• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳ ଚଳିତ ଆର୍ଥିକ ବର୍ଷରେ ଭାରତୀୟ ରେଳବାଇର ସମସ୍ତ ମଣ୍ଡଳ ମଧ୍ୟରେ ମାଲ ପରିବହନରେ ଶୀର୍ଷ ସ୍ଥାନରେ ରହିଛି 

Proprietor Abhimanyu Maharana by Proprietor Abhimanyu Maharana
August 3, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳ ଚଳିତ ଆର୍ଥିକ ବର୍ଷରେ ଭାରତୀୟ ରେଳବାଇର ସମସ୍ତ ମଣ୍ଡଳ ମଧ୍ୟରେ ମାଲ ପରିବହନରେ ଶୀର୍ଷ ସ୍ଥାନରେ ରହିଛି 
Share on FacebookShare on TwitterWhatsapp

୦୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା-ଜଟଣୀ  :->  ଇଷ୍ଟ କୋଷ୍ଟ ରେଲୱେ ଖୋର୍ଦ୍ଧାରୋଡ଼ ମଣ୍ଡଳ ଚଳିତ ଆର୍ଥିକ ବର୍ଷରେ ପ୍ରଥମ ରେଳ ମଣ୍ଡଳ ଭାବେ ୧୦୦ ମିଲିୟନ୍ ଟନ୍ ମାଲ ପରିବହନ କରିପାରିଛି । ୧ ଏପ୍ରିଲ ୨୦୨୪ ରୁ ୧ ଅଗଷ୍ଟ ୨୦୨୪ ପର୍ଯ୍ୟନ୍ତ ୧୦୦.୦୦ ମେଟ୍ରିକ୍ ଟନ୍ ମାଲ ପରିବହନ କରାଯାଇଛି । କେବଳ ଜୁଲାଇ ୨୦୨୪ ରେ ୧୩.୬୯ ମେଟ୍ରିକ୍ ଟନ୍ ମାଲ ପରିବହନ କରାଯାଇଛି । ଚଳିତ ଆର୍ଥିକ ବର୍ଷରେ ଅର୍ଥାତ ୧ ଏପ୍ରିଲ ୨୦୨୪ ରୁ ୧ ଅଗଷ୍ଟ ୨୦୨୪ ପର୍ଯ୍ୟନ୍ତ । ଖୋର୍ଦ୍ଧାରୋଡ୍ ମଣ୍ଡଳ ହେଉଛି ପ୍ରଥମ ମଣ୍ଡଳ ଯାହା ୧୨୩ ଦିନରେ ୧୦୦ ମିଲିୟନ୍ ଟନ୍ ମାଲ ପରବହନ କରିପାରିଛି ଏବଂ ଭାରତୀୟ ରେଳବାଇର ସମସ୍ତ ମଣ୍ଡଳ ମଧ୍ୟରେ ମାଲ ପରିବହନ ଏକ ମାଇଲଖୁଣ୍ଟ ସୃଷ୍ଟି କରିଛି ।

ମାଲ ପରିବହନରେ ଲୋଡିଂ ଏବଂ ଅନଲୋଡିଂ ଉଭୟ ସାମିଲ ଅଟେ। ଏହି ସମୟରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ଗତ ବର୍ଷର ସମାନ ଅବଧି ତୁଳନାରେ 6% ଅଧିକ ମାଲ ପରିବହନ କରିଛି ।  ଜୁଲାଇ ୨୦୨୪ ରେ ୧୩.୬୯ ମିଟ୍ରିକ୍ ଟନ୍ ପରିବହନ କରିଛି ଏବଂ ୧୧.୬ ମିଟ୍ରିକ୍ ଟନ୍ ମାଲ ଅନଲୋଡ୍ କରିଛି, ଯାହା ଜୁଲାଇ ୨୦୨୩ ତୁଳନାରେ ୯% ଅଧିକ (ଅର୍ଥାତ ଲୋଡିଂରେ ୮% ଅଧିକ ଏବଂ ଅନଲୋଡିଂରେ ୧୦% ଅଧିକ) ଅଛି ।

ମୁଖ୍ୟ ମାଲ ଯୋଗାଣକାରୀଗୁଡିକ ହେଉଛି ତାଲଚେର, ପାରାଦୀପ, ଧମରା, ନୟାଗଡ଼, ମେରା ମଣ୍ଡଲି, ସୁକିନ୍ଦା, ଯାହାଠାରୁ ବିଭିନ୍ନ ପଣ୍ୟ ସମେତ କୋଇଲା, ଲୌହ,ଖାଦ୍ୟ ସାମଗ୍ରୀ, ପେଟ୍ରୋଲିୟମ , କଞ୍ଚା ମାଲ ଇତ୍ୟାଦି ପରିବହନ କରାଯାଇଛି । ଶ୍ରୀ ଏଚ ଏସ୍ ବାଜ୍ୱା,ମଣ୍ଡଳ ରେଳ ପ୍ରବନ୍ଧକ, ଖୋର୍ଦ୍ଧା ରୋଡଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଏଵଂ ରେଳ ବିଭାଗର ଅଧିକାରୀ ମାନଙ୍କ ଚେଷ୍ଟାରେ ଏହି ସଫଳତା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026
ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

October 14, 2026
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version