• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଉପମୁଖ୍ୟମନ୍ତ୍ରୀ – ଶ୍ରୀମତୀ ପରିଡ଼ା

Proprietor Abhimanyu Maharana by Proprietor Abhimanyu Maharana
July 26, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଉପମୁଖ୍ୟମନ୍ତ୍ରୀ – ଶ୍ରୀମତୀ ପରିଡ଼ା
Share on FacebookShare on TwitterWhatsapp

 ‘ସୁଭଦ୍ରା’ ଯୋଜନା ପାଇଁ ବଜେଟ୍‌ରେ ୧୦ ହଜାର କୋଟି ଟଙ୍କାର ବ୍ୟୟ ଅଟକଳ

 ବଜେଟ୍‌ରେ ନାରୀ ଶକ୍ତିର ବିକାଶ ଉପରେ ଗୁରୁତ୍ୱ : ବଜେଟ୍‌ରେ ହେଲା ତିନିଗୁଣା ବୃଦ୍ଧି

 ପର୍ଯ୍ୟଟନ କ୍ଷେତ୍ରର ସାମଗି୍ରକ ବିକାଶ ପାଇଁ ୮୦୦ କୋଟି ଟଙ୍କାର ବ୍ୟୟ ଅଟକଳ

୨୫ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡ଼ିଶା ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ନିମନ୍ତେ ବଜେଟ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ୨୦୨୪- ୨୫ ଆର୍ଥିକ ବର୍ଷ ନିମନ୍ତେ ଉପସ୍ଥାପିତ କରିଥିବା ଏହି ବଜେଟରେ ଓଡ଼ିଶାର ମହିଳା ଓ ଶିଶୁ ବିକାଶକୁ ପ୍ରାଧାନ୍ୟ ଦେଇଛନ୍ତି । ମହିଳା ଓ ଶିଶୁ ବିକାଶ ନିମନ୍ତେ ଚଳିତ ବଜେଟ୍‌ରେ ବ୍ୟୟ ଅଟକଳ ତିନିଗୁଣା ବୃଦ୍ଧି କରାଯାଇଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଧନ୍ୟବାଦ ଅର୍ପଣ କରିଛନ୍ତି ା

ଶ୍ରୀମତୀ ପରିଡ଼ା ବଜେଟକୁ ପ୍ରଶଂସା କରି ଏହା ଏକ ସ୍ୱାଗତଯୋଗ୍ୟ ବଜେଟ୍‌ ବୋଲି ଉଲ୍ଲେଖ କରିଛନ୍ତି । ବଜେଟ ଉପରେ ମତାମତ ରଖି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ଯେ ଚଳିତ ବଜେଟ୍‌ରେ ଓଡ଼ିଆ ଅସ୍ମିତା, ଅନ୍ନଦାତା (କୃଷକ), ନାରୀ ଶକ୍ତି, ସ୍ୱାସ୍ଥ୍ୟସେବା, ଶିକ୍ଷା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । ଏହି ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁ ବିକାଶକୁ ପ୍ରାଧାନ୍ୟ ଦେଇ ବହୁ ନୂଆ ଯୋଜନାକୁ ଉପସ୍ଥାପନ କରିଛନ୍ତି । ମହିଳା ସଶକ୍ତିକରଣ, ଆର୍ଥିକ ସ୍ୱାଧୀନତା ଓ ଉଦ୍ୟୋଗ ବିକାଶ ନିମନ୍ତେ ‘ସୁଭଦ୍ରା’ ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି । ଚଳିତ ବଜେଟରେ ୨୦୨୭ ସୁଦ୍ଧା ଓଡ଼ିଶାରେ ୨୫ ଲକ୍ଷ ‘ଲକ୍ଷପତି ଦିଦ’ ସୃଷ୍ଟି କରିବାର ଲକ୍ଷ୍ୟ ରଖାଯାଇଛି ।

ପ୍ରଧାନ ମନ୍ତ୍ରୀ ମାତୃବନ୍ଦନା ଯୋଜନା, ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା, ଯଶୋଦା ଯୋଜନା, ମିଶନ ଶକ୍ତି କାର୍ଯ୍ୟକ୍ରମ, ପୋଷଣ ଅଭିଯାନ ଓ ଅଙ୍ଗନବାଡ଼ି ସେବା ପରି ଲୋକାଭିମୁଖୀ ଯୋଜନାଗୁଡ଼ିକର ଗୁରୁତ୍ୱ ଉପଲବ୍ଧି କରି ଏହାର କାର୍ଯ୍ୟକାରିତା ଓ ସଫଳ ରୂପାୟନ ନିମନ୍ତେ ବଜେଟ୍‌ରେ ପର୍ଯ୍ୟାପ୍ତ ବ୍ୟୟ ଅଟକଳ କରାଯାଇଥିବାରୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଏହାକୁ ସ୍ୱାଗତ କରିଛନ୍ତି । ପର୍ଯ୍ୟଟନ କ୍ଷେତ୍ରର ସାମଗି୍ରକ ବିକାଶ ଲକ୍ଷ୍ୟ ନେଇ ପର୍ଯ୍ୟଟନ ଆବାସର ବିକାଶର ଓ ପରିଚାଳନା, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା, ପର୍ଯ୍ୟଟନ ସୂଚନା ଓ ପ୍ରସାର ନିମନ୍ତେ ବଜେଟ୍‌ରେ ୮୦୦ କୋଟି ଟଙ୍କାର ବ୍ୟୟ ଅଟକଳକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଏକ ଉଲ୍ଲେଖନୀୟ ପଦକ୍ଷେପ ବୋଲି ଅଭିହିତ କରିଛନ୍ତି । ୨୦୨୪-୨୫ ନିମନ୍ତେ ଉପସ୍ଥାପିତ ବଜେଟକୁ ସ୍ୱାଗତ କରିବା ସହ ଓଡ଼ିଶାରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଉନ୍ନତି ହେବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଆଶା ବ୍ୟକ୍ତ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version