• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏଡିଆର ଓ ଭିଏଫଡି ରିପୋର୍ଟ ଦେଶରେ ନିର୍ବାଚନ ସ୍ୱଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
August 10, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଏଡିଆର ଓ ଭିଏଫଡି ରିପୋର୍ଟ ଦେଶରେ ନିର୍ବାଚନ ସ୍ୱଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି : ବିଜେଡି
Share on FacebookShare on TwitterWhatsapp

 ୫୪୧ ଲୋକସଭା ଆସନ ମଧ୍ୟରୁ ୫୩୮ ଆସନରେ ବ୍ୟତିକ୍ରମ ପରିଲକ୍ଷିତ

 ଭୋଟ ବ୍ୟତିକ୍ରମ ସୌଜନ୍ୟରୁ ୭୯ ଆସନରେ ବିଜେପିକୁ ଫାଇଦା

 ଓଡ଼ିଶାର ୨୧ ଲୋକସଭା ଆସନରୁ ୧୮ ଆସନରେ ବ୍ୟତିକ୍ରମ

୦୯ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର ନିକଟରେ ଜାତୀୟ ସ୍ତରରେ ପ୍ରକାଶିତ ହୋଇଥିବା ଏଡିଆର ରିପୋର୍ଟ ଓ ଭଏସ ଫର ଡେମୋକ୍ରେସୀ ରିପୋର୍ଟ ଉପରେ ଆଲୋକପାତ କରି ଏହା ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି କହିଥିଲେ । ସେ କହିଥିଲେ, ନିକଟରେ ଆସୋସିଏସନ ଫର ଡେମୋକ୍ରାଟିକ ରିପୋର୍ଟ ଓ ଭଏସ ଫର ଡେମୋକ୍ରେସି ପରି ଦୁଇ ଜାତୀୟ ସଂସ୍ଥା ଦ୍ୱାରା ପ୍ରକାଶିତ ହୋଇଛି ଯେଉଁଥିରେ ଭୋଟ ଦିନ ପ୍ରକାଶିତ ହୋଇଥିବା ସମୁଦାୟ ଭୋଟ ଓ ଭୋଟ ଗଣତି ଦିନ ଜଣା ପଡ଼ିଥିବା ସମୁଦାୟ ଭୋଟର ପାର୍ଥକ୍ୟ ପାଞ୍ଚ କୋଟିରୁ ଅଧିକ ରହିଛି ।

ସମୁଦାୟ ଭୋଟରେ ଏତେ ବଡ଼ ବ୍ୟବଧାନ ନିଶ୍ଚିତ ଭାବେ ଏକ ବଡ଼ ବ୍ୟତିକ୍ରମ ଓ ଆମ ସାମ୍ୱିଧାନିକ ବ୍ୟବସ୍ଥା ପାଇଁ ଏକ ପ୍ରଶ୍ନବାଚୀ । ଏହି ରିପୋର୍ଟ ଅନୁଯାୟୀ, ନିର୍ବାଚନ ହୋଇଥିବା ୫୪୧ ସିଟ୍ ମଧ୍ୟରୁ ୫୩୮ଟି ସିଟ୍‌ରେ ଏହି ବ୍ୟତିକ୍ରମ ଦେଖିବାକୁ ମିଳିଛି । ଏହି ରିପୋର୍ଟ ଅନୁଯାୟୀ, ଅନୁନ୍ୟ ୭୯ଟି ଏମ୍‌ପି ଆସନରେ ଏହି ବ୍ୟତିକ୍ରମ କାରଣରୁ ବିଜେପିର ବିଜୟ ପାଇଁ ସହାୟକ ହୋଇଛି । ସେହିପରି ଓଡ଼ିଶାର ୧୮ଟି ଲୋକସଭା ଆସନରେ ମଧ୍ୟ ଏପରି ବ୍ୟତିକ୍ରମ ଦେଖିବାକୁ ମିଳିଛି ବୋଲି ଶ୍ରୀମତୀ ସାମନ୍ତସିଂହାର କହିଥିଲେ ।

ସେ ଆହୁରି କହିଥିଲେ, ଏହି ରିପୋର୍ଟକୁ ଅନୁଧ୍ୟାନ କଲେ ଆମ ଦେଶର ସାମ୍ୱିଧାନିକ ବ୍ୟବସ୍ଥା ଉପରେ ସ୍ୱାଭାବିକ ଭାବେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଯଦିଓ ନିର୍ବାଚନ କମିସନର ଇଭିଏମର ସ୍ୱଚ୍ଛତା ଉପରେ ବାରମ୍ୱାର ଦୃଢୋକ୍ତି ପ୍ରକାଶ କରିଛନ୍ତି, ଏହି ରିପୋର୍ଟ ଜନସାଧାରଣଙ୍କ ମନରେ ଇଭିଏମର ସ୍ୱଚ୍ଛତା ଓ ନିରପେକ୍ଷତା ଉପରେ ପ୍ରଶ୍ନ ସୃଷ୍ଟି ହୋଇଛି । ତେଣୁ ଆମ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧକୁ ସୁଦୃଢ ରଖିବା ପାଇଁ ଏହା ଉପରେ ଏକ ଉଚ୍ଚସ୍ତରୀୟ ତଦନ୍ତ ହେବା ଆବଶ୍ୟକତା ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version