• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର : ଓଡ଼ିଆ ବିଭାଗ ପକ୍ଷରୁ ନବାଗତା ଛାତ୍ରୀଙ୍କୁ ସ୍ୱଗାତ ଓ କୃତୀଛାତ୍ରୀ ସୁପ୍ରଭାଙ୍କୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
August 21, 2024
in ଓଡ଼ିଶା, ଯାଜପୁର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର : ଓଡ଼ିଆ ବିଭାଗ ପକ୍ଷରୁ ନବାଗତା ଛାତ୍ରୀଙ୍କୁ ସ୍ୱଗାତ ଓ କୃତୀଛାତ୍ରୀ ସୁପ୍ରଭାଙ୍କୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

୨୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋରାଇ  :->  ବ୍ୟାସନଗର ସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ‘ଓଡ଼ିଆ ସମ୍ମାନ’ ବିଭାଗ ପକ୍ଷରୁ ପ୍ରଥମ ବର୍ଷର ନବାଗତା ଛାତ୍ରୀଙ୍କୁ ସ୍ଵାଗତ ଓ କୃତୀ ଛାତ୍ରୀ ସୁଶ୍ରୀ ସୁପ୍ରଭା ସାହୁଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଏକ ସଭା ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ରତ୍ନାକର ଜେନାଙ୍କ ସଭାପିତିତ୍ବରେ ଅନୁଷ୍ଠିତ ହୋଇଥିଲା । ଅତିଥିଭାବେ ବିଭାଗୀୟ ମୁଖ୍ୟଅଧ୍ୟାପିକା ସୁମିତ୍ରା ରାଉତ ଯୋଗଦେଇ ନବାଗତା ଓ ପୁରାତନ ତିନିଶ୍ରେଣୀର ଛାତ୍ରୀମାନେ ତୁମେ ଗୋଟିଏ ମାଆର ୩ଝିଅ । ତେଣୁ ତୁମେ ୩ଭଉଣୀ ଭଳି ପରସ୍ପର ମଧ୍ୟରେ ସମ୍ପର୍କ ବାଂଟି ଚଳିବାକୁ ପରାମର୍ଶ ଦେଇଥିଲା ବେଳେ ଓଡିଆ ବିଭାଗର ଅଧ୍ୟାପକ ମଳୟ କୁମାର ମଲ୍ଲିକ ଓଡ଼ିଆ ଭାଷାକୁ ‘ସମ୍ମାନ’ ଭାବେ ରଖ୍ ପାଠପଢ଼ିବାକୁ ଆଗ୍ରହ ପ୍ରକାଶ କରିଥିବା ନବାଗତ ଛାତ୍ରମାନଙ୍କୁ ଧନ୍ୟବାଦ ଜଣାଇବା ସହ ଶ୍ରେଣୀରେ ପଢ଼ାଯାଉଥିବା ପାଠକୁ ନିଷ୍ଠାର ସହ ପଢି ଭଲନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ମହାବିଦ୍ୟାଳୟର ଟେକରଖିବାକୁ ପରାମର୍ଶ ଦେଇଥିଲେ ।.

ସମ୍ମାନିତ ଅତିଥିଭାବେ ବରିଷ୍ଠ ଅଧ୍ୟାପକ ପ୍ରଶାନ୍ତ କୁମାର ମାର ରାଉତ, ଅରୁଣକୁମାର ମିଶ୍ର, ପଦ୍ମଭୁଷଣ ରାଉତରାୟ ଓ ଅଧ୍ୟାପିକା ରୋଜାଲିନା ମହାନ୍ତି, ସୂଚିତସ୍ମିତା ବେହେରା ଓ ଝୁନୁମଣି ଜେନା ପ୍ରମୁଖ ଯୋଗଦେଇ ଶିକ୍ଷା ଅଧ୍ୟୟନପ୍ରତି ଗୁରୁତ୍ଵ ଦେବା ସଙ୍ଗେ ସଙ୍ଗେ ଚରିତ୍ର ପ୍ରତି ବିଶେଷ ଧ୍ୟାନ ଦେବାକୁ ଛାତ୍ରୀମାନଙ୍କୁ ଉପଦେଶ ଦେଇଥିଲେ । ସଭା ପ୍ରାରମ୍ଭରେ ନାବାଗତା ଛାତ୍ରୀମାନଙ୍କୁ ପୁଷ୍ପଗୁଛ ଦେଇ ସ୍ବାଗତ କରାଯାଇଥିଲା ବେଳେ ଆବାହନି ସଙ୍ଗୀତ ସାଗରିକା ଜେନା, ପ୍ରିୟଙ୍କା ପ୍ରିୟଦର୍ଶିନୀ ବ୍ରହ୍ମ, ପ୍ରିୟଙ୍କା ପ୍ରିୟଦର୍ଶନୀ ମହାନ୍ତି, ସିଲି ସେଠୀ ଓ ଲିଜାରାଣି ରଥ ପରିବେଶଣ କରିଥିଲେ । ଏହି ଅବସରରେ ଚଳିତବର୍ଷ ରାମଦେବୀ ମହିଳା ବିଶ୍ଵ ବିଦ୍ୟାଳୟର ଓଡିଆ ବିଭାଗରେ ଟପ୍ସର ହୋଇ ଗୌରବ ଆଣିଥ‌ିବା ମହାବିଦ୍ୟାଳୟର ଛାତ୍ରୀ ସୁଶ୍ରୀ ସୁପ୍ରଭା ସାହୁଙ୍କୁ ବିଭାଗ ପକ୍ଷରୁ ପୁଷ୍ପଗୁଚ୍ଛ, ମାନପତ୍ର ଓ ଉତରୀୟ ଦିଆଯାଇ ଅତିଥିଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯାଇଥିଲା ।

