• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଲକାତା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ

Proprietor Abhimanyu Maharana by Proprietor Abhimanyu Maharana
August 19, 2024
in ଓଡ଼ିଶା, ଦେଶ, ହୋମ୍
0
କୋଲକାତା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ
Share on FacebookShare on TwitterWhatsapp

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ଶୁଣାଣି ସୁପ୍ରିମକୋର୍ଟ କରିବେ ୩ ଜଣିଆ ଖଣ୍ଡପୀଠ ଆସନ୍ତା ମଙ୍ଗଳବାର ଏହାର ଶୁଣାଣି କରିବେ ବୋଲି ଜଣାପଡ଼ିଛି ।

୧୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ :->  ଦେଶକୁ ଦୋହଲାଇ ଦେଇଥିବା କୋଲକାତା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ । କୋଲକାତାର ଗୋଟିଏ ସରକାରୀ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ଶୁଣାଣି ସୁପ୍ରିମକୋର୍ଟ କରିବେ ୩ ଜଣିଆ ଖଣ୍ଡପୀଠ ଆସନ୍ତା ମଙ୍ଗଳବାର ଏହାର ଶୁଣାଣି କରିବେ ବୋଲି ଜଣାପଡ଼ିଛି । ପ୍ରଧାନ ବିଚାରପତି ଜଷ୍ଟିସ୍ ଡିାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି ହେବ । କୋଲକାତା ଘଟଣାକୁ ନେଇ ଏବେ ସମଗ୍ର ଦେଶରେ ହଇଚଇ ସୃଷ୍ଟି ହୋଇଛି କୋଲକାତା ପୁଲିସ୍ ପକ୍ଷରୁ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟକୁ ଗିରଫ କରାଯାଇଥିବା ବେଳେ ସିବିଅlଇ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ଅଧିକ ତଦନ୍ତ କରୁଛି । ଏସବୁ ଭିତରେ ପୂରା ଦେଶରେ ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି ଓ ଡାକ୍ତରମାନେ ଡ୍ୟୁଟି ବେଳେ ସୁରକ୍ଷା ଦାବି କରି ଆନ୍ଦୋଳନ କରୁଛନ୍ତି ।

ତେଣୁ ସୁପ୍ରିମକୋର୍ଟ ଏହି ଭୟଙ୍କର ଘଟଣାରେ ହସ୍ତକ୍ଷେପ କରିଛନ୍ତି । ଜଷ୍ଟିସ ଚନ୍ଦ୍ରଚୂଡ଼, ଜଷ୍ଟିସ ଜେବି ପାରଡିାଲା ଓ ଜଷ୍ଟିସ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ ଏହାର ଶୁଣାଣି ଅ।ସନ୍ତା ୨୦ ତାରିଖରେ କରିବେ । ସୂଚନାଯୋଗ୍ୟ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ଙ୍କୁ ଏହି ପ୍ରସଙ୍ଗରେ ଏକ ଚିଠି ଲେଖା ଯାଇଥିଲା । ଯେଉଁଥିରେ ପ୍ରଧାନ ବିଚାରପତି ସମଗ୍ର ବିଷୟର ନିଜଅ।ଡୁ ହସ୍ତକ୍ଷେପ କରିବାକୁ ଦାବି କରାଯାଇଥିଲା । ଚିଠିରେ କୁହାଯାଇଛି ଯେ ଏହି ବିଷୟ କେବଳ ନିରୀହ ଜୀବନକୁ ସମାପ୍ତ କରିବା ନୁହେଁ ଏହା ଆମ ଦେଶର ଆତ୍ମା ଉପରେ ଆକ୍ରମଣ, ନ୍ୟାୟ ଏବଂ ମାନବିକତାର ଅ।ଦର୍ଶ ପ୍ରତି ଏକ ଅପମାନ । ଯାହା ଅ।ମର ମହାନ ସମ୍ବିଧାନ ବଜାୟ ରଖିବାକୁ ବଳ ଯୋଗାଇଥାଏ ।

ଏଭଳି ନିଷ୍ଠୁର ଭାବେ ଯୁବ ଜୀବନ ସମାପ୍ତ ହେବା ଆମ ଦେଶର ସାମୂହିକ ବିବେକକୁ ଚକିତ କରି ଦେଇଛି । ଜଣେ ପ୍ରତିଜ୍ଞାକାରୀ ଡାକ୍ତର, ଯିଏ ନିଜକୁ ଚିକିତ୍ସା ତଥା ଜୀବନ ରକ୍ଷା କରିବାର ପବିତ୍ର କର୍ତ୍ତବ୍ୟରେ ଉତ୍ସର୍ଗ କରିଥିଲେ ଯେଉଁଠାରେ ସେ ମାନବିକତାର ସେବା କରିଥିଲେ । ସେହି ସ୍ଥାନରେ ତାଙ୍କୁ ଅତି ନିର୍ମମ ଭାବରେ ନିର୍ଯାତନା ଦିଅ। ଯାଇଛି । ତେବେ ଏହି ଘଟଣାର ତଦନ୍ତ ସିବିଅ।ଇ ଟିମ୍ ଜାରି ରଖିଛି ଅlରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜରୁରୀକାଳୀନ । ର୍ଡରେ ଏବଂ ବାହାରେ ଥ୍ରୀ-ଡି ଲେଜର ମ୍ୟାପିଂ ଯାଞ୍ଚ ଏବଂ କୋଡିଂ କରୁଛି ଉଚ୍ଚ ସଠିକତା ଥ୍ରୀ-ଡି ଲେଜର ସ୍କାନର୍‌ ସାହାଯ୍ୟରେ ଡାକ୍ତରଖାନାରେ ଡିଜିଟାଲ୍‌ ମ୍ୟାପିଂ କରାଯାଉଛି । ଅଗଷ୍ଟ ୯ ତାରିଖରେ କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ସେମିନାର ରୁମରୁ ୩୧ ବର୍ଷୀୟ ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମିଳିଥିଲା । ଘଟଣା ବିରୋଧରେ ପୂରା ଦେଶରେ ବିକ୍ଷୋଭ ଦେଖିବାକୁ ମିଳିଥିଲା ଘଟଣାର ୧୨ ଘଣ୍ଟା ମଧ୍ୟରେ ପୁଲିସ୍ ସିଭିକ ସ୍ୱେଚ୍ଛାସେବୀ ସଞ୍ଜୟ ରୟକୁ ଗିରଫ କରିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version