• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚିକିଟି ମଦ ଘଟଣାରେ ସରକାରଙ୍କ କଡ଼ା ଆଭିମୁଖ୍ୟ : ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ – ମନ୍ତ୍ରୀ ଶ୍ରୀ ହରିଚନ୍ଦନ

Proprietor Abhimanyu Maharana by Proprietor Abhimanyu Maharana
August 21, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଚିକିଟି ମଦ ଘଟଣାରେ ସରକାରଙ୍କ କଡ଼ା ଆଭିମୁଖ୍ୟ : ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ – ମନ୍ତ୍ରୀ ଶ୍ରୀ ହରିଚନ୍ଦନ
Share on FacebookShare on TwitterWhatsapp

୨୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ବେଆଇନ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ନିକଟରେ ଗଞ୍ଜାମ ଜିଲ୍ଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ଶ୍ରୀ ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସଂପର୍କରେ ସବିଶେଷ ତଥ୍ୟ ମାଗିଥିଲେ । ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ । ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍‌ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକି୍ର ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି ।

ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ଚିକିତ୍ସା ସହାୟତା ଯୋଗାଇଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି । ଏହି ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ କାର୍ଯ୍ୟରୁ ଅପସାରଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି I ଏଠାରେ ସୂଚନାଯୋଗ୍ୟ ଯେ ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି ।

ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସନ୍ଧ୍ୟା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି । ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୩୮୫ ଲିଟର ମଦ ଜବତ ହୋଇଛି । ଆଗାମୀ ଦିନରେ ଏପରି ଚଢ଼ାଉକୁ ଜୋରଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 18, 2026
ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

August 18, 2026
S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

August 18, 2026
ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 18, 2026
ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

August 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version