୦୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚିଲିକା :-> ନାଚୁଣୀ ମହାବିଦ୍ୟାଳୟ ର ୪୪ତମ ପ୍ରତିଷ୍ଠା ଦିବସ ଉତ୍ସବ ମହାବିଦ୍ୟାଳୟ ସ୍ଥିତ ଅଡିଟୋରିୟମ ଗ୍ରୃହରେ ବର୍ଣ୍ଣାଢ଼୍ୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ଅରୁଣ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବର ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ଶ୍ରୀ ଶ୍ରୀ ଜଗନ୍ନାଥ ଙ୍କ ବିଗ୍ରହ ରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ଅଜିତ୍ ମିଶ୍ରଙ୍କ ନିର୍ଦ୍ଦେଶନାରେ ମହାବିଦ୍ୟାଳୟ ର ଛାତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିବା ଅଧ୍ୟଖ୍ୟ ରାଜକିଶୋର ସାହୁଙ୍କ ଦ୍ବାରା ସ୍ବାଗତ ଭାଷଣ ପରେ ଅଧ୍ୟାପକ ବାଙ୍କନିଧି କହଲ ସିଂହ ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିଲେ।ମୁଖ୍ୟ ଅତିଥି ଭାବେ ଖଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠି,















