• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାନୀୟ ଜଳ ପ୍ରକଳ୍ପ କୁ ଉଦଘାଟନ କଲେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 16, 2024
in ଓଡ଼ିଶା, ଗଜପତି, ହୋମ୍
0
ପାନୀୟ ଜଳ ପ୍ରକଳ୍ପ କୁ ଉଦଘାଟନ କଲେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ
Share on FacebookShare on TwitterWhatsapp

ପ୍ରେମ ସ୍ଵେଚ୍ଛାସେବୀ ସଂଗଠନ ଏବଂ ଆଜମି ପ୍ରେମଜି ଫାଉଣ୍ଡେସନ ମିଳିତ ଆନୁକୁଲ୍ୟରେ ମୋହନା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ପାନୀୟ ଜଳ ପ୍ରକଳ୍ପ କୁ ଉଦଘାଟନ କଲେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

୧୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ମୋହନା ବ୍ଲକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଖାରିଗୁଡା ଠାରେ ପାଞ୍ଚ ଲକ୍ଷ ଷାଠିଏ ହଜାର ଟଙ୍କା ବ୍ୟୟରେ ପାନୀୟ ଜଳ ପ୍ରକଳ୍ପକୁ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ଲୋକାର୍ପଣ କରିଥିବା ବେଳେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍ୱଚ୍ଛତା, ଆତ୍ମ ନିର୍ଭରଶୀଳ ଚାଷ ସହ ପାନୀୟ ଜଳ ପ୍ରତି ଗୁରୁତ୍ଵ ଦେଇ ଗଜପତି ଜିଲ୍ଲାରେ କାର୍ଯ୍ୟ କରିବେ ବୋଲି ପ୍ରକାଶ କରିଥିଲେ। ଅନ୍ୟତମ ଅତିଥି ଭାବେ “ନବୀନ”ସମ୍ବାଦପତ୍ର ର ସମ୍ପାଦକ ପ୍ରେମ ରାଜ୍ୟର ଚଉଦ ଟି ଜିଲ୍ଲାରେ ଲୋକଙ୍କ ପାଇଁ ଦୀର୍ଘ ବର୍ଷ ଧରି କାର୍ଯ୍ୟଧାରା ଚାଲୁ ରଖିଥିବା ପ୍ରକାଶ କରିଥିଲେ।

ପ୍ରେମ ସଂସ୍ଥାର ନିର୍ଦ୍ଦେଶକ ଜକୋବ ଥୁଣ୍ଡିଲ ନିଜ ବକ୍ତବ୍ୟରେ ସଂସ୍ଥା ଲୋକଙ୍କ ପାଇଁ ଉନ୍ନତି ମୂଳକ କାର୍ଯ୍ୟ ଲୋକଙ୍କ ସହଯୋଗରେ ଚାଲୁ ରହିଥିବା ସୂଚନା ପ୍ରଦାନ କରିଥିଲେ। ମନ୍ତ୍ରୀ ନିଜ ବକ୍ତବ୍ୟରେ ପ୍ରେମ ସଂସ୍ଥା ଦ୍ଵାରା ଲୋକ ବିଭିନ୍ନ ପ୍ରକାର ସୁବିଧା ସହ ଜନହିତକର କାର୍ଯ୍ୟ ଦ୍ଵାରା ସଫଳ ହେଲେ ସଂସ୍ଥାର ନିର୍ଦ୍ଦେଶକ ସନ୍ତୋଷ ପ୍ରକାଶ କରୁଥିବା ସହ ଆନନ୍ଦ ଅନୁଭବ କରୁଥିବା ପ୍ରକାଶ କରିଥିଲେ। ସଂସ୍ଥାର ଲୋକ ସମ୍ପର୍କ ଅଧିକାରୀ ରତନ ମିଶ୍ର ଉପସ୍ଥିତ ଥିବା ଅତିଥି ମାନଙ୍କୁ ସାଧୁବାଦ ଜଣାଇଥିବା ସହ ନିର୍ଦ୍ଦେଶକ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ। ସଂସ୍ଥାର ଅଧିକାରୀ ମାନେ ମନ୍ତ୍ରୀଙ୍କୁ ଏକ ଆଦିବାସୀ ସଂଗ୍ରହାଳୟ ପ୍ରତିଷ୍ଠା ପାଇଁ ନିବେଦନ କରିଥିଲେ। ପ୍ରେମ ସଂସ୍ଥା ଦୀର୍ଘ ଚାଳିଶ ବର୍ଷ ହେଲା ଆଦିବାସୀ ଦଳିତ କୃଷକ ମତ୍ସ୍ୟଜିବି ଓ ମହିଳା ମାନଙ୍କ ଉନ୍ନତି ନିମନ୍ତେ ଅନବରତ କାର୍ଯ୍ୟ କରି ଚଳୁଥିବା ଉପସ୍ଥିତ ଅତିଥି ମାନେ ଆଲୋକପାତ କରିଥିଲେ।

