• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ତୃଣମୂଳ ସ୍ତରରୁ ସଙ୍ଗଠନକୁ ସୃଦୃଢ଼ କରିବା ନିମନ୍ତେ ରାଜ୍ୟ ଗ୍ରସ୍ତରେ ଯୁବ ଓ ଛାତ୍ର ବିଜେଡ଼ି ସଭାପତି

Proprietor Abhimanyu Maharana by Proprietor Abhimanyu Maharana
August 11, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ତୃଣମୂଳ ସ୍ତରରୁ ସଙ୍ଗଠନକୁ ସୃଦୃଢ଼ କରିବା ନିମନ୍ତେ ରାଜ୍ୟ ଗ୍ରସ୍ତରେ ଯୁବ ଓ ଛାତ୍ର ବିଜେଡ଼ି ସଭାପତି
Share on FacebookShare on TwitterWhatsapp

ରାଜ୍ୟବ୍ୟାପୀ ସଂଗଠନ ଖସଡ଼ା ପ୍ରସ୍ତୁତ କରିବ ଯୁବ ଓ ଛାତ୍ର ବିଜେଡ଼ି ସଭାପତି ।

ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ଆହୁରି ସଶକ୍ତ ଓ ସୁଦୃଢ଼ ହୋଇ ରାଜ୍ୟବ୍ୟାପୀ ଜନସେବା ଜାରି ରଖିବ ।

୧୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଆଜି ତୃଣମୂଳ ସ୍ତରରୁ ସଙ୍ଗଠନକୁ ସୃଦୃଢ଼ କରିବା ନିମନ୍ତେ ରାଜ୍ୟ ଯୁବ ବିଜେଡ଼ି ସଭାପତି ଶ୍ରୀ ବ୍ୟୋମକେଶ ରାୟ ଏବଂ ବିଜୁ ଛାତ୍ର ଜନତା ଦଳ ସଭାପତି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ଵରେ ରାଜ୍ୟବ୍ୟାପୀ ସଂଗଠନ ଖସଡ଼ା ପ୍ରସ୍ତୁତି ନିମନ୍ତେ ଏକ ରାଜ୍ୟ ଗ୍ରସ୍ତ କାର୍ଯ୍ୟକ୍ରମ ଅୟୋଜନ କରାଯାଇଛି । ଯାହା ଦ୍ଵାରା ରାଜ୍ୟର ସମସ୍ତ ଜିଲ୍ଲାରେ ଯୁବ ଓ ଛାତ୍ର ବିଜେଡ଼ି ସଭାପତିଙ୍କ ନେତୃତ୍ବରେ ଜିଲ୍ଲାର ସମସ୍ତ ଯୁବ ଓ ଛାତ୍ର କର୍ମକର୍ତ୍ତାଙ୍କୁ ନେଇ ଏକ ବୈଠକ ଆୟୋଜନ କରି ଆଗାମୀ ଦିନର କାର୍ଯ୍ୟପନ୍ଥା ସ୍ଥିର କରିବା ସହ ତୃଣମୂଳ ସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବାନିମନ୍ତେ ଏକ ସଂଗଠନ ଖସଡ଼ା ପ୍ରସ୍ତୁତ କରାଯିବ ।

ପ୍ରଥମ ଦିନରେ ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାରେ ବିଜୁ ଜନତା ଦଳର ଯୁବ ଓ ଛାତ୍ର ବିଜେଡ଼ି କର୍ମକର୍ତ୍ତାଙ୍କୁ ନେ଼ଇ ବୈଠକ ଆୟୋଜନ କରାଯାଇଥିଲା । ଏହି ବୈଠକରେ ବିଜୁ ଯୁବ ଜନତା ଦଳ ରାଜ୍ୟ ସଭାପତି ଶ୍ରୀ ବ୍ୟୋମକେଶ ରାୟ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ଆଗାମୀ ଦିନରେ ବିଜୁ ଛାତ୍ର ଯୁବ ଜନତା ଦଳର କାର୍ଯ୍ୟକ୍ରମ ସ୍ଥିର କରିବା ସହ ସଙ୍ଗଠନକୁ ତୃଣମୂଳ ସ୍ତରରୁ ବ୍ୟାପକ କରିବା ନିମନ୍ତେ ସଂଗଠନ ଖସଡ଼ା ପ୍ରସ୍ତୁତ କରାଗଲା ।

ଏହି ଅବସରରେ ବିଜୁ ଯୁବ ଜନତା ଦଳ ରାଜ୍ୟ ସଭାପତି ଶ୍ରୀ ବ୍ୟୋମକେଶ ରାୟ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ ବିଜୁ ଜନତା ଦଳ ଭାରତ ବର୍ଷର ସର୍ବବୃହତ ଆଞ୍ଚଳିକ ଦଳ ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବର୍ଷ ତମାମ ରାଜ୍ୟବ୍ୟାପୀ ସଙ୍ଗଠନକୁ ସୁଦୃଢ଼ କରିବା ପାଇଁ କାର୍ଯ୍ୟକ୍ରମ ଜାରି ରହେ । ଏହି ପରିପେଖିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟବ୍ୟାପୀ ସମସ୍ତ ଜିଲ୍ଲାରେ ସଂଗଠନ କର୍ମକର୍ତ୍ତା ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ଯାହାଦ୍ଵାରା ରାଜ୍ୟବ୍ୟାପୀ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକ୍ରମକୁ ତ୍ଵରାନିତ କରିବା ସହ ଆଗାମୀ ଦିନର ଦଳର ଆଭିମୂଖ୍ୟ ଏବଂ ସଙ୍ଗଠନ ସମ୍ପର୍କରେ ଆଲୋଚନା କରାଗଲା ।

ଏହିପରି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ ଆଗାମୀ ଦିନରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ନିଜର କାର୍ଯ୍ୟପନ୍ଥା ଏବଂ ତୃଣମୂଳ ସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ନିମନ୍ତେ ଏହି କର୍ମକର୍ତ୍ତା ବୈଠକ ଆୟୋଜିତ । ଏହା ସହ ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ଆହୁରି ସଶକ୍ତ ଓ ସୁଦୃଢ଼ ହୋଇ ରାଜ୍ୟବ୍ୟାପୀ ଜନସେବା ଜାରି ରଖିବ । ତତ୍ ସହିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଓଡ଼ିଶା ଅବହେଳିତ ପ୍ରସଙ୍ଗରେ ନିଜ ସ୍ୱର ଶାଣିତ କରିବା ସହ ଆନ୍ଦୋଳନର ପନ୍ଥା ଗ୍ରହଣ କରିବ । ଓଡ଼ିଶା ବସୀଙ୍କ ହକ ପାଇଁ ବିଜୁ ଯୁବ ଛାତ୍ର ଜନତା ଦଳର ସମସ୍ତ କର୍ମକର୍ତ୍ତା ପ୍ରତିଶ୍ରୁତିବଦ୍ଧ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version