0୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ଆସନ୍ତା ଅଗଷ୍ଟ ୧୦ ତାରିଖ ଦିନ ଜାତୀୟ କୃମି ନାଶକ ଦିବସ କାର୍ଯ୍ୟକ୍ରମ କୁ ସୂଚାର ରୂପେ ପରିଚାଳନା କରିବା ପାଇଁ ଦଶପଲ୍ଲା ବ୍ଲକର ସମସ୍ତ ବିଦ୍ୟାଳୟ ମାନଙ୍କରୁ ଆସିଥିବା ଶିକ୍ଷକ ମାନଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ ଦଶପଲ୍ଲା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା ।















