• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନାକୁ ନେଇ ଗ୍ରାମରେ ଭୟର ବାତାବରଣ ସାହାପୁରରେ ଆତଙ୍କ : ୨ ମାସରେ ୧୫ରୁ ଉର୍ଦ୍ଧ୍ୱ ମୃତ

Proprietor Abhimanyu Maharana by Proprietor Abhimanyu Maharana
August 9, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
କରୋନାକୁ ନେଇ ଗ୍ରାମରେ ଭୟର ବାତାବରଣ ସାହାପୁରରେ ଆତଙ୍କ : ୨ ମାସରେ ୧୫ରୁ ଉର୍ଦ୍ଧ୍ୱ ମୃତ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୯ ଅଗଷ୍ଟ ରବିବାର) ହିଞ୍ଜିଳିକାଟୁ :- ହିଞ୍ଜିଳିକାଟୁ ବ୍ଳକ ସାହାପୁର ଗ୍ରାମରେ ଅଜଣା ମୃତ୍ୟୁକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ଗ୍ରାମବାସୀଙ୍କ କହିବା ପ୍ରକାରେ ଗତ ୨ ମାସ ମଧ୍ୟରେ ଗ୍ରାମର ୧୫ରୁ ଉର୍ଦ୍ଧ୍ୱ ଲୋକ ହଠାତ୍ ରୋଗଗ୍ରସ୍ତ ହେବା ପରେ ମୃତ୍ୟୁ ଘଟୁଛି । ସମସ୍ତ ମୃତକ ମାନଙ୍କ ବୟସ ୫୦ରୁ ୭୦ ମଧ୍ୟରେ ରହିଛି । ସଂପୃକ୍ତ ଗ୍ରାମରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ କୋଭିଡ଼ ପରୀକ୍ଷା କରାଯାଇନଥିବା ଜଣାପଡ଼ିଛି । ମୃତକ ମାନେ କିିଛି ଦିନ ଧରି ଜ୍‌ବର, କାଶ ଓ ଥଣ୍ଡାରେ ଆକ୍ରାନ୍ତ ହେବା ପରେ ମୃତ୍ୟୁ ହେଉଥିବା ନେଇ ବରିଷ୍ଟ କଂଗ୍ରେସ ନେତା ଶମ୍ଭୁ ପାଣିଗ୍ରାହୀ ପ୍ରେସ୍ ରିଲିଜ ଜରିଆରେ ଅଭିଯୋଗ କରିଛନ୍ତି । ଅନ୍ୟପକ୍ଷରେ ଏଭଳି ମୃତ୍ୟକୁ ନେଇ ସରଂପଚ ସହଦେବ ବେହେରା କରୋନା ଜନିତ ମୃତ୍ୟୁ ନହୋଇଥବା ନେଇ ସ୍ପଷ୍ଟ କରିଛନ୍ତି ।

CREATOR: gd-jpeg v1.0 (using IJG JPEG v62), quality = 75

ଗ୍ରାମର ବହୁ ବ୍ୟକ୍ତିଙ୍କ ନିକଟରେ ଲକ୍ଷଣ ଦେଖାଦେଲେ ମଧ୍ୟ କରୋନା ଭୟରେ ଗ୍ରାମର ବହୁ ଲୋକେ ସ୍ୱାବ ଟେଷ୍ଟ କରିବାକୁ ଇଛା ପ୍ରକାଶ କରୁନଥିବା ନେଇ ସରଂପଚ ବେହେରା କହିଛନ୍ତି । ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାୟା ବିସ୍ତାର କରିଥିବା ବେଳେ ଗ୍ରାମରେ କରୋନାକୁ ନେଇ ଆତଙ୍କ ଦେଖାଦେଇଛି । ଗତ ୪ ଦିନ ପୂର୍ବରୁ ସଂପୃକ୍ତ ଗ୍ରାମ ପଂଚାୟତରେ କରୋନା ଟେଷ୍ଟ ସକାଶେ ଏକ ଶିବିରର ଆୟୋଜନ କରାଯାଇଥିଲା । ସେଥିରେ ୪ଜରଭ୍‌କ ପଜିଟିଭ ଚିହ୍ନଟ ହେବା ପରେ ସେମାନଙ୍କୁ ଆଇସୋଲେସନ ଓ ଚିକିିତ୍ସା ସକାଶେ କୋଭିଡ଼-୧୯ ହସପିଟାଲକୁ ପଠାଯାଇଥିବା ବିଡ଼ିଓ ପ୍ରସନ କୁମାର ପାତ୍ର କହିଛନ୍ତି । ଅନ୍ୟପକ୍ଷରେ ଜ୍ୱର, କାଶ, ଥଣ୍ଡା କିମ୍ବା କରୋନା ଲକ୍ଷଣ ପ୍ରକାଶ ପାଇଲେ ସଂପୃକ୍ତ ବ୍ୟକ୍ତି ରୋଗକୁ ନଲୁଚାଇବାକୁ ପରାମର୍ଶ ଦେଇଛନ୍ତି । (ରିପୋର୍ଟ- ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

March 20, 2026
ମା’ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ ଉଦଘାଟିତ

ମା’ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ ଉଦଘାଟିତ

March 20, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

March 20, 2026
ମା’ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ ଉଦଘାଟିତ

ମା’ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ ଉଦଘାଟିତ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version