଂଗଠନର ପାଟ୍ରୋନ ପ୍ରଫେସର ପ୍ରଫୁଲ୍ଲ କୁମାର ଧଳ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ଦେଇ ଓଡ଼ିଶାର ସାମ୍ପ୍ରତିକ ପରିବେଶର ସ୍ଥିତି ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଇଗ୍‌ନାଇଟିଙ୍ଗ ମାଇଣ୍ଡସ୍ ସଂଗଠନର ପ୍ରତିଷ୍ଠାତା ମିଷ୍ଟର କରୁଣାକର ରେଡ୍ଡି କହିଲେ ଯେ, ଏଭଳି କାର୍ଯ୍ୟକ୍ରମ ଭାରତବର୍ଷର ବିଭିନ୍ନ ସ୍ଥାନରେ କରାଯାଉଥିବା ସ୍ଥଳେ ଓଡ଼ିଶାରେ ଏହି କାର୍ଯ୍ୟକ୍ରମ ବ୍ୟାପକ ଭାବରେ କରାଯିବ ।

ଏଥିରେ ପୂର୍ବତନ ରାଜ୍ୟସଭା ସଦସ୍ୟ ସନ୍ତୋଷ କୁମାର ଯୋଗିନାପଲ୍ଲୀ ଯୋଗଦେଇ କହିଲେ ଯେ, ବର୍ତ୍ତମାନ ସମୟରେ ପୃଥିବୀ ସମ୍ମୁଖରେ ପରିବେଶ ପ୍ରଦୂଷଣ ସବୁଠାରୁ ବିଶେଷ ବିପଦ ହୋଇ ଠିଆ ହୋଇଛି । ଏହି ଅବସରରେ ଜଳର ଅପବ୍ୟବହାର ନକରି ସଦୁପଯୋଗ କରିବାକୁ ବାଚସ୍ପତି ଶ୍ରୀମତୀ ପାଢୀ ସମସ୍ତଙ୍କୁ ଶପଥପାଠ କରାଇଥିଲେ । ପରିଶେଷରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

June 18, 2026
ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version