• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ସଭ୍ୟତାର ୧୨୩ତମ ଷ୍ଟୋର୍‌ର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
August 14, 2024
in ଓଡ଼ିଶା, ଖେଳ, ବାଣିଜ୍ୟ, ହୋମ୍
0
ଭୁବନେଶ୍ୱରରେ ସଭ୍ୟତାର ୧୨୩ତମ ଷ୍ଟୋର୍‌ର ଶୁଭାରମ୍ଭ
Share on FacebookShare on TwitterWhatsapp

୧୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ଭାରତର ଅଗ୍ରଣୀ ପ୍ରିମିୟମ ଏଥ୍‌ନିକ ୱେୟାର ବ୍ରାଣ୍ଡ, ସଭ୍ୟତା ଭୁବନେଶ୍ୱର ଓଡିଶାରେ ଏହାର ୧୨୩ତମ ଷ୍ଟୋର ଓ ୨ୟ ଷ୍ଟୋର୍‌ର ବିଶାଳ ଶୁଭାରମ୍ଭ କରିଛି । ଏହି ନୂତନ ଷ୍ଟୋରର ଉଦ୍‌ଘାଟନ ଭୁବନେଶ୍ୱରରେ ଏହି ବ୍ରାଣ୍ଡର ଉପସ୍ଥିତିକୁ ଅଧିକ ସୁଦୃଢ କରିଛି । ଏହି ନୂଆ ଷ୍ଟୋର ସହରର ଗତିଶୀଳ ଫ୍ୟାଶନ ଆବଶ୍ୟକତାକୁ ପୂରଣ କରିବା ପାଇଁ ଲକ୍ଷ୍ୟ ରଖିଛି । ଏହି ଅବସରରେ ଭୁବନେଶ୍ୱରର ମେୟର ଶ୍ରୀମତୀ ସୁଲୋଚନା ଦାସ ମଧ୍ୟ ଉପସ୍ଥିତ ଥିଲେ । ଭୁବନେଶ୍ୱରର ସ୍ୱତନ୍ତ୍ର ସାଂସ୍କୃତିକ ଐତିହ୍ୟ ଓ ଅର୍ଥନୈତିକ ପରିବେଶ, ସଭ୍ୟତାର ସମ୍ପ୍ରସାରଣ ପାଇଁ ଏହାକୁ ଏକ ଆଦର୍ଶ ସ୍ଥାନରେ ପରିଣତ କରୁଛି । ଓଡିଶାର ଏକ ସାଂସ୍କୃତିକ ଓ ବାଣିଜ୍ୟିକ କେନ୍ଦ୍ର ଭାବେ ପରିଚିତ ଏହି ସହର ଫ୍ୟାଶନ ଓ ଏଥ୍‌ନିକ ପୋଷାକ ପାଇଁ ଅପାର ସମ୍ଭାବନା ପ୍ରଦାନ କରୁଛି, ଯାହା ପାରମ୍ପରିକ ପୋଷାକର ଆଧୁନିକୀକରଣ କରିବା ଓ ଏହାକୁ ସେଲିବ୍ରେଟ କରିବା ନେଇ ସଭ୍ୟତାର ଦୃଷ୍ଟିକୋଣ ସହ ଉପଯୁକ୍ତ ଭାବେ ମେଳ ଖାଉଛି ।