ଯେତେବେଳେ ଆଦିବାସୀ ଲୋକେ ଦିନକୁ ଦୁଇ ଓଳି ଖାଇବାକୁ ଖାଦ୍ୟ ପାଇ ପାରୁନଥିଲେ, ପିନ୍ଧି ବାକୁ ବସ୍ତ୍ର ଓ ରହିବାକୁ ବାସ ଗୃହର ଅଭାବ ଥିଲା ଓ ନିରକ୍ଷରତା ଯୋଗୁଁ ସମସ୍ତେ ଅନ୍ଧକାରରେ ରହୁଥିଲେ ସେହି ସମୟରେ ପ୍ରେମ ସଂସ୍ଥା ଗଜପତି ଜିଲ୍ଲା ରେ ଆରମ୍ଭ ହୋଇଥିଲା। ପ୍ରେମ ସଂସ୍ଥା ର ପ୍ରତିଷ୍ଠାତା ଡ଼ା. ଜାକୋବ ଥୁଣ୍ଡିଲ ତାଙ୍କ କେତେକ ସହଯୋଗୀଙ୍କୁ ନେଇ ୧୯୮୪ମସିହା ରେ ଆରମ୍ଭ ହୋଇ ବର୍ତ୍ତମାନ ସୁଦ୍ଧା ମାନବବାଦୀ ଚିନ୍ତାଧାରାରେ ସେହି ସମୟରେ ସମାଜରେ ପ୍ରଚଳିତ ଥିବା ବିଭିନ୍ନ ସମସ୍ୟା ସମାଧାନ ପୂର୍ବକ ଜନ ହିତକର କାର୍ଯ୍ୟକ୍ରମ କରି ଆସୁଥିବା ଦେଖିବାକୁ ମିଳୁଛି।

ସଂସ୍ଥା ଶିକ୍ଷା, ସ୍ବାସ୍ଥ୍ୟ, ଜୀବନ ଜୀବିକା ନେଇ ଓଡ଼ିଶା ଏବଂ ଓଡ଼ିଶା ବାହାର କେତକ ରାଜ୍ୟରେ ଲୋକଙ୍କ ପାଇଁ କାର୍ଯ୍ୟ ଧାରା ଚାଲୁ ରହିଥିବା ପ୍ରକାଶ କରିଛନ୍ତି। ଏହି ଉଦଘାଟନ କାର୍ଯ୍ୟକ୍ରମରେ ପାରଳା ର ପୂର୍ବତନ ବିଧାୟକ କେ. ନାରାୟଣ ରାଓ, କାମଦେବ ବଡନାୟକ ଙ୍କ ସମେତ ବିଡିଓ ରାଜୀବ ଦାସ, ତହସିଲଦାର ସତ୍ୟବାନ ନାୟକ ସଙ୍ଗେ ବିଜେପି ର ବହୁ ବରିଷ୍ଟ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହିଥିଲେ। ସଂସ୍ଥା ବର୍ତ୍ତମାନ ଲୋକଙ୍କୁ ସଚେତନ କରିବା ନିମନ୍ତେ ବିଷ ମୁକ୍ତ ଓ ଋଣ ମୁକ୍ତ ସମାଜ ଗଠନ ସ୍ଲୋଗାନ ଦେଇ ଲୋକଙ୍କୁ ସଚେତନ କରୁଥିବା ଦେଖିବାକୁ ମିଳିଛି। ପ୍ରେମ ର କାର୍ଯ୍ୟଧାରା କୁ ସାଧାରଣରେ ଉଚ୍ଚ ପ୍ରଶଂସା କରିବା ଶୁଣିବାକୁ ମିଳିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version