• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାରେ ବାତଜ୍ଵର ନିରାକରଣ ଓ ସଚେତନତା ପାଇଁ ଗଣମାଧ୍ୟମ ସମ୍ବେଦନଶୀଳ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
August 7, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଜିଲ୍ଲାରେ ବାତଜ୍ଵର ନିରାକରଣ ଓ ସଚେତନତା ପାଇଁ ଗଣମାଧ୍ୟମ ସମ୍ବେଦନଶୀଳ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୦୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :->  ମୟୂରଭଞ୍ଜ ଜିଲ୍ଲାରେ ଫାଇଲେରିଆ ବା ବାତଜ୍ଵର ନିରାକରଣ ପାଇଁ ଆସନ୍ତା ଅଗଷ୍ଟ ୧୦ ରୁ ୧୯ ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଅଛି ସାର୍ବଜନୀନ ଔଷଧ ସେବନ ବା (Mass Drug Administration) କାର୍ଯ୍ୟକ୍ରମ। ଏହି ପରିପ୍ରେକ୍ଷୀରେ, ଜିଲ୍ଲା ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ଏକ ଗଣମାଧ୍ୟମ ସମ୍ବେଦନଶୀଳ କାର୍ଯ୍ୟକ୍ରମ ଜିଲ୍ଲା ପ୍ରାଥମିକ ଆନ୍ତରିକତା କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି ମାନେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି, ବାତଜ୍ଵର ନିରାକରଣ ଏବଂ ଏହି ପରିପ୍ରେକ୍ଷୀରେ ଜନସଚେତନତା କିଭଳି ହୋଇପାରିବ ସେ ବିଷୟରେ ବିଶଦ ବିବରଣୀ ପାଇଥିଲେ।ସାର୍ବଜନୀନ ଔଷଧ ସେବନ ପ୍ରକ୍ରିୟାକୁ କିଭଳି ତ୍ୱରାନ୍ୱିତ କରାଯିବ ଏବଂ ଏହି ପ୍ରକାର ପଦକ୍ଷେପକୁ କିଭଳି ଜନମାନସରେ ଆଦୃତ କରାଯିବ ସେ ବିଷୟରେ, ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ଡଃ ଶାନ୍ତନୁ କୁମାର ଦାଶ ଓ ଡଃ ଜ୍ଞାନେନ୍ଦ୍ର କୁମାର ମହାନ୍ତି ଆଲୋଚନା କରିଥିଲେ।

ଗଣମାଧ୍ୟମ ହେଉଛି ସମାଜର ଦର୍ପଣ ସଦୃଶ, ଏବଂ ସ୍ୱାସ୍ଥ୍ୟଗତ ସଚେତନତା ପାଇଁ ଗଣମାଧ୍ୟମର ବ୍ୟବହାର ପ୍ରକୃଷ୍ଟ ବୋଲି, ସମସ୍ତ ବରିଷ୍ଠ ଚିକିତ୍ସକ ଏହି ବୈଠକରେ କହିଥିଲେ। ସୂଚନା ଥାଉକି ଚଳିତ ବର୍ଷ, ଜନ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ତରଫରୁ, ଜିଲ୍ଲାରେ ୨୮,୫୭,୦୦୦ ରୁ ଉର୍ଧ୍ଵ ଜନସାଧାରଣଙ୍କୁ ଏହି ସାର୍ବଜନୀନ ଔଷଧ ସେବନ ପ୍ରକ୍ରିୟାରେ ସାମିଲ କରାଇବା ପାଇଁ ପ୍ରଶାସନ ଉଦ୍ୟମ କରିଛି। ମୟୂରଭଞ୍ଜ ଜିଲ୍ଲା ଏକ ଆଦିବାସୀ ବହୁଳ ଜିଲ୍ଲା ହୋଇଥିବାରୁ ଏଥି ସହିତ ସମ୍ପ୍ରଦାୟ ସଚେତନତା ମାଧ୍ୟମରେ ଏବଂ ଗଣମାଧ୍ୟମ ଜରିଆରେ ଲୋକଙ୍କୁ ସଚେତନ କରାଇବା ପାଇଁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କୁ ଜିଲ୍ଲାପାଳ ଦାୟିତ୍ୱ ଦେଇଥିଲେ। ଆଜିର ଏହି ବୈଠକ ମାଧ୍ୟମରେ ଜିଲ୍ଲାରେ କିପରି ଫାଇଲେରିଆ ନିଦାନ ପାଇଁ ପଦକ୍ଷେପ ସବୁ ନିଆ ଯାଉଛି ଏବଂ ପ୍ରତ୍ୟେକ ସର୍ବେକ୍ଷଣ ତଥ୍ୟକୁ କିଭଳି ଉପଯୋଗୀତାର ସହିତ ସମ୍ପାଦନା କରା ଯାଉଛି ସେ ବିଷୟରେ ଚିକିତ୍ସା ଅଧିକାରୀ ସମସ୍ତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଅବଗତ କରାଇଥିଲେ।
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version