• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିକ୍ଷା ସପ୍ତାହ ପାଳନର ତୃତୀୟ ଦିବସରେ କ୍ରୀଡା ପ୍ରତିଯୋଗିତା

Proprietor Abhimanyu Maharana by Proprietor Abhimanyu Maharana
July 25, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଶିକ୍ଷା ସପ୍ତାହ ପାଳନର ତୃତୀୟ ଦିବସରେ କ୍ରୀଡା ପ୍ରତିଯୋଗିତା
Share on FacebookShare on TwitterWhatsapp

୨୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚିଲିକା :-> ବୋଲଗଡ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଚତୁର୍ଭୁଜ ସରକାରୀ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ କ୍ରୀଡା ଦିବସ ଅନୁଷ୍ଠିତ ହୋଇଯାଇଛି । କ୍ରୀଡା ଶିକ୍ଷକ ଅଂଶୁମାନ ଧଳଙ୍କ ତତ୍ଵାବଧାନରେ ବିଦ୍ୟାର୍ଥୀମାନଙ୍କ ମଧ୍ୟରେ ଦେଶୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା କରାଯାଇଥିଲା । କ୍ୟାରମ, ଚେସ ଖେଳରେ ଶିକ୍ଷୟିତ୍ରୀ ଶୈବାଳିକା ମଲ୍ଲିକ, ଲୁଡୁ ଏବଂ ସାପ ନିଶୁଣି ଖେଳରେ ସୌଦାମିନୀ ପରିଡା, ବ୍ରେନ ଭିଟା ମାର୍ବଲ ଓ ପୁଚିରେ ସ୍ୱର୍ଣ୍ଣଲତା ପ୍ରଧାନ, ୱାର୍ଡ ଚେନ ଓ କିତକିତରେ ବିଭୁପ୍ରସାଦ ମହାପାତ୍ର, ରିଙ୍ଗସରେ ବିଚିତ୍ର କୁମାର ଘଡ଼େଇ ବିଚାରକ ଥିଲେ । ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ବାଇଁ, ବିଶ୍ୱଜିତ ସରୋଜ କୁମାର ଏବଂ ସ୍ମିତାସିନ୍ଧୁ ମହାପାତ୍ର କ୍ରୀଡାର ଉପାଦେ୍ୟତା ସମ୍ପର୍କରେ ବିଦ୍ୟାର୍ଥୀ ମାନଙ୍କୁ ଅବଗତ କରିଥିଲେ ।

ବରିଷ୍ଠ ବିଭାଗରେ କ୍ୟା୍ରମରେ ଆଦିତ୍ୟ ଜେନା, ଚେସରେ ସାଇପ୍ରକାଶ ସେନାପତି, ଲୁଡୁରେ ନନ୍ଦିନୀ ଜେନା, ସାପ ନିଶୁଣି ଖେଳରେ ମୋନାଲି ମହାପାତ୍ର, ବ୍ରେନ ଭିଟା ମାର୍ବଲରେ ସାଇପ୍ରକାଶ ସେନାପତି, ପୁଚିରେ ମୀରା ସିଂହ, ୱାର୍ଡ ଚେନରେ ବିଶ୍ୱଜିତ ମହାନ୍ତି ଏବଂ ରିଙ୍ଗସରେ ରୋଜାଲି ସେନ ପ୍ରଥମ ସ୍ଥାନ ଅଧିକାର କରିଥିଲେ। କନିଷ୍ଠ ବିଭାଗର କ୍ୟାରମରେ ସାଇପ୍ରକାଶ ବେହେରା, ଚେସରେ ସୌମ୍ୟଶ୍ରୀ ସେନାପତି, ଲୁଡୁରେ କ୍ରିଷ୍ଟାଲ ବେହେରା, ସାପ ନିଶୁଣିରେ ସ୍ମିତାଞ୍ଜଳି ଦେଓ, ତେଜସ୍ୱିନୀ ନାୟକ, ୱାର୍ଡ ଚେନରେ କ୍ଷୀରାବ୍ଧି ତନୟା ପ୍ରଧାନ, କିତକିତରେ ଶ୍ରଦ୍ଧାଞ୍ଜଳି ଭୋଇ ଏବଂ ରିଂଗସ ରେ ସୌମ୍ୟରଂଜନ ଖମାରୀ ପ୍ରଥମ ହୋଇଥିଲେ. ଶିକ୍ଷକ ଦୀପ୍ତି ରଞ୍ଜନ ଦାସ, ଶିକ୍ଷୟିତ୍ରୀ ନମିତା ସାହୁ, ଶ୍ରୋତାଲିନି ସାହୁଙ୍କ ସମେତ ଶିବ ପ୍ରଧାନ, ସମ୍ବିତ କେଦାର କର ଓ ସ୍ନେହଲତା ପାଇକରାୟ ସହଯୋଗ କରିଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ

October 14, 2026
Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ 

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ

ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ

October 14, 2026
Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ 

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version