• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଧାର କାର୍ଡ ଅପଡେସନ ସମସ୍ତଙ୍କ ପାଇଁ ଜରୁରୀ

Proprietor Abhimanyu Maharana by Proprietor Abhimanyu Maharana
August 3, 2024
in ଓଡ଼ିଶା, ପୁରୀ, ହୋମ୍
0
ଆଧାର କାର୍ଡ ଅପଡେସନ ସମସ୍ତଙ୍କ ପାଇଁ ଜରୁରୀ
Share on FacebookShare on TwitterWhatsapp

୦୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :-> ଆଧାର କାର୍ଡ଼ର ଅଦ୍ୟତନ ବା ଅପଡେସନ ଅତ୍ୟନ୍ତ ଜରୁରୀ।ପ୍ରତ୍ୟେକ ୧୦ ବର୍ଷ ଅନ୍ତରରେ ଆଧାର ଅପଡେସନ ହେବା ଆବଶ୍ୟକ।ତେବେ ୫ ରୁ ୭ ବର୍ଷ ଏବଂ ୧୫ ରୁ ୧୭ ବର୍ଷ ପର୍ଯ୍ୟନ୍ତ ଅପଡେସନ ବିନା ମୂଲ୍ୟ ରେ ହେଉଥିବା ବେଳେ ଅନ୍ୟ ମାନଙ୍କ କ୍ଷେତ୍ରରେ ୧୦୦ ଟଙ୍କା ଦେୟ ଦେବାକୁ ପଡିବ। ତେଣୁ ପୁରୀ ଜିଲ୍ଲାରେ ବ୍ୟାପକ ସଚେତନତା ମାଧ୍ୟମରେ ଏହାକୁ ସଫଳ କରିବାକୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ପରାମର୍ଶ ଦେଇଛନ୍ତି। ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଆଧାର କାର୍ଡ ଅପଡେସନ ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ଯେହେତୁ ବ୍ୟାଙ୍କ ଆକାଉଣ୍ଟ ଖୋଲିବା,

ରାସନ ସାମଗ୍ରୀ ନେବା,ଉଚ୍ଚ ଶିକ୍ଷା, ଛାତ୍ର ବୃତ୍ତି ପାଇବା ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ରେ ଆଧାର କାର୍ଡ ର ବ୍ୟାପକ ବ୍ୟବହାର ହେଉଛି ଓ ଜନ ସାଧାରଣ ଙ୍କ ସୁରକ୍ଷା ପାଇଁ ଏହାକୁ ଗୁରୁତ୍ୱ ଦିଆ ଯାଉଛି,ତେଣୁ ବ୍ୟାପକ ଜାଗରଣ ମାଧ୍ୟମରେ ଲୋକଙ୍କୁ ଅବଗତ କରାଇବାକୁ ସେ ମତ ଦେଇଥିଲେ।ବିସ୍ତୃତ ସୂଚନା ଦେଇ ୟୁଆଇଡିଏଆଇ ର ସହକାରୀ ମ୍ୟାନେଜର ତଥା ରାଜ୍ୟ ପ୍ରତିନିଧି ସୌମ୍ୟ ରଞ୍ଜନ ସିଂ ପ୍ରାୟ ସମସ୍ତ ସରକାରୀ ଯୋଜନା ର ଲାଭ,ଗୋଟିଏ ରାଷ୍ଟ୍ର ଗୋଟିଏ ରାସନ କାର୍ଡ ର ସୁବିଧା, ଋଣ ଆବେଦନ ବ୍ୟାଙ୍କ ଦ୍ଵାରା ଶିଘ୍ର ପ୍ରକ୍ରିୟା କରଣ,ଇନକମ ଟ୍ୟାକ୍ସ ରିଟର୍ଣ୍ଣିଂ ସହାୟତା ପାଇଁ ଆଧାର ଅପଡେସନ ସହ ମୋବାଇଲ ସଂଯୋଗର ଆବଶ୍ୟକତା ରହିଛି ବୋଲି ସୂଚନା ଦେଇଥିଲେ।ନିୟମ ଅନୁସାରେ ପ୍ରତି ୧୦ ବର୍ଷ ରେ ଓ ପିଲା ମାନଙ୍କ କ୍ଷେତ୍ରରେ ୫ ରୁ ୭ ଓ ୧୫ ରୁ ୧୭ ବର୍ଷ ମଧ୍ୟରେ ଏହା ଅପଡେସନ ହେବା ଜରୁରୀ ।

ଅନଲାଇନ myaadhar.uidai.gov.in ରେ ଅପଡେସନ କରାଯାଇପାରିବ।ଅଫଲାଇନ ରେ ପୋଷ୍ଟ ଅଫିସ, ବ୍ଲକ, ଅଙ୍ଗନବାଡି କେନ୍ଦ୍ର ମାଧ୍ୟମରେ ମଧ ଏହା କରାଯାଉଛି ବୋଲି ଜିଲ୍ଲା ଇ ଗଭର୍ଣ୍ଣାନ୍ସ ମ୍ୟାନେଜର ପିୟୁଷ ଚକ୍ରବର୍ତ୍ତୀ ସୂଚନା ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ପୋଲିସ ଡିଏସପି ତପନ କୁମାର ଦାଶ, ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶର୍ମିଷ୍ଠା ହୋତା,ଜିଲ୍ଲା ଯୋଗାଣ ଅଧିକାରୀ ସୁବୋଧ ହୋତା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମମତା ମିଶ୍ର ଓ ଡାକ ବିଭାଗ ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

June 25, 2026
ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

June 25, 2026
ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

June 25, 2026
ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026

Recent News

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

June 25, 2026
ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

June 25, 2026
ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

June 25, 2026
ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

June 25, 2026
ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version