ପୁରାତନ ଛାତ୍ରୀ ଶିବାନୀ ମଲ୍ଲିକ, ମମତାରାଣୀ ଜେନା, ୩ୟ ବର୍ଷର ଛାତ୍ରୀ ସ୍ମୃତିରେଖା ସାହୁ, ଗୀତାଞ୍ଜଳି ପତ୍ରୀ, ପ୍ରିୟଙ୍କା ପଣ୍ଡା, ମମତା ପାଢୀ, ଭାନୁମାତୀ ମଲ୍ଲିକ, ରମାରାଣୀ ମଲ୍ଲିକ, ଲିସାରାଣୀ ସାମଲ, ବର୍ଷlରାଣୀ ଦାସ, ମମତାରାଣୀ ମାଝୀ, ସିବାନୀ ସେଠୀ, ଦୀପରାଣୀ ଜେନା, ସୁଶ୍ରୀସଙ୍ଗୀତା ଦେଓ ଓ ୨ୟବର୍ଷର ତୁଳସୀ ସାମଲ, ସ୍ମୃତିସାରିକା ଜେନା, ସୋନାଲି ରଣା, ହରପ୍ରିୟା ଦଳେଇ, ପ୍ରଭାସିନୀ ପତି, ମୃଣ୍ମୟୀ ଦତାଇ, ଅଭାଜ୍ୟୋତି ମଲ୍ଲିକ, ମୋନାଲିସା ମଲ୍ଲିକ, ଝିଲି ବିଶ୍ବାଳ, ଲିପିକା ରଣା, ମୋନାଲିସା ଗୁରୁ, ଶୁଭଲକ୍ଷ୍ମୀ ପାତ୍ର,

ମାନିନୀ ବେହେରା, ମମତା ବେହେରା ପ୍ରମୁଖ ସଙ୍ଗୀତ ଓ ବକ୍ତବ୍ୟ ମାଧ୍ୟମରେ ପରାମର୍ଶ ଦେଇଥିଲା । ନବାଗତା ଛାତ୍ରୀ ଏଲିକାପ୍ରିୟଦର୍ଶିନୀ ବ୍ରହ୍ମ, କମଳା ସାହୁ, କବିତା ସେଠୀ, ଶୁଭସ୍ମିତା ସାହୁ, ବିଜୟଲକ୍ଷ୍ମୀ ରାଉତ, ସାଗରିକା ଜେନା(ଖ), ମମତା ମଲ୍ଲିକ, ଅନିଶା ପ୍ରିୟଦର୍ଶିନୀ ରାୟ, ସୁଜାତା ସାହୁ, ରୂପାଲି କରଣ, ଲକ୍ଷ୍ମୀପ୍ରିୟା ପୃଷ୍ଟି, ରୀମା ପ୍ରତିହାରୀ, ମୋନାଲିସା ତରେଇ, ବାସନ୍ତି ମଣ୍ଡଳ ପ୍ରମୁଖ ପ୍ରତି ଉତ୍ତରରେ ବଡଭଉଣୀମାନଙ୍କର ଉପଦେଶ, ଗୁରୁଜନଙ୍କୁ ଭକ୍ତି ଓ ଆଦେଶ ମାନି ଭଲପଢି ମହାବିଦ୍ୟାଳୟର ନାଁ ରଖିବାକୁ କହିଥିଲେ । ଶେଷରେ ୩ୟବର୍ଷର ଛାତ୍ରୀ ସ୍ମୃତିରେଖା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version