• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରହ୍ଲାଦ ଚନ୍ଦ୍ର ମହାନ୍ତିଙ୍କ ସ୍ମରଣେ (ଦ୍ୱାଦଶାହ ଉପଲକ୍ଷେ)

Proprietor Abhimanyu Maharana by Proprietor Abhimanyu Maharana
August 11, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପ୍ରହ୍ଲାଦ ଚନ୍ଦ୍ର ମହାନ୍ତିଙ୍କ  ସ୍ମରଣେ (ଦ୍ୱାଦଶାହ ଉପଲକ୍ଷେ)
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୧ ଅଗଷ୍ଟ ମଙ୍ଗଳବାର ) ଜଗତସିଂହପୁର :- ସୁଦୂର ବିଶାଖାପାଟଣାର ବିଶିଷ୍ଟ ସମାଜସେବୀ ପ୍ରହ୍ଲାଦ ଚନ୍ଦ୍ର ମହାନ୍ତିଙ୍କ ପରଲୋକ ଆମ ସମସ୍ତଙ୍କୁ ଶୋକାଭିଭୂତ କରିଛି । ଜଗତସିଂହପୁର ଜିଲ୍ଲା ପଞ୍ଚପଲ୍ଲୀ ଗ୍ରାମର ମୂଳବାସିନ୍ଦା ହେଉଛନ୍ତି ସ୍ୱର୍ଗତ ମହାନ୍ତି । ଦୀର୍ଘ ବର୍ଷ ଧରି ପ୍ରବାସରେ ରହି ବ୍ୟବସାୟ କରୁଥିଲେ ମଧ୍ୟ ତାଙ୍କର ଓଡ଼ିଶା ସହିତ ଆତ୍ମିକ ସଂପର୍କ ବଳବତ୍ତର ଥିଲା । ସେ ଜଣେ ସଫଳ ବ୍ୟବସାୟୀ ଥିଲେ । ବୃତ୍ତିରେ ବ୍ୟବସାୟୀ ହୋଇଥିଲେ ମଧ୍ୟ ପ୍ରବୃତ୍ତିରେ ଓଡ଼ିଶା ପ୍ରୀତି ଓ ବଦାନ୍ୟତା ଭରି ରହିଥିଲା । ତାଙ୍କର ବଦାନ୍ୟତା ମାଧ୍ୟମରେ ବହୁ ବ୍ୟକ୍ତି ଉପକୃତ ହୋଇଛନ୍ତି ।

ବହୁ ଗରିବ, ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଦେଇ ସ୍ୱର୍ଗତ ମହାନ୍ତି ସେମାନଙ୍କୁ ଉଚ୍ଚଶିକ୍ଷା ଆହରଣ କରାଇବା ସହିତ ସମାଜରେ ପ୍ରତିଷ୍ଠିତ କରାଇବାରେ ସୁଯୋଗ ପ୍ରଦାନ କରିଥିଲେ । ଜଣେ ସରଳ, ଉଦାର ଓ ପରୋପକାରୀ ବ୍ୟକ୍ତି ଭାବରେ ତାଙ୍କର ସବୁମହଲରେ ଆଦର ରହିଥିଲା । ପନିୀ ସୁଲେଖିକା ପୁଣ୍ୟପ୍ରଭା ଦେବୀଙ୍କ ସୃଜନ ଆଗ୍ରହ ତାଙ୍କ ପରିବେଶକୁ ରୁଦ୍ଧିମନ୍ତ କରିଥିବାବେଳେ ସେ ଜଣେ ସାହିତ୍ୟାନୁରାଗୀ ଭାବେ ଏ ଦିଗରେ ତରୁଣମାନଙ୍କୁ ବିଶେଷ କରି ଉତ୍ସାହିତ କରିଆସୁଥିଲେ ।

ତାଙ୍କ ବିୟୋଗରେ ଅଞ୍ଚଳବାସୀ ଗଭୀର ମର୍ମାହତ ହୋଇଛନ୍ତି । ମୃତୁ୍ୟ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା । ତାଙ୍କ ପରଲୋକରେ ମୁଁ ଗଭୀର ଶୋକପ୍ରକାଶ କରିବା ସହିତ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରୁଛି ଓ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରୁଛି । ତାଙ୍କର ସଫଳ ବ୍ୟବସାୟିକ ଆଦର୍ଶ, ବଦାନ୍ୟତା ଓ ସମାଜସେବା ଗୁଣ ସମସ୍ତଙ୍କୁ ଅନୁପ୍ରାଣିତ କରୁଥାଉ, ଏତିକି ମୋର କାମନା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

June 28, 2026
ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

June 28, 2026
ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version