• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ରେ ବିଭିନ୍ନ ସ୍ଥାନରେ ଶାନ୍ତି ପୂର୍ଣ୍ଣ ଭାବେ ଭାରତ ବନ୍ଦ ରାଲି ସଫଳ

Proprietor Abhimanyu Maharana by Proprietor Abhimanyu Maharana
August 22, 2024
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ରେ ବିଭିନ୍ନ ସ୍ଥାନରେ ଶାନ୍ତି ପୂର୍ଣ୍ଣ ଭାବେ ଭାରତ ବନ୍ଦ ରାଲି ସଫଳ
Share on FacebookShare on TwitterWhatsapp

୨୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗଜପତି  :-> ଗଜପତି ଜିଲ୍ଲା ର ବିଭିନ୍ନ ସ୍ଥାନରେ ଭାରତ ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ସଫଳ ହୋଇଛି । କେନ୍ଦ୍ର ସରକାରଙ୍କ ପ୍ରରୋଚନାରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଙ୍କ ବିଭିନ୍ନ ସରକାରୀ ନିଯୁକ୍ତି ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ସଂରକ୍ଷଣ ବନ୍ଦ ଷଡ଼ଯନ୍ତ୍ର ବିରୁଦ୍ଧରେ ଗଜପତି ଜିଲ୍ଲା ର ବିଭିନ୍ନ ଆଦିବାସୀ ତଥା ଦଳିତ ସଂଗଠନ ପକ୍ଷରୁ ଏହି ଭାରତ ବନ୍ଦ ଡାକରା ରେ ବିଭିନ୍ନ ନେତା ମାନେ ଯୋଗ ଦେଇଥିଲେ ।

ଗଜପତି ଜିଲ୍ଲା ଆଦିବାସୀ ମହାସଂଘ ସଭାପତି ଖ ଜୁରୀପଦା ପଞ୍ଚାୟତର ସରପଞ୍ଚ ଶ୍ରୀ ସଣ୍ଡୁ ମଣ୍ଡଳ , ସୁରେନ୍ଦ୍ର ମଣ୍ଡଳ, ମିନ ମଣ୍ଡଳ , ଜାକୁବ ରାଇକା,ଜନାସ୍ ଗମାଙ୍ଗ ,ଇନୋସ ରଇତ, ପ୍ରମୁଖ ବିଭିନ୍ନ ସ୍ଥାନରେ ଲୋକଙ୍କୁ ବୁଝାଇ ଶାନ୍ତି ପୂର୍ଣ୍ଣ ଭାବେ ଭାରତ ବନ୍ଦ ଡାକରା କୁ ସଫଳ କରିବା ପାଇଁ ସହଯୋଗ କରି ଥିଲେ।

ପ୍ରାୟ ସମସ୍ତ ଅଞ୍ଚଳରେ ଅତ୍ୟାବଶ୍ୟକୀୟ ବ୍ୟବସାୟ ପ୍ରତିଷ୍ଠାନ,ଔଷଧ ଦୋକାନ କୁ ଛାଡ଼ି ସମସ୍ତ ଦୋକାନ ଦୋକାନୀ ଭାଇ ମାନେ ସ୍ଵତଃ ପ୍ରବୃତ୍ତ ଭାବରେ ବନ୍ଦ କରି ଭାରତ ବନ୍ଦ କୁ ସହଯୋଗ କରିଥିଲେ। ଆମ୍ବୁଲାନ୍ସ କୁ ଛାଡ଼ି ଆଉ ଅନ୍ୟ କୌଣସି ଗାଡ଼ି ମଟର ଚଳାଚଳ ମଧ୍ୟ ବନ୍ଦ ଥିବା ଦେଖାଯାଇଥିଲା।ଏବଂ ଯାତାୟତ କୁରୁଥିବା ଯାତ୍ରୀ ମାନେ ବହୁତ ଅସୁବିଧା ର ସମ୍ମୁଖୀନ ହୋଇଥିଲେ। ଏବଂ ଶାନ୍ତି ଶୃଙ୍ଖଳା ରେ ରାଲି ସମ୍ପୂର୍ଣ ହୋଇଥଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

October 3, 2026
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

October 3, 2026
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version