୦୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୂଆଗାଁ ପଞ୍ଚାୟତ ସମିତି ମଧ୍ୟରେ ଥିବା ସଭା ଗୃହରେ ଆଜି ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି. ଉକ୍ତ ବୈଠକରେ ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲଷ୍ମୀପ୍ରିୟା ବେହେରା, ବିଡ଼ିଓ ବାସୁଦେବ ନାୟକ,ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ଵର୍ଣ୍ଣ ସାରିକା ଜେନା, ଡବ୍ଲୁ ଇ ଓ ଯଜ୍ଞେଶ୍ଵର ନାୟକ, ଉପସ୍ଥିତ ଥିଲେ।ବୈଠକ ଆରମ୍ଭରେ ପୂର୍ବ ବର୍ଷର ବିବରଣୀ ପଠନ କରାଯାଇଥିଲା ।















