• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୧ତମ “ପଶୁ ସମ୍ପଦ ଗଣନା -୨୦୨୪”: ପର୍ଯ୍ୟଵେକ୍ଷକ ଏବଂ ଗଣନାକାରୀଙ୍କ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର

Proprietor Abhimanyu Maharana by Proprietor Abhimanyu Maharana
August 21, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
୨୧ତମ “ପଶୁ ସମ୍ପଦ ଗଣନା -୨୦୨୪”: ପର୍ଯ୍ୟଵେକ୍ଷକ ଏବଂ ଗଣନାକାରୀଙ୍କ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର
Share on FacebookShare on TwitterWhatsapp

 ଆସନ୍ତା ସେପ୍ଟେମ୍ବର ୧ ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ “ପଶୁ ସମ୍ପଦ ଗଣନା -୨୦୨୪”

୨୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :-> ୨୧ତମ “ପଶୁ ସମ୍ପଦ ଗଣନା -୨୦୨୪” ରେ ନିୟୋଜିତ ପର୍ଯ୍ୟଵେକ୍ଷକ ଏବଂ ଗଣନାକାରୀଙ୍କ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଦିନ ବାରିପଦା ସ୍ଥିତ ଜିଲ୍ଲା ପ୍ରାଣୀ ଚିକିତ୍ସାକେନ୍ଦ୍ର ଠାରେଅନୁଷ୍ଠିତ ହୋଇଯାଇଛି। ସୂଚନା ଥାଉକି, ଏହି ପ୍ରଶିକ୍ଷଣ ସମୟରେ ପର୍ଯ୍ୟଵେକ୍ଷକ ଏବଂ ଗଣନାକାରୀ ମାନଙ୍କୁ ପ୍ରଣିଧାନ ଆକଳନ, ବର୍ଗ, ପ୍ରାଣୀଗଣନା, ଉତ୍ପାଦନ, ଯୋଜନା ସମେତ ପ୍ରାଣୀଧନ ଅବିବୃଦ୍ଧି ବିଷୟରେ ସୂଚନା କିପରି ସଂଗ୍ରହ କରିବେ ତତ୍ସହିତ ମୋବାଇଲ ଆପର ବ୍ୟବହାର ସମେତ ପ୍ରାଣୀଙ୍କ ପ୍ରଜାତି ସମ୍ବନ୍ଧୀୟ ସୂଚନା କିଭଳି ଠୁଳ କରିବେ ସେ ବିଷୟରେ ବରିଷ୍ଠ ବିଶେଷଜ୍ଞ ମାନେ ଆଲୋକପାତ କରିଥିଲେ।

ଏହି ପ୍ରଶିକ୍ଷଣ ଆସନ୍ତା ୧ ସେପ୍ଟେମ୍ବର ଠାରୁ ଆରମ୍ଭ ହୋଇ ୩୧ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟରେ ପ୍ରଶିକ୍ଷଣ ନେଇଥିବା ଜିଲ୍ଲାର ୨୬୮ ଜଣ ପର୍ଯ୍ୟଵେକ୍ଷକ ଏବଂ ଗଣନାକାରୀ ୩୯୮୨ ଟି ଗ୍ରାମ ଓ ୭୦ଟି ୱାର୍ଡ ବୁଲି ପଶୁ ସମ୍ପଦ ଗଣନାର ସବିଶେଷ ସୂଚନା ଗ୍ରହଣ କରିବେ। ଏହି ସର୍ବେକ୍ଷଣ ଘର ରୁ ଘର ବା ଡୋର ଟୁ ଡୋର କ୍ୟାମ୍ପେନ ମାଧ୍ୟମରେ ହେବ।ସୂଚନାନୁସାରେ ଆଗାମୀ ୪ଦିନ ଧରି ଏହି ପ୍ରଶିକ୍ଷଣ ଶିବିର ଜିଲ୍ଲାର ୪ଟି ଉପଖଣ୍ଡର ସମସ୍ତ ପର୍ଯ୍ୟଵେକ୍ଷକ ଏବଂ ଗଣନାକାରୀଙ୍କୁ ନେଇ ଅନୁଷ୍ଠିତ ହେବ।

ଆଜିର ଏହି ଶିବିରକୁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡଃ କଳ୍ପତରୁ ସ୍ୱାଇଁ ଏବଂ ଜିଲ୍ଲା ନୋଡାଲ ଅଫିସର ଡଃ ଭାଗବତ ଘୋଷ ପରିଚାଳନା କରିଥିବା ବେଳେ, ଏହି ଶିବିରରେ ୮୮ଜଣ କର୍ମକର୍ତ୍ତା ପ୍ରଶିକ୍ଷଣ ନେଇଥିଲେ। ଆଗାମୀ ଚାରି ଦିନ ହେବାକୁ ଥିବା ଏହି ଶିବିରରେ ସମସ୍ତ “ପଶୁ ସମ୍ପଦ ଗଣନା -୨୦୨୪” ରେ ନିୟୋଜିତ ପର୍ଯ୍ୟଵେକ୍ଷକ ଏବଂ ଗଣନାକାରୀଙ୍କୁ ତାଲିମ ଦିଆଯିବ ଏବଂ ଜିଲ୍ଲାରେ ଏହି ସର୍ବେକ୍ଷଣକୁ ବ୍ୟାପକ କରାଯିବ ବୋଲି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣିଙ୍କ ଠାରୁ ପ୍ରକାଶ ।
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

September 10, 2026
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

September 10, 2026
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସନ୍ଧ୍ୟା

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସନ୍ଧ୍ୟା

September 10, 2026
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

September 10, 2026
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version