• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳନ କରାଯାଉଛି

Proprietor Abhimanyu Maharana by Proprietor Abhimanyu Maharana
July 24, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳନ କରାଯାଉଛି
Share on FacebookShare on TwitterWhatsapp

 ‘ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ’ ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ

 ୧୫ ଲକ୍ଷରୁ ଊଦ୍ଧ୍ୱର୍ ଛାତ୍ରଛାତ୍ରୀଙ୍କୁ ନେଇ ୪୪ ହଜାରରୁ ଊଦ୍ଧ୍ୱର୍ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ

୨୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳନ କରାଯାଉଛି । କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ନୂଆଦିଲ୍ଲୀଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ସାତଦିନ ବ୍ୟାପୀ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ମଙ୍ଗଳବାର ଏହି ସପ୍ତାହିକ କାର୍ଯ୍ୟକ୍ରମର ଦ୍ୱିତୀୟ ଦିବସରେ ଛାତ୍ରଛାତ୍ରୀଙ୍କ ମୂଳଦୁଆ ଶିକ୍ଷାକୁ ଗୁରୁତ୍ୱ ଦେଇ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦିବସ ( ଏଫ୍‌.ଏଲ୍‌.ଏନ୍‌. ଦିବସ) ପାଳନ କରାଯାଇଛି ।

ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକଙ୍କ ପାଇଁ କର୍ମଶାଳା, ଆଲୋଚନା, ଅଧିବେଶନ ଆଦି ଆୟୋଜନ କରାଯାଇ ସହଜ ଓ ସରଳ ଶିକ୍ଷାଦାନ ପ୍ରଣାଳୀ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏଥିସହିତ ଛାତ୍ରଛାତ୍ରୀଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନର ଦକ୍ଷତାଗୁଡ଼ିକୁ ବିକଶିତ କରିବା ପାଇଁ ବିଭିନ୍ନ ପ୍ରକାର କାର୍ଯ୍ୟକଳାପ ଯଥା- ଗଣିତ କ୍ଲବ୍‌, କାହାଣୀ ପଢ଼ିବା, ଗଣିତ ଓ ସଂଖ୍ୟାକୁ ନେଇ ପ୍ରସ୍ତୁତ ହୋଇଥିବା ବିଭିନ୍ନ ଖେଳ,

ପିଲାଙ୍କ କଳ୍ପନା ଶକ୍ତିକୁ ବଢ଼ାଇବା ପାଇଁ କଳା ଓ ହସ୍ତଶିଳ୍ପ ସମ୍ବନ୍ଧୀୟ କାର୍ଯ୍ୟକଳାପ, ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଏଫ୍‌.ଏଲ୍‌.ଏନ୍‌ ମେଳାର ଆୟୋଜନ କରାଯାଇଥିଲା । ତୃତୀୟ ଶ୍ରେଣୀ ପାଠ ସରିବାବେଳକୁ ପିଲାଟି ବହି ପଢ଼ିବାରେ ସକ୍ଷମ ହେଉଥିବ ଏବଂ ଗାଣିତିକ ପ୍ରଣାଳୀର ବ୍ୟବହାରକୁ ମଧ୍ୟ ସଠିକ୍‌ ଭାବରେ ବୁଝିପାରୁଥିବ, ଏହା ହିଁ ଏଫ.ଏଲ.ଏନ୍‌ ର ମୂଳ ଉଦ୍ଦେଶ୍ୟ । ୨୦୨୭ ମସିହା ସୁଦ୍ଧା ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଏଫ୍‌.ଏଲ୍‌.ଏନ୍‌ କୁ ସଫଳ କରିବା ପାଇଁ ନୂତନ ଶିକ୍ଷା ନୀତି- ୨୦୨୦ରେ ଗୁରୁତ୍ୱ ଦିଆଯାଇଛି ।

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ(ଏକକ୍ତ)ସମ୍ବନ୍ଧିତ ବ୍ୟାପକ ସଚେତନତା ସୃଷ୍ଟି ଓ ଏହାର ସଫଳ କାର୍ଯ୍ୟାନ୍ୱୟନ ନିମନ୍ତେ ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯନ୍ତ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଛି । ଶପଥ ପାଠ, ପ୍ରଦର୍ଶନୀ, ଏକକ୍ତ ଷ୍ଟଲ, ଗଳ୍ପ କଥନ, ଗୀତ ମାଧ୍ୟମରେ ଶିକ୍ଷାଦାନ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ, ଗୋଷ୍ଠୀ ସହଯୋଗିତା, ଶ୍ରେଣୀ କାର୍ଯ୍ୟ ପଦର୍ଶନ, ଶ୍ରେଣୀ ଶିକ୍ଷାରେ ଯାଦୁ ପେଡ଼ିର ବ୍ୟବହାର ଇତ୍ୟାଦି ଉପରେ ବିଭିନ୍ନ କାର୍ଯ୍ୟକ୍ରମ ବିଦ୍ୟାଳୟଗୁଡ଼ିକରେ ଆୟୋଜିତ କରାଯାଇଥିଲା । ୪୪ ହଜାରରୁ ଊଦ୍ଧ୍ୱର୍ ବିଦ୍ୟାଳୟର ୧୫ ଲକ୍ଷରୁ ଊଦ୍ଧ୍ୱର୍ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ସାମିଲ୍‌ ହୋଇଛନ୍ତି ।

ଏହି ଦିବସ ପାଳନ ମାଧ୍ୟମରେ ଗୋଷ୍ଠୀ-ସହଭାଗିତାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ଶିକ୍ଷା ସପ୍ତାହ ପାଳନ ଅବସରରେ ଏଫ୍‌.ଏଲ୍‌.ଏନ୍‌ କୁ ବ୍ୟାପକ କରିବା ଦ୍ୱାରା ସମଗ୍ର ଦେଶରେ ଶିକ୍ଷାକ୍ଷେତ୍ରରେ ସମାନତା ଓ ସାମଗ୍ରିକ ବିକାଶ ବୃଦ୍ଧି ପାଇବ । ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଏବଂ ସ୍ଥାନୀୟ ସମ୍ପ୍ରଦାୟର ମିଳିତ ପ୍ରୟାସରେ ପ୍ରତ୍ୟେକଟି ଶିଶୁ ଉଚ୍ଚଶିକ୍ଷାର ଯାତ୍ରାରେ ଯେପରି ଅଧିକରୁ ଅଧିକ ଦକ୍ଷତାର ସହ ଆଗକୁ ବଢ଼ିପାରିବ ସେଥିପାଇଁ ଏହି କାର୍ଯ୍ୟକ୍ରମ ଜରିଆରେ ପ୍ରୟାସ କରାଯାଉଛି । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

May 5, 2026
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

May 5, 2026
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version