ବିକଶିତ ଫ୍ୟାଶନ ଟ୍ରେଣ୍ଡ୍ ଏବଂ କର୍ମ କ୍ଷେତ୍ରରେ ମହିଳାମାନଙ୍କ ବର୍ଦ୍ଧିତ ଅଂଶଗ୍ରହଣର ପ୍ରତିକ୍ରିୟାରେ, ସଭ୍ୟତା ଏକ ବିସ୍ତୃତ ଶୃଙ୍ଖଳାର ପୋଷାକ ପ୍ରଦାନ କରିବା ଜାରି ରଖିଛି ଯାହା ପାରମ୍ପରିକ ଓ ଆଧୁନିକ ଉପାଦାନଗୁଡିକୁ ମିଶ୍ରଣ କରୁଛି । ଏହି ଷ୍ଟୋର୍‌ର କଲେକ୍ସନରେ ୧୩୯୯ ଟଙ୍କାରୁ ୧୭,୯୯୯ ଟଙ୍କା ମଧ୍ୟରେ ବିଭିନ୍ନ ଅବସର ପାଇଁ ଫ୍ୟାଶନ-ଫର୍‌ୱାର୍ଡ ପୋଷାକ ସାମିଲ ରହିବ । ଏସମ୍ପର୍କରେ ସଭ୍ୟତାର ସହପ୍ରତିଷ୍ଠାତା ପଙ୍କଜ ଆନନ୍ଦ କହିଛନ୍ତି, “ଆମେ ଭୁବନେଶ୍ୱରରେ ଆମର ୨ୟ ଷ୍ଟୋର୍ ଖୋଲିବା ପାଇଁ ଉତ୍ସାହିତ ରହିଛୁ ଏବଂ ସହରର ଜୀବନ୍ତ ଫ୍ୟାଶନ ସମୁଦାୟକୁ ସେବା ଯୋଗାଇବା ପାଇଁ ଅପେକ୍ଷା କରିଛୁ ।

ଏହି ନୂଆ ଷ୍ଟୋର୍ ଆମର ନୂତନ କଲେକ୍ସନକୁ ପ୍ରଦର୍ଶିତ କରିବ ଏବଂ ଏଥ୍‌ନିକ ଫ୍ୟାଶନ ଉପରେ ଏକ ସତେଜ ଦୃଷ୍ଟିକୋଣ ପ୍ରଦାନ କରିବ, ଯାହା ଏଥିନିକ ୱେୟାରକୁ ଆଜିର ମହିଳାମାନଙ୍କ ପାଇଁ ପହଂଚଯୋଗ୍ୟ ଓ ପ୍ରାସଙ୍ଗିକ କରିବାର ଆମର ଲକ୍ଷ୍ୟ ସହ ଜଡିତ ରହିଛି ।” କମ୍ପାନୀର ସହ- ପ୍ରତିଷ୍ଠାତା ଅନିଲ ଅରୋରା କହିଛନ୍ତି, “ଆମର ୧୨୩ତମ ଷ୍ଟୋର୍‌ର ଉନ୍ମୋଚନ ଏକ ବଡ ସଫଳତା ଅଟେ ।

ଆମେ ଭୁବନେଶ୍ୱରରେ ଆମର ଉପସ୍ଥିତିକୁ ବିସ୍ତାର କରି ଉତ୍ସାହିତ ଅଛୁ ଏବଂ ଦେଶର ପ୍ରତ୍ୟେକ କୋଣ ପାଇଁ ସର୍ବୋତମ ଏଥ୍‌ନିକ ପୋଷାକ ଆଣିବା ଲାଗି ପ୍ରତିବଦ୍ଧ ରହିଛୁ ।” ସଭ୍ୟତା ନିଜର ସ୍ୱତନ୍ତ୍ର ଡିଜାଇନ, ଜୀବନ୍ତ ରଙ୍ଗ ଓ ସୁଲଭ ମୂଲ୍ୟ ସହିତ ଏଥିନିକ ୱେୟାର ସେଗ୍‌ମେଂଟ୍‌ରେ ଏକ ଲିଡର ଭାବେ ନିଜକୁ ସ୍ଥାପିତ କରିଛି । ଭାରତବ୍ୟାପୀ ବ୍ରାଣ୍ଡର ଷ୍ଟୋରଗୁଡିକର ବିସ୍ତୃତ ନେଟ୍‌ୱର୍କ ସମସ୍ତଙ୍କ ପାଇଁ ଏଥ୍‌ନିକ ଫ୍ୟାଶନକୁ ପହଂଚଯୋଗ୍ୟ କରିବା ନେଇ ଏହାର ସମର୍ପଣକୁ ପ୍ରତିଫଳନ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

September 10, 2026
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

September 10, 2026
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

September 10, 2026
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version