• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧର୍ମେନ୍ଦ୍ର ପ୍ରଧାନଙ୍କର ପୌରାହିତ୍ୟରେ ସିଲଭର ଗାନ୍ଧୀଙ୍କର ପଦଯାତ୍ରା ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
August 19, 2024
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଧର୍ମେନ୍ଦ୍ର ପ୍ରଧାନଙ୍କର ପୌରାହିତ୍ୟରେ ସିଲଭର ଗାନ୍ଧୀଙ୍କର ପଦଯାତ୍ରା ଉଦଯାପିତ
Share on FacebookShare on TwitterWhatsapp

୧୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ  :->  ସ୍ୱଚ୍ଛ ଭାରତ ଅଭିଯାନର ବ୍ରାଣ୍ଡ ଆମ୍ବାସାଡ଼ର ସିଲଭର ଗାନ୍ଧୀ ଭାବରେ ପ୍ରସିଦ୍ଧ ମୋହନ ମହାପାତ୍ର ନିକଟରେ ଗାନ୍ଧୀନଗର ଠାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ତାଙ୍କର ୩୦ ଦିନିଆ ପଦଯାତ୍ରା ସମାପନ କରିଛନ୍ତି ।ସ୍ୱଚ୍ଛ ଭାରତ ଗଠନ, ମା ପାଇଁ ଗଛ ଟିଏ ରୋପଣ ଏବଂ ଘରେ ଘରେ ତ୍ରୀରଙ୍ଗା ଉଡ୍ଡIୟନ ଆଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଆହ୍ୱାନ ଗୁଡିକୁ ପ୍ରଚାର,ପ୍ରସାର ଏବଂ ଲୋକପ୍ରିୟ କରିବା ଉଦ୍ଦେଶ୍ୟରେ ଏହି ପଦଯାତ୍ରା ଆୟୋଜିତ ହୋଇଥିବା ଜଣାଯାଇଛି ।

ଗୁଜୁରାଟର ଗାନ୍ଧୀ ନଗରଠାରେ ଏହି ପଦଯାତ୍ରାକୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ଭାଈ ପଟେଲ ଉଦଘାଟନ କରିଥିବା ବେଳେ ନୂଆଦିଲ୍ଲୀ ଠାରେ ଉଦଯାପନ ଅଧିବେଶନରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ପଦଯାତ୍ରୀ ସିଲଭର ଗାନ୍ଧୀ ଜାତୀୟ ରାଜଧାନୀରେ ପାଦ ଦେବା ପରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଉତ୍ତରପୂର୍ବ ଦିଲ୍ଲୀର ସାଂସଦ ମନୋଜ ତିୱାରୀ ତାଙ୍କୁ ଉଚ୍ଛ୍ବସିତ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିବା ପ୍ରାପ୍ତ ସୂଚନାରୁ ପ୍ରକାଶ ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପତ୍ନୀ ମୃଦୁଳା ପ୍ରଧାନଙ୍କ ସହିତ ତାଙ୍କର କୃଷକ ରୋଡ଼ ସ୍ଥିତ ବାସଭବନରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ସିଲଭର ଗାନ୍ଧୀଙ୍କୁ ଭବ୍ୟ ବିଧାଇ ଜଣାଇଥିବା ଦେଖା ଯାଇଥିଲା । ଶ୍ରୀ ପ୍ରଧାନ ପରିବେଶ ସୁରକ୍ଷା ସମ୍ପର୍କରେ ଭାରତବର୍ଷର କୋଣ ଅନୁକୋଣରେ ସଚେତନତା ସୃଷ୍ଟି କରିବା ଉପଲକ୍ଷେ ସିଲଭର ଗାନ୍ଧୀଙ୍କର ପଦଯାତ୍ରା ଜରିଆରେ ଏହି ମହତ ପ୍ରୟାସକୁ ଭୁରୀ ଭୁରୀ ପ୍ରଶଂସା କରିଥିଲେ ।

ଗାନ୍ଧୀନଗର ଠାରେ ପଦଯାତ୍ରାକୁ ଉଦଘାଟନ କରିବା ଅବସରରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ଭାଈ ପଟେଲ, ସିଲଭର ଗାନ୍ଧୀଙ୍କର ପ୍ରଦୂଷଣ ମୁକ୍ତ ସ୍ୱଚ୍ଛ ଓ ସବୁଜ ଭାରତ ଗଠନ ଉଦ୍ଦେଶ୍ୟରେ ଏହି ସାଧୁ ଉଦ୍ୟମର ସଫଳତା ପାଇଁ ଶୁଭ କାମନା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଜୀବନ, ଦର୍ଶନ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ତାଙ୍କର ବାର୍ତ୍ତାକୁ ପ୍ରତ୍ୟେକ ଭାରତୀୟଙ୍କ ନିକଟରେ ପହୁଞ୍ଚାଇବାକୁ ଅନବରତ ଭାବେ ଚେଷ୍ଟାରତ ଥିବା ସିଲଭର ଗାନ୍ଧୀ ଗଣମାଧ୍ୟମ ନିକଟରେ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 18, 2026
ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

August 18, 2026
S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

August 18, 2026
ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 18, 2026
ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

August 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version