• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ : ପୋଖରୀରେ ବୁଡ଼ି ଚାଲିଗଲା ଜଣକ ଜୀବନ

Proprietor Abhimanyu Maharana by Proprietor Abhimanyu Maharana
August 3, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ : ପୋଖରୀରେ ବୁଡ଼ି ଚାଲିଗଲା ଜଣକ ଜୀବନ
Share on FacebookShare on TwitterWhatsapp

୦୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା  :->  ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଅଞ୍ଚଳରେ । ମୃତକ ମହାସିଙ୍ଗି ଗ୍ରାମର ଭକ୍ତରାମ ପୁଜାରୀ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଭକ୍ତରାମ ସବୁଦିନ ଭଳି ଶନିବାର ମଧ୍ୟ ବିଲରୁ କାମ ସାରି ଗେଗୁର ପଦର ନିକଟସ୍ଥ ଡିଗୁରିସାହି ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ହେଲେ ଗାଧୋଇବାକୁ ପୋଖରୀ ଭିତରକୁ ପଶିବା ବେଳେ କୌଣସି କାରଣରୁ ପୋଖରୀରେ ବୁଡ଼ି ଯାଇଥିଲେ ଭକ୍ତରାମ ।

କିଛି ସମୟ ପରେ ଅଞ୍ଚଳର କିଛି ଲୋକେ ସେହି ପୋଖରୀକୁ ଗାଧୋଇବାକୁ ଯିବା ବେଳେ ଭକ୍ତରାମଙ୍କ ଶବ ପାଣିରେ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଖବର ଦେବା ସହ ବାଲିଗୁଡ଼ା ଅଗ୍ନିଶମ ବାହିନୀ ଓ ପୋଲିସ ବିଭାଗ କୁ ଜଣାଇଥିଲେ । ଖବରପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ପୋଖରୀରୁ ଶବ ଉଦ୍ଧାର କରିବା ପରେ ବାଲିଗୁଡ଼ା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ଅନ୍ୟପଟେ ଭକ୍ତରାମଙ୍କ ପ୍ରକୃତ ମୃତ୍ୟୁର କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବା ବେଳେ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି ପୋଲିସ୍ । ସେପଟେ ମୃତକଙ୍କ ଗରିବ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବାକୁ ସରକାରଙ୍କୁ ନିବେଦନ କରିଛନ୍ତି ମହାସିଙ୍ଗି ସରପଞ୍ଚ ରଞ୍ଜିତ ମଲ୍ଲିକ । ପୋଖରୀର ପାହାଚରେ ଶିକୁଳି ଲାଗିଛି । ଏଣୁ ଶିକୁଳିରେ ଗୋଡ଼ ଖସି ପୋଖରୀରେ ବୁଡ଼ି ଭକ୍ତରାମଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି ବୋଲି ବାଲିଗୁଡ଼ା ଅଗ୍ନିଶମ ଭାରପ୍ରାପ୍ତ ଅଧିକାରୀ ସୁକାନ୍ତ ବାରିକ୍ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
Pattamundai celebrates 80th Birthday of Baraha Samal

Pattamundai celebrates 80th Birthday of Baraha Samal

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version