No Result
View All Result
ଛାତ୍ର, ମହିଳା, ଯୁବକ, ପଂଚାୟତ ପ୍ରତିନିଧି ଓ ଦଳୀୟ କର୍ମୀଙ୍କୁ ଭେଟିଲେ – ନବୀନ
୧୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ ।

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ରଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ଦମନ ଚଳଚିତ୍ରର ମୁଖ୍ୟ କଳାକାର ଶ୍ରୀ ବାବୁସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।
No Result
View All Result