• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭାରେ ବିଧାୟକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀଙ୍କୁ ଅତିଥି କରିବା ଏକ ବଡ଼ ଅସଙ୍ଗତି : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
August 15, 2024
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
ବିଧାନସଭାରେ ବିଧାୟକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀଙ୍କୁ ଅତିଥି କରିବା ଏକ ବଡ଼ ଅସଙ୍ଗତି : ବିଜେଡି
Share on FacebookShare on TwitterWhatsapp

 ରାଜ୍ୟ ସରକାର ପରମ୍ପରା ବିରୋଧୀ କାର୍ଯ୍ୟକ୍ରମ କରନ୍ତୁ ନାହିଁ

 ବାଚସ୍ପତି ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ଉଚିତ ନୁହେଁ

୧୪ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭଵନ ଠାରେ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ମୁଖପାତ୍ର ତଥା ଦଳର ଉପମୁଖ୍ୟ ସଚେତକ ପ୍ରତାପ ଦେବ ଓ ବିଧାୟକ ଗଣେଶ୍ୱର ବେହେରା ବିଧାନସଭାରେ ଅନୁଷ୍ଠିତ ହେବାକୁ ଥିବା ବିଧାୟକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀଙ୍କୁ ଅତିଥି କରିବା ନିଷ୍ପତ୍ତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରି ଏହା ଏକ ଅସଙ୍ଗତି ବୋଲି କହିଛନ୍ତି । ଶ୍ରୀ ଦେବ କହିଥିଲେ, ବିଧାନସଭାରେ ବିଧାୟକମାନଙ୍କୁ ନେଇ ହେଉଥିବା କାର୍ଯ୍ୟକ୍ରମରେ ସାଧାରଣତଃ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି ଅତିଥି ଭାବେ ରହିଥାନ୍ତି ।

କିନ୍ତୁ ରାଜ୍ୟର ବିଜେପି ସରକାର ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିବା ବିଧାୟକମାନଙ୍କ ପାଇଁ ଅଗଷ୍ଟ ୧୭ ତାରିଖରେ ହେବାକୁ ଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଘାଟନ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଗଷ୍ଟ ୧୮ ତାରିଖରେ ଉଦଯାପନୀ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ ପି ନଡ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଉଭୟ ନେତା କେନ୍ଦ୍ର ମନ୍ତ୍ରୀ ହୋଇଥିଲେ ମଧ୍ୟ ସେ ବିଧାନସଭାର ସଦସ୍ୟ ନୁହଁନ୍ତି । ତେଣୁ ତାଙ୍କୁ ଅତିଥି କରିବା ଗୃହର ମର୍ଯ୍ୟାଦା ହାନି ହେବା ସହ ଏହା ଏକ ଦଳୀୟ କାର୍ଯ୍ୟକ୍ରମ ପରି ମନେ ହେଉଛି। ତେଣୁ ରାଜ୍ୟ ସରକାର ଏଥିରୁ କ୍ଷାନ୍ତ ହୁଅନ୍ତୁ ଓ ପରମ୍ପରା ଭାଙ୍ଗନ୍ତୁ ନାହିଁ।

ବିଜେଡି ନେତା ତଥା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା କହିଥିଲେ, ବିଧାନସଭା ପରିସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଅତିଥି କରିବା ଏକ ବଡ଼ ଅସଙ୍ଗତି । ତାଛଡ଼ା ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଗୁତୁତ୍ୱ ଦିଆ ଯାଇନାହିଁ । ଏହି ପ୍ରଶିକ୍ଷଣ ବ୍ୟତୀତ, ବିଜେପିର ରାଜ୍ୟ ମୁଖ୍ୟାଳୟ ଠାରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ବିଧାନସଭାର ବାଚସ୍ପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବାଚସ୍ପତି ଦଳୀୟ କାର୍ଯ୍ୟକ୍ରମର ରହି କାର୍ଯ୍ୟ କରିବାର ପରମ୍ପରା ରହିଥିଲାବେଳେ ସେ ଦଳୀୟ କାର୍ଯ୍ୟଳୟରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗ ଦେବା ଏକ ଅସଙ୍ଗତି ଓ ଏହା ତାଙ୍କ ନିରପେକ୍ଷତା ଉପରେ ପ୍ରଶ୍ନ ସୃଷ୍ଟି କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version