• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ ନେଇ ତଦନ୍ତ

Proprietor Abhimanyu Maharana by Proprietor Abhimanyu Maharana
August 12, 2024
in ଓଡ଼ିଶା, ଗଜପତି, ହୋମ୍
0
ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ ନେଇ ତଦନ୍ତ
Share on FacebookShare on TwitterWhatsapp

୧୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲାର ମୋହନା ଥାନା ଖାରିଗୁମା ଗାଁରେ ଜଣେ ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁଘଟିଛି । ମୃତ ମହିଳା ଜଣକ ହେଲେ କୁନି ଶବର(୨୬)। ସେ ୬ ମାସର ଗର୍ଭବତୀ ଥିବା କହିଛନ୍ତି ପରିବାର ଲୋକେ। ଖବର ପାଇ ମୋହନା ଥାନା ସବ ଇନ୍ସପେକ୍ଟର ବିଏନ ରେଡି ଓ ପ୍ରତାପ ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି । ପୁଲିସ ସୂତ୍ରରୁ ମିଳିଥିବା ସୂଚନା ପ୍ରକାରେ ଖାରିଗୁମା ଗାଁର ସଞ୍ଜୟ ଶବର ଗତ ୨୦୧୭ରେ କେରାଞ୍ଜୁଳି ଗାଁର କୁନି ଶବରକୁ ବିବାହ କରିଥିଲେ  l

ତାଙ୍କର ୩ ବର୍ଷର ଏକ ପୁଅ ଅଛି l ଶନିବାର ସକାଳେ ସଞ୍ଜୟ ତାଙ୍କ ପତ୍ନୀ କୁନିର ମୃତ୍ୟୁ ଘଟିଥିବା ନେଇ କୁନିଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ କୁନି ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିବା ନେଇ ସଞ୍ଜୟ ତାଙ୍କ ଭାଇକୁ ଜଣାଇଥିଲେ l ଖବର ପାଇ କୁନିଙ୍କ ଭାଇ କାଳିଆ ମଣ୍ଡଳ ଓ ପରିବାର ଲୋକେ ଖାରିଗୁମା ଗାଁରେ ପହଞ୍ଚିଥିଲେ ତେବେ କୁନିଙ୍କ ମୃତଦେହ ତଳେ ପଡ଼ିଥିବା ଦେଖ୍ ତାଙ୍କର ସନ୍ଦେହ ସୃଷ୍ଟି ହୋଇଥିଲା । ବିବାହ ଦିନ ଠାରୁ କୁନିକୁ ତାଙ୍କ ସ୍ବାମୀ ସଞ୍ଜୟ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ନେଇ ମୃତ କୁନିଙ୍କ ଭାଇ ଅଭିଯୋଗ କରିଛନ୍ତି I

ତେଣୁ ତାଙ୍କ ଭଉଣୀକୁ ତାର ସ୍ବାମୀ ହତ୍ୟା କରିଥିବା ନେଇ ମୋହନା ଥାନାରେ ଅଭିଯୋଗ କରିଛନ୍ତି ତାଙ୍କ ଭାଇ କୁନିଙ୍କ ୩ ବର୍ଷର ପୁଅ ଟିଏ ଥିବାବେଳେ ଏବେ ସେ ୬ ମାସର ଗର୍ଭବତୀ ଥିଲେ ବୋଲି ପରିବାର ଲୋକେ କହିଛନ୍ତି I ଖବର ପାଇ ମୋହନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି  l ଏକ ମାମଲା ରୁଜୁ କରାଯାଇ ସ୍ବମୀକୁ ଅଟକ ରଖାଯାଇଛି । ରବିବାର ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯିବ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣା ପଡ଼ିବ ବୋଲି ଥାନା ଅଧିକାରୀ ବସନ୍ତ ସେଠୀ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି

ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି

October 3, 2026
ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

October 3, 2026
ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

October 3, 2026
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି

ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି

October 3, 2026
ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version