୦୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦୟଗିରି :-> ସାରା ବିଶ୍ୱ ପ୍ରତିବର୍ଷ ଅଗଷ୍ଟ ମାସ ପ୍ରଥମ ସପ୍ତାହକୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ଭାବେ ପାଳନ କରୁଥିବା ବେଳେ ଗଜପତି ଜିଲ୍ଲା ମୋହନା ବ୍ଲକ ଲବାରସିଂ ପଂଚାୟତରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି,















