• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ଜିଲ୍ଲା ପୁଲିସରେ ଆଜି ବଡ଼ଧରଣର ଅଦଳବଦଳ ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
July 30, 2024
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ମହାନଗର, ହୋମ୍
0
ନୟାଗଡ଼ ଜିଲ୍ଲା ପୁଲିସରେ ଆଜି ବଡ଼ଧରଣର ଅଦଳବଦଳ ହୋଇଛି
Share on FacebookShare on TwitterWhatsapp

୩୦ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ସଦରଥାନା ଅଧିକାରୀ ଅନିତା ସାହୁଙ୍କୁ ବାଣିଗୋଚ୍ଛା ଥାନାକୁ ବଦଳି କରାଯାଇଥ‌ିବା ବେଳେ ବାଣିଗୋଚ୍ଛା ଥାନା, ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନାଙ୍କୁ ଗଣିଆ, ଗଣିଆ ଥାନା ଅଧିକାରୀ ବିଜୟ ରଞ୍ଜନ ପରିଡ଼ାଙ୍କୁ ଚାନ୍ଦପୁର ବଦଳି କରାଯାଇଥ‌ିବା ବେଳେ ଚାନ୍ଦପୁର ଥାନା ଅଧ୍ୟାକାରୀ ଜଗଦିଶ କରଙ୍କୁ ଇଟାମାଟି, ଇଟାମାଟି ଥାନା ଅଧିକାରୀ ଦିଲ୍ଲୀପ କୁମାର ସ୍ବାଇଁଙ୍କୁ ରଣପୁର, ରଣପୁର ଥାନା ନିହାର ରଞ୍ଜନ ମହାନ୍ତିଙ୍କୁ ଖଣ୍ଡପଡ଼ା, ଖଣ୍ଡପଡ଼ା ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ସ୍ବାଇଁଙ୍କୁ ଶରଣକୁଳ, ଶରଣକୁଳ ଥାନା ଅଧିକାରୀ ପୁଷ୍ପଲତା ବେହେରାଙ୍କୁ ହେଡକ୍ୱାର୍ଟର, ଇନ୍ସିପେକ୍ଟର ବିଜୟା ସାହୁଙ୍କୁ ସଦରଥାନା ଅଧିକାରୀ ଭାବେ ବଦଳି କରାଯାଇଛି । ସେହିଭଳି ଭାବେ ଏସଆଇ ଓ ଏଏସଆଇ ସ୍ତରରେ ଅଦଳବଦଳ ହୋଇଛି ।

ନୟାଗଡ଼ ଟାଉନଥାନାରେ କାର୍ଯ୍ୟରତ ପ୍ରୀତିପ୍ରକାଶ ମହାନ୍ତିଙ୍କୁ ରାଜସୁନାଖଳା ଫାଣ୍ଡିକୁ ବଦଳି କରାଯାଇଥ‌ିବା ବେଳେ ରାଜସୁନାଖଳାରୁ ଏସଏଆଇ ଏମ୍.ଡି ଜାଫରୁଲାଙ୍କୁ ବାହାଡ଼ଝୋଲା ଫାଣ୍ଡି, ବାହାଡ଼ଝୋଲା ଫାଣ୍ଡିରୁ ଏସଆଇ ଭିମସେନ ମଲ୍ଲିକଙ୍କୁ ଚାନ୍ଦପୁର ବଦଳି କରାଯାଇଛି । ଦର୍ପନାରାୟଣପୁର ଫାଣ୍ଡି ଅଧିକାରୀ ଏସଆଇ ଧର୍ମେନ୍ଦ୍ର ଶିଆଳଙ୍କୁ ସଦରଥାନା, ସଦରଥାନାରୁ ଏଏସଆଇ ଦିଲ୍ଲୀପ କୁମାର ସେଠୀଙ୍କୁ ଫତେଗଡ଼ ଥାନା, ଫତେଗଡ଼ ଥାନାରୁ ଏଏସଆଇ ପ୍ରତାପ କୁମାର ପାହାଡ଼ସିଂଙ୍କୁ ସଦରଥାନାକୁ ବଦଳି ହୋଇଛି । ସେହିଭଳି ଭାବେ କଣ୍ଟିଲୋ ଫାଣ୍ଡି ଅଧିକାରୀ ରମେଶ ଚନ୍ଦ୍ର ଜେନାଙ୍କୁ ଓଡ଼ଗାଁ ଥାନାକୁ ବଦଳି ହୋଇଥ‌ିବା ବେଳେ ଓଡ଼ଗାଁରୁ ସ୍ଵାଗତ କୁମାର ଦାଶଙ୍କୁ କଣ୍ଟିଲୋ,

ଚାନ୍ଦପୁରରୁ କୃତ୍ତିବାସ ହରିଚନ୍ଦନଙ୍କୁ ଗଣିଆ, ଗଣିଆରୁ ବିରେନ୍ଦ୍ର କୁମାର ଦେହୁରୀଙ୍କୁ ଚାନ୍ଦପୁର, ରଣପୁରରୁ ରମେଶ ଶ୍ରୀଚନ୍ଦନଙ୍କୁ ଆର.ଓ ନୟାଗଡ଼, ଗୋଡ଼ିପଡ଼ାରୁ ସୀମାଞ୍ଚଳ ସ୍ବାଇଁଙ୍କୁ ନୟାଗଡ଼, ନୟାଗଡ଼ ଟାଉନଥାନାରୁ ଏମ.ଡି ହାଇଦର ଅଲ୍ଲୀଙ୍କୁ ଗୋଡ଼ିପଡ଼ା, ନୂଆଗାଁରୁ ମନୋଜ କୁମାର ଦେହୁରୀଙ୍କୁ ଓଡ଼ଗାଁ, ଦଶପଲ୍ଲାରୁ ତାରାକାନ୍ତ ପଟ୍ଟନାୟକଙ୍କୁ ଶରଣକୁଳ, ଶରଣକୁଳରୁ ସଂନ୍ଧ୍ୟାରାଣୀ ସେଠୀଙ୍କୁ ନୟାଗଡ଼ ଟାଉନ, ଓଡ଼ଗାଁରୁ ମନୋଜ କୁମାର ପାତ୍ରଙ୍କୁ ନୟାଗଡ଼ ଟାଉନ, ରଣପୁରରୁ ବିଶ୍ବରଞ୍ଜନ ସିଂଙ୍କୁ ଦର୍ପନାରାୟଣପୁର, ଇଟାମାଟିରୁ ଶରତ କୁମାର ବେହେରାଙ୍କୁ ନୟାଗଡ଼ରୁ କୁଳମଣି ପ୍ରଧାନଙ୍କୁ ରଣପୁର କୋର୍ଟକୁ ବଦଳି କରାଯାଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

August 10, 2026
